Browsing Tag

bhuabneswar news

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ହାପିଏଷ୍ଟ ମାଇଣ୍ଡସ ଗ୍ଲୋବାଲ ଆଇ.ଟି. ଡେଭେଲପମେଣ୍ଟ ସେଣ୍ଟର, ଭୁବନେଶ୍ୱର ଶାଖା ଉଦ୍‍ଘାଟିତ

ଏକ ହଜାରରୁ ଉର୍ଦ୍ଧ୍ଵ କର୍ମଚାରୀ କ୍ଷମତାସମ୍ପର୍ଣ୍ଣ ଏହି ଡେଭେଲପମେଣ୍ଟ ସେଣ୍ଟର ପ୍ରଯୁକ୍ତି ଉତ୍ସ କେନ୍ଦ୍ର ଭାବରେ ସମଗ୍ର ଭାରତବର୍ଷରେ ଓଡ଼ିଶାର ସ୍ଥିତିକୁ ଆହୁରି ମଜବୁତ୍‍ କରିବ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଆଇ.ଟି. ଇକୋସିଷ୍ଟମକୁ ଆହୁରି ବିସ୍ତାର କରି ମୁଖ୍ୟମନ୍ତ୍ରୀ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୬୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୬୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୪୭ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୯୮୭ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ
Read More...

ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଭୁବନେଶ୍ୱର ଜୋନ୍‌ ପକ୍ଷରୁ ସ୍ୱର୍ଣ୍ଣିମ ଭାରତ ଅଭିଯାନ ଉଦ୍‌ଘାଟିତ

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ଆଜାଦ କି ଅମୃତ ମହୋତ୍ସବ ଅବସରେ ଭୁବନେଶ୍ୱର ଜୋନ୍‌ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ୱର୍ଣ୍ଣିମ ଭାରତ ଅଭିଯାନ ଉଦଘା୍‌ଟିତ ହୋଇଯାଇଛି । ଭୁବନେଶ୍ୱର ବ୍ଲକ ମେଣ୍ଢାଶାଲ ନିକଟ ହରିଡାମଡାଠାରେ ଥିବା ପ୍ରଜାପିତା
Read More...

ମାଲକାନଗିରିରେ ରାଜ୍ୟ ସରକାରଙ୍କ ନିଜସ୍ୱ ଉଦ୍ୟମରେ ବିମାନ ବନ୍ଦର ପ୍ରତିଷ୍ଠା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମାଲକାନଗିରିରେ ରାଜ୍ୟ ସରକାର ନିଜସ୍ୱ ଉଦ୍ୟମରେ ବିମାନ ବନ୍ଦର ପ୍ରତିଷ୍ଠା କରିବେ । ୨୦୨୪ ଜାନୁଆରୀ ସୁଦ୍ଧା ଏହା କାର୍ୟ୍ୟକ୍ଷମ ହେବ । ୨୯ କୋଟି ଟଙ୍କା ଖର୍ଚ୍ଚ ହେବାକୁ ଥିବା ଏହି ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ ସରିଛି । ବିମାନ ବନ୍ଦର ପ୍ରତିଷ୍ଠା ହେଲେ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୮୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୮୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୮୬ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୦୯୯ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୨୬ ଜଣ
Read More...

ପୌର ନିର୍ବାଚନ ପାଇଁ ଇଭିଏମ୍‌ ତାଲିମ କାର୍ଯ୍ୟକ୍ରମ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆସନ୍ତା ପୌରସଂସ୍ଥା ନିର୍ବାଚନ ପାଇଁ ନିର୍ବାଚନ କମିଶନଙ୍କ ତରଫରୁ ଦୁଇ ଦିନିଆ ଇଭିଏମ୍‌ ତାଲିମ କାର୍ଯ୍ୟକ୍ରମ କମିଶନଙ୍କ କାର୍ଯ୍ୟାଳୟ ପରିସରରେ ଆଜି ଆରମ୍ଭ ହୋଇଛି । ପ୍ରଥମ ପର୍ଯ୍ୟାୟରେ ୧୫ଟି ଜିଲ୍ଲା : ଅନୁଗୋଳ, ବାଲେଶ୍ୱର, ବଲାଙ୍ଗିର, ବରଗଡ଼, ବୌଦ୍ଧ,
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଆଉ ୫ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଆଉ ୫ ଜଣଙ୍କ ମୁଣ୍ଡ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ବାଲେଶ୍ୱର, ଖୋର୍ଦ୍ଧା, କଟକ, କେନ୍ଦୁଝର, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ
Read More...

ଭାରତର ଷ୍ଟାର ବ୍ୟାଡମିଂଟନ ଖେଳାଳି ଋତୁପର୍ଣ୍ଣା ପାଇବେ ସମ୍ମାନଜନକ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଭାରତର ଷ୍ଟାର ବ୍ୟାଡମିଂଟନ ଖେଳାଳି ଋତୁପର୍ଣ୍ଣା ପଣ୍ଡା ୨୦୨୧ ପାଇଁ ସମ୍ମାନଜନକ ଏକଲବ୍ୟ ପୁରସ୍କାର ପାଇବେ ବୋଲି ସୂଚନା ମିଳିଛି । ଏନେଇ ଆଜି ଏକଲବ୍ୟ ପୁରସ୍କାର ଜୁରୀ କମିଟି ତାଙ୍କୁ ଚୟନ କରିଥିବା ବେଳେ ପୁରସ୍କାର ବାବଦକୁ ତାଙ୍କୁ ୫ ଲକ୍ଷ ଟଙ୍କା ଓ
Read More...

ରାଜ୍ୟରେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୬୩୮ : ଆଜି ୮୨ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୬୩୮ ରହିଛି । ଆଜି ୮୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୮ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୪ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ
Read More...

ଚଳିତ ବର୍ଷ ଏପ୍ରିଲ ୯ରେ ହେବ ଓଟିଇଟି

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଓଟିଇଟି(ଓଡ଼ିଶା ଶିକ୍ଷକ ଯୋଗ୍ୟତା) ପରୀକ୍ଷା ଚଳିତ ବର୍ଷ ଏପ୍ରିଲ ୯ରେ ଅଫଲାଇନ ମାଧ୍ୟମରେ ହେବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଘୋଷଣା କରାଯାଇଛି । ତେବେ ଏହି ପରୀକ୍ଷା ପାଇଁ ରାଜ୍ୟରେ ୪୯୧ ସେଣ୍ଟର ସ୍ଥିର କରାଯାଇଥିବା ବେଳେ ଗୋଟିଏ ଦିନରେ ପେପର-୧
Read More...