ଆସନ୍ତା ୨୫ରେ ଆତ୍ମାହୁତି ଦେବାକୁ ଧମକ ଦେଲେ ହୋମଗାର୍ଡ ସଂଘ ସଭାପତି
ଭୁବନେଶ୍ୱର : ଆସନ୍ତା ୨୫ ତାରିଖରେ ଆତ୍ମାହୁତି ଦେବାକୁ ଧମକ ଦେଲେ ହୋମଗାର୍ଡ ସଂଘ ସଭାପତି ରଞ୍ଜନ କୁମାର ମଲ୍ଲିକ । ଏ ନେଇ ସେ ଏକ ଭିଡିଓ ଜାରି କରି ଏହି ବାର୍ତ୍ତା ଦେଇଛନ୍ତି । ଏହି ଭିଡିଓ ବାର୍ତ୍ତାରେ ରଞ୍ଜନ କହିଛନ୍ତି, ତାଙ୍କ ଜୀବନ ପ୍ରତି ବିପଦ ମଧ୍ୟ ରହିଛି । ସେ ଆହୁରି ମଧ୍ୟ!-->…
Read More...
Read More...