Browsing Tag

bhdaraka news

ରାତିଅଧରେ ମେଡିକାଲ ବୁଲିଲେ ଜିଲ୍ଲାପାଳ, ଡାକ୍ତରଙ୍କ ଉପରେ ଆକ୍ସନ :

ଭଦ୍ରକ : ଆକ୍ସନମୋଡ଼ରେ ଜିଲ୍ଲାପାଳ । ରାତିଅଧରେ ରୋଗୀଙ୍କର ଅଭିଯୋଗ ଶୁଣି ମେଡିକାଲରେ ପହଞ୍ଚିଲେ ଭଦ୍ରକ ଜିଲ୍ଲାପାଳ ଦିଲ୍ଲୀପ ରାଉତରାଏ ମେଡିକାଲରେ ପହଞ୍ଚି ବିଭିନ୍ନ ସ୍ଥିତି ବିଷୟରେ ପରଖିଛନ୍ତି ଜିଲ୍ଲାପାଳ । ଖବର ଅନୁସାରେ ଭଦ୍ରକ ଜିଲ୍ଲା ମାତୃ ଓ ଶିଶୁ ମଙ୍ଗଳ ୟୁନିଟ ବା ନୂଆ
Read More...

ଭଦ୍ରକ ଜିଲ୍ଲାର ବାତ୍ୟା ପ୍ରଭାବିତ ଅଂଚଳ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭଦ୍ରକ : ଭଦ୍ରକ ଜିଲ୍ଲାର ବାତ୍ୟା ପ୍ରଭାବିତ ଅଂଚଳ ପରିଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ ଭଦ୍ରକ ଜିଲ୍ଲାରେ ଚାନ୍ଦବାଲି, ଧାମରା ବାସୁଦେବପୁର ଅଞ୍ଚଳକୁ ଅକାଶ ମାର୍ଗରୁ ପରିଦର୍ଶନ ପରେ ଧାମରା ପୋର୍ଟ ହେଲିପ୍ୟାଡ଼ରେ ଅବତରଣ କରିଥିଲେ । ପରେ ଚାନ୍ଦବାଲି ଏବଂ
Read More...