ଦୁଇଟି ବେଆଇନ କରତ କଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଓ କାଠ ଜବତ
ଭୋଗରାଇ : ବେଆଇନ କରତ କଳ ଉପରେ ଚଢ଼ାଉ । ବାଲେଶ୍ଵର ଜିଲ୍ଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅନ୍ତର୍ଗତ କମର୍ଦ୍ଦା ଛକ ବଜାରଠାରେ ଥିବା ଦୁଇଟି ବେଆଇନ କରତ କଳ ଉପରେ ବନ ବିଭାଗ ଏବଂ ଭିଜିଲାନ୍ସ ଟିମ୍ ପକ୍ଷରୁ ମିଳିତ ଚଢ଼ାଉ କରାଯାଇଥିବା ଜଣାପଡିଛି । ଚଢ଼ାଉରେ ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ!-->…
Read More...
Read More...