Browsing Tag

bhadrak news

ବିଧାନସଭା ଗୃହ କମିଟିର ସମୀକ୍ଷା ବୈଠକ

ଭଦ୍ରକ : ଭଦ୍ରକ ସହର ପାନ୍ଥ ନିବାସରେ ଆଜି ଓଡ଼ିଶା ବିଧାନସଭା ଗୃହ କମିଟିର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଗୃହ କମିଟିର ଅଧ୍ୟକ୍ଷ ବିଧାୟକ ଅମର ଶତପଥୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ଗୃହ କମିଟିର ସଦସ୍ୟ ବିଧାୟକ ଅନନ୍ତ ଦାଶ, ବିଧାୟକ ଭୂପିନ୍ଦର ସିଂ,
Read More...

ସଡକ ଦୁର୍ଘଟଣା, ୨ ଗୁରୁତର

ଭଦ୍ରକ : ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନ ରାହାଞ୍ଜ ଛକ ନିକଟରେ ମାଲ୍ ବୋଝେଇ ପିକଅପ୍‌କୁ ପଛପଟୁ ପିଟିଲା ଆମ୍ବୁଲାନ୍ସ । ଏହି ଦୁର୍ଘଟଣାରେ ଆମ୍ଵୁଲାନ୍ସର ୨ ଜଣ କର୍ମଚାରୀ ଗୁରୁତର ହୋଇଥିବା ଜଣାପଡିଛି । ସୂଚନାନୁଯାୟୀ, ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନ ରାହାଞ୍ଜ ଛକ
Read More...

ଓଡ଼ିଶା ବିକଳାଙ୍ଗ ମଞ୍ଚ ପକ୍ଷରୁ ସାଧାରଣ ସଭା ଅନୁଷ୍ଠିତ

ଭଣ୍ଡାରିପୋଖରୀ : ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ କଲ୍ୟାଣ ମଣ୍ଡପଠାରେ ଓଡ଼ିଶା ବିକଳାଙ୍ଗ ମଞ୍ଚ ପକ୍ଷରୁ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମଞ୍ଚର ସମ୍ପାଦକ ଅକ୍ଷୟ କୁମାର ସାହୁ ଯୋଗଦେଇ ଦିବ୍ୟାଙ୍ଗ ଭଉଣୀ ଭାଇମାନଙ୍କର ବିଭିନ୍ନ ସମସ୍ୟାକୁ ନେଇ ପ୍ରଶାସନ ନିକଟରେ ପହଞ୍ଚାଇବାକୁ
Read More...

ପୋଲ ତଳକୁ ଖସିପଡି ୧ ମୃତ

ଭଦ୍ରକ : ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଅଧିନ ବେତରା ପଞ୍ଚାୟତରେ ଭୁଲ ବଶତଃ ପୋଲ ତଳକୁ ଖସିପଡି ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ଜଣକ ହେଳେ ବାବାଜୀ ଜେନା । ସୂଚନା ଅନୁସାରେ ଭଦ୍ରକ ଗ୍ରାମାଞ୍ଚଳ ଥାନା ବାଣୀତିଆ ପଞ୍ଚାୟତ ଅଧିନ କୁଡିଆମାଳ ଗାଁର ବାବାଜୀ ଜେନା ଏକ ବିବାହରେ ଯୋଗଦେବା ପାଇଁ
Read More...

ଶିକ୍ଷକଙ୍କଠାରୁ ୧୨ଲକ୍ଷ ଟଙ୍କା ଲୁଟ୍‌ ଘଟଣାର ମୁଖ୍ୟ ଅଭିଯୁକ୍ତ ଗିରଫ ସହ ୯ ଲକ୍ଷ ଜବତ

ଭଦ୍ରକ : ଶିକ୍ଷକଙ୍କଠାରୁ ୧୨ଲକ୍ଷ ଟଙ୍କା ଲୁଟ୍‌ ଘଟଣାର ମୁଖ୍ୟ ଅଭିଯୁକ୍ତ ଗିରଫ ସହ ୯ ଲକ୍ଷ ଜବତ ହୋଇଥିବା ଜଣାପଡିଛି । ଭଦ୍ରକ ସହରର ଅପର୍ତିବିନ୍ଧା ଛକ ନିକଟ ଷ୍ଟେଟବ୍ୟାଙ୍କ ସାମ୍ନାରୁ ଗତ ୯ ତାରିଖରେ ଜଣେ ଶିକ୍ଷକଙ୍କଠାରୁ ୧୨ଲକ୍ଷ ଟଙ୍କା ଲୁଟ୍‌ ହୋଇଥିଲା । ଏହି ଘଟଣାର ମୁଖ୍ୟ
Read More...

ଭୟାବହ ଅଗ୍ନିକାଣ୍ଡ : ପାଉଁଶ ହୋଇଗଲା ୬ ବଖରା ଘର

ଭଦ୍ରକ : ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ଅନ୍ତର୍ଗତ ଦଇପୁର ପଞ୍ଚାୟତର ଦଇପୁର ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ଜଳିଗଲା ୬ ବଖରା ଘର ତା ସହିତ ପାଉଁଶ ହୋଇଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।
Read More...

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗ

ଭଦ୍ରକ : ଭଦ୍ରକ ଜିଲ୍ଲା ଧାମନଗର ଥାନ ପ୍ରଧାନୀ ପଞ୍ଚାୟତ ରାମରାକୂଳ ଅଞ୍ଚଳରେ ଜଣେ ଯୁବକ ବାହଘରରେ ଯୋଗ ଦେଇ ଘରକୁ ଫେରୁଥିବା ବେଳେ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଯୁବକ ଜଣକ ଚିତ୍ତ ରଞ୍ଜନ ସାହୁ ବୋଲି ଜଣାପଡିଛି । ସୂଚନା ଅନୁସାରେ ସମ୍ପର୍କୀୟଙ୍କ ବାହାଘରରେ ଯୋଗ ଦେବା ପାଇଁ
Read More...

ସଡକ ଦୁର୍ଘଟଣା, ଟ୍ରକକୁ ପଛରୁ ପିଟିଲା ଟ୍ରକ

ଭଦ୍ରକ : ଭଦ୍ରକ ଜିଲା ୧୬ ନଂ ଜାତୀୟ ରାଜପଥ ଭଣ୍ଡାରିପୋଖରୀ ଦମକଳ କେନ୍ଦ୍ର ସମ୍ମୁଖରେ ସଡକ ଦୁର୍ଘଟଣା । ଠିଆ ହୋଇଥିବା ଟ୍ରକକୁ ପଛରୁ ପିଟିଲା ଟ୍ରକ । ପଛ ଟ୍ରକର ଦୁଇ କର୍ମଚାରୀ ଚାପି ହୋଇ ରହିଥିବା ବେଳେ ଜେସିବି ସାହାଯ୍ୟରେ ଅଗ୍ନିଶମ ବାହିନୀ ଉଦ୍ଧାର କରିଛି । ସୂଚନାଯୋଗ୍ୟ ଯେ, ୧୬
Read More...

ଯୁବକଙ୍କ ଉପରେ ସଙ୍ଘବଦ୍ଧ ଆକ୍ରମଣ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ଭଦ୍ରକ : ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅଞ୍ଚଳରେ ଘରକୁ ଫେରିବା ବେଳେ ଜଣେ ଯୁବକଙ୍କୁ ସଙ୍ଘବଦ୍ଧ ଆକ୍ରମଣ ହୋଇଥିବା ଖବର ମିଳିଛି । ଗୁରୁତର ଜଣକ ନମକଣା ଗ୍ରାମର ପିତାମ୍ବର ଜେନା ବୋଲି ଜଣାପଡିଛି । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଥିବା
Read More...

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୭ ବଖରା ଘର ଓ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଭଦ୍ରକ : ଭଦ୍ରକ ବ୍ଲକ ଅନ୍ତର୍ଗତ ରାହାଞ୍ଜ ପଞ୍ଚାୟତ ରାହାଞ୍ଜ ସାହିରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୩ଟାରେ ଅଗ୍ନିକାଣ୍ଡ ଘଟି ପ୍ରହଲ୍ଲାଦ ସାହୁଙ୍କ ୭ ବଖରା ଘର ଜଳି ଭଷ୍ମୀଭୂତ ହୋଇଯାଇଥିବା ଖବର ମିଳିଛି । ସୂଚନାନୁଯାୟୀ, ପ୍ରହଲ୍ଲାଦ ସାହୁଙ୍କ ଘରେ ସମସ୍ତେ ଶୋଇଥିବା ଅବସ୍ଥାରେ
Read More...