ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗସ୍ତ : ୧୦ରୁ ଅଧିକ ଯାତ୍ରୀ ଆହତ, ୨ ଗୁରୁତର
ଭଦ୍ରକ : ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗସ୍ତ । ଦୁର୍ଘଟଣାରେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ଯାତ୍ରୀବାହୀ ବସ୍ ଭିତରୁ ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ଅଗ୍ନିଶମ ଗାଡ଼ି ଯୋଗେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି!-->…
Read More...
Read More...