ଯୁବକଙ୍କ ଉପରେ ସଙ୍ଘବଦ୍ଧ ଆକ୍ରମଣ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
ଭଦ୍ରକ : ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅଞ୍ଚଳରେ ଘରକୁ ଫେରିବା ବେଳେ ଜଣେ ଯୁବକଙ୍କୁ ସଙ୍ଘବଦ୍ଧ ଆକ୍ରମଣ ହୋଇଥିବା ଖବର ମିଳିଛି । ଗୁରୁତର ଜଣକ ନମକଣା ଗ୍ରାମର ପିତାମ୍ବର ଜେନା ବୋଲି ଜଣାପଡିଛି । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଥିବା!-->…
Read More...
Read More...