Browsing Tag

bhbaneswar news

କରୋନାର କରୁଣ ଚିତ୍ର : ଗତ ୨୪ ଘଣ୍ଟାରେ ଆଉ ୧୯ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ

ଭୁବନେଶ୍ୱର : ଦିନକୁ ଦିନ କରୋନାର ସଂକ୍ରମଣ ବଢିବାରେ ଲାଗିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ କମୁ ନାହିିିଁ । ତେବେ ଗତ ୨୪ ଘଣ୍ଟାରେ ଆଉ ୧୯ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ ଜଣ,ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ବରଗଡ଼,
Read More...

ରାଜ୍ୟ ବାହାରକୁ ଆଜିଠାରୁ ଗଡ଼ିବନି ବସ୍

ଭୁବନେ‌ଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ବାହାରକୁ ଆଜିଠାରୁ ଗଡ଼ିବନି ବସ୍ । ଫଳରେ ଅନ୍ୟ ରାଜ୍ୟକୁ ଯିବା ଆସିବା କରୁଥିବା ସମସ୍ତ ବସ୍ ସେବା ବନ୍ଦ ରହିବ । ତେବେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଥିବା ନେଇ ଜଣାପଡିଛି । ରାଜ୍ୟ ସରକାରଙ୍କ ନୂଆ ଗାଇଡଲାଇନ୍
Read More...

ଆଜି ରାଜ୍ୟରେ ୫୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୩୩୫୮ ରହିଛି । ଆଜି ୫୭୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୩୭ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୩୬ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ
Read More...