Browsing Tag

bhuabneswar news

ରାଜ୍ୟରେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୬୨୨ : ଆଜି ୬୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୬୨୨ ରହିଛି । ଆଜି ୬୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୭ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୮ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ
Read More...

ଆଜିଠୁ ଜେଇଇ ମେନ୍-୨

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଆଜିଠୁ ଜେଇଇ ମେନ୍-୨ ପରୀକ୍ଷା ଆରମ୍ଭ ହୋଇଯାଇଛି । ଏହା ୧୮ ତାରିଖ ପର୍ୟ୍ୟନ୍ତ ଚାଲିବ । ପ୍ରତିଦିନ ଦୁଇଟି ସିଟିଂରେ ହେବ ପରୀକ୍ଷା । ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ୟ୍ୟନ୍ତ ପ୍ରଥମ ସିଟିଂ ଏବଂ ଅପରାହ୍ଣ ୩ଟାରୁ ସଂଧ୍ୟା ୬ଟା ମଧ୍ୟରେ ଦ୍ୱିତୀୟ ସିଟିଂ
Read More...

‘ରସାମୃତ’ ପ୍ରବନ୍ଧ ପୁସ୍ତକ ଉନ୍ମୋଚିତ

ଭୁବନେ‌ଶ୍ୱର, (ସୁଶା‌ନ୍ତ ସାହୁ) : ଲେଖକ ପ୍ରଶାନ୍ତ କୁମାର ରାୟଙ୍କ ପ୍ରବନ୍ଧ 'ରସାମୃତ ଭୁବନେଶ୍ୱର ବାଲିପାଟଣା ବ୍ଲକର ବୁଦ୍ଧନାଥ ମନ୍ଦିର ଯାତ୍ରୀନିବାସଠାରେ ଉନ୍ମୋଚନ ହୋଇଯାଇଛି । ମୁଖ୍ୟ ଅତିଥିଭାବେ ଡକ୍ଟର ଅବଦୁଲ ଓସିଦ ଖାଁ ମୁଖ୍ୟ ଅତିଥିଭାବେ ଯୋଗଦେଇ କହିଥିଲେ, ''ବେଦ ଭାରତର ପ୍ରାଚୀନ
Read More...

ରାଜ୍ୟରେ ସମସ୍ତ ସରକାରୀ ଇଞ୍ଜିନିୟରିଂ ଓ ପଲିଟେକନିକ୍ ଛାତ୍ରଛାତ୍ରୀଙ୍କ ହଷ୍ଟେଲ ଫି’ ଛାଡ଼ କଲେ ରାଜ୍ୟ ସରକାର

ଭୁବନେଶ୍ୱର, (ସୁଶା‌ନ୍ତ ସାହୁ) : ରାଜ୍ୟ ସରକାର ରାଜ୍ୟରେ ସମସ୍ତ ସରକାରୀ ଇଞ୍ଜିନିୟରିଂ ଓ ପଲିଟେକନିକ୍ ଛାତ୍ରଛାତ୍ରୀଙ୍କ ହଷ୍ଟେଲ ଫି' ଛାଡ଼ କରିଛନ୍ତି । କରୋନା ସମୟରେ ପ୍ରାୟ ୯ ମାସ ଧରି ହଷ୍ଟେଲ ବନ୍ଦ ରହିଥିବାରୁ, ସେହି ମାସଗୁଡ଼ିକର ହଷ୍ଟେଲ ଫି' ଛାତ୍ରଛାତ୍ରୀଙ୍କୁ ଦେବାକୁ ପଡ଼ିବନାହିଁ
Read More...

ଆଜି ରାଜ୍ୟରେ ୬୯ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୭୦୯ ରହିଛି । ଆଜି ୬୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୮ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ
Read More...

ଆସନ୍ତା ୨୧ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର : ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସନ୍ତା ୨୧ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ତେବେ ରାଷ୍ଟ୍ରପତି ୨୧ ତାରିଖ ରାତିରେ ଭୁବନେଶ୍ୱର ବିମାନବନ୍ଦରରେ ପହଁଚିବେ । ଏହାପରେ ୨୨ ତାରିଖ ରେ ସେ କୋଣାର୍କ ଯାଇ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି
Read More...

ରାଜ୍ୟରେ ଆଜି ୭୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଆଜି ୭୨ ନୂଆ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୩ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୯ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ
Read More...

ତୋଷାଳି ହସ୍ତତନ୍ତ ମେଳା ଉଦଯାପିତ

ଭୁବନେ‌ଶ୍ୱର, (କେପିଏନ୍‌ଏସ୍‌) : ଭୁବନେ‌ଶ୍ୱର ଜନତା ମଇଦାନରେ ୧୫ଦିନ ଧରି ଚାଲିଥିବା ଜାତୀୟ ତୋଷାଳି ହସ୍ତତନ୍ତ ମେଳା ଗତକାଲି ଉଦଯାପିତ ହୋଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଓଡିଶା ହାଇକୋର୍ଟର ମାନ୍ୟବର ମୁଖ୍ୟ ବିଚାରପତି ନ୍ୟାୟମୂର୍ତ୍ତୀ ଡଃ ଏସ୍ ମୂରଲୀଧର ତୋଷାଳି ମେଳା ପରିସର ବୁଲି
Read More...

ଆରମ୍ଭ ହେଲା ରାଜେନ୍ଦ୍ର, କଳାହାଣ୍ଡି ଓ ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟ କୁଳପତି ଚୟନ ପ୍ରକ୍ରିୟା

ଭୁବନେଶ୍ୱର : ଆରମ୍ଭ ହୋଇଛି ନୂଆ କରି ପ୍ରତିଷ୍ଠା ହୋଇଥିବା ରାଜ୍ୟର ୩ ବିଶ୍ବବିଦ୍ୟାଳୟ କୁଳପତି ଚୟନ ପ୍ରକ୍ରିୟା । ବଲାଙ୍ଗିରସ୍ଥିତ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ, ଭବାନୀପାଟଣାସ୍ଥିତ କଳାହାଣ୍ଡି ବିଶ୍ବବିଦ୍ୟାଳୟ ଓ କଟକସ୍ଥିତ ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟର ନୂଆ କୁଳପତି ନିଯୁକ୍ତି ପାଇଁ
Read More...