ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଯୁବକ ମୃତ
ଭଞ୍ଜନଗର : ଘର ରଙ୍ଗ କାର୍ଯ୍ୟ କଲାବେଳେ ୩୩ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବକ ମୃତ । ମୃତ ଜଣକ ଭଞ୍ଜନଗର ଥାନା ବାଲିଆପଟ୍ଟା ଗ୍ରାମର ଅକ୍ଷୟ ନାୟକ ବୋଲି ଜଣାପଡିଛି । ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ମୋହନା କଲେଜ ଛକରେ ଏଭଳି ଘଟଣା ଘଟିଛି । ସୂଚନା ଅନୁଯାୟୀ, ମୋହନା!-->…
Read More...
Read More...