୧୧୧ଟି କଇଁଛ ଜବତ : ବେପାରୀ ଗିରଫ
ଭୋଗରାଇ : ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ଅଧୀନ ଜଳସୋହରିଆ ଗ୍ରାମରୁ ରବିବାର ବନ୍ୟପ୍ରାଣୀ ବିଭାଗ ୧୧୧ଟି କଇଁଛ ଜବତ କରିଥିବା ଜଣାପଡିଛି । ସୂଚନା ଅନୁସାରେ, ଘଟଣାରେ ସମ୍ପୃକ୍ତ ଜଣେ ବେପାରୀଙ୍କୁ ଗିରଫ କରାଯାଇଛି । ସେ ହେଲେ ଗୌରାଙ୍ଗ ମଣ୍ଡଳା । ଗୌରାଙ୍ଗ କଇଁଛଗୁଡ଼ିକୁ ଘରେ ରଖି!-->…
Read More...
Read More...