ବାହାନଗା ରେଳ ଦୁର୍ଘଟଣାରେ ୭୯ ଜଣ ଆହତ ଭଦ୍ରକ ଡାକ୍ତରଖାନାରେ ଭର୍ତ୍ତି
ଭଦ୍ରକ : ବାହାନଗା ରେଳ ଷ୍ଟେସନ୍ ପଣପଣାଠାରେ ଘଟିଥିବା ଭୟାନକ ଦୁର୍ଘଟଣାରେ ଆହତ ହୋଇଥିବା ୭୯ଜଣ ବ୍ୟକ୍ତି ଭଦ୍ରକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଏଠାରେ ୨ଜଣଙ୍କ ମୃତ୍ୟୁ ଘଟିଛି । ୧୪ଜଣ ଆହତଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ୪୮ ଜଣ ଡାକ୍ତର ଚିକିତ୍ସାରେ ଲାଗିଛନ୍ତି ।
Read More...
Read More...