Browsing Tag

bhubaneswar news

ନନ୍ଦନକାନନରେ ଜେଆର୍‌ସି ସ୍ଵେଚ୍ଛାସେବୀଙ୍କ ଷ୍ଟଡିଟୁର୍‌

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ଜୁନିୟର ରେଡ଼୍‌କ୍ରସ୍(ଜେଆର୍‌ସି) ସ୍ୱେଚ୍ଛାସେବୀମାନଙ୍କୁ ବାସ୍ତବ ଜ୍ଞାନ ଆହରଣ ପାଇଁ ଭାରତୀୟ ରେଡ୍‌କ୍ରସ୍ ସୋସାଇଟି, ଓଡ଼ିଶା ରାଜ୍ୟ ଶାଖାର ଅବୈତନିକ ସଚିବ ବିଭୂତି ଭୂଷଣ ପଟ୍ଟନାୟକଙ୍କ ତତ୍ତ୍ୱାବାଧାନରେ ରାଜ୍ୟସ୍ତରୀୟ ଜୁନିୟର ରେଡ୍‌କ୍ରସ୍‌ ଶିକ୍ଷା ତଥା…
Read More...

ସାଧୁ ମେହେରଙ୍କ ମୃତ୍ୟୁକୁ ନେଇ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସାଧୁ ମେହେରଙ୍କ ମୃତ୍ୟୁକୁ ନେଇ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି ଯେ, ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ତଥା ନିର୍ଦ୍ଦେଶକ ସାଧୁ ମେହେରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ନିଖୁଣ ଅଭିନୟ ଦ୍ୱାରା ସେ ଉଭୟ ଓଡ଼ିଆ ଓ ହିନ୍ଦୀ ଚଳଚ୍ଚିତ୍ରରେ…
Read More...

ଜୁନିୟର ରେଡ଼୍‌କ୍ରସ୍‌ର ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର

ଭୁବନେଶ୍ୱର : ପ୍ରତିଦିନ ଘରେ ତଥା ଘର ବାହାରେ ବିଭିନ୍ନ ଦୁର୍ଘଟଣା ଘଟି ଅମୂଲ୍ୟ ଜୀବନ ନଷ୍ଟ ହେଉଛି । ପ୍ରତି ଦୁଇ ଘଂଟାରେ ଜଣେ ସଡ଼କ ଦୁର୍ଘଟଣାର ଶିକାର ହେଉଛି । ବହୁତ ଅମୂଲ୍ୟ ଜୀବନ ଅକାଳରେ ଝଡ଼ିବା ସହ ବହୁ ପରିବାର ବେସାହାରା ପାଲଟି ଯାଉଛନ୍ତି । ଦୁର୍ଘଟଣାରେ ପ୍ରଥମ ଏକ ଘଣ୍ଟା ଆହତ…
Read More...

କାଳିଆ ଛାତ୍ରବୃତ୍ତି ଅନଲାଇନ ଆବେଦନ ସମୟ ସୀମା ଫେବୃଆରୀ ୮ ତାରିଖକୁ ବୃଦ୍ଧି

ଭୁବନେଶ୍ୱର : ଅନଲାଇନ ମାଧ୍ୟମରେ କାଳିଆ ଛାତ୍ରବୃତ୍ତି ଆବେଦନ ସମୟସୀମା ୨୦୨୪ ଜାନୁୟାରୀ ୩୧ ତାରିଖରୁ ଫେବୃଆରୀ ୮ ତାରିଖ, ୨୦୨୪ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ସମୟସୀମା ବୃଦ୍ଧି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । ନୂତନ…
Read More...

ଶିକ୍ଷାର ଉତ୍ସବ “ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର” : ପୁରସ୍କାର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

୫-ଟି ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମରେ ଅଭିନବ ପ୍ରୟାସ, ଶିକ୍ଷାକୁ ସାମାଜିକ ଆନ୍ଦୋଳନରେ ପରିଣତ କରିବାର ପ୍ରୟାସଶିକ୍ଷା ପରିବ୍ୟବସ୍ଥାରେ ସାମିଲ ସମସ୍ତଙ୍କୁ ମିଳିଲା ପୁରସ୍କାର୧୩୮ କୋଟି ଟଙ୍କାର ପୁରସ୍କାର ୧୬ଟି ବିଭାଗରେ ପୁରସ୍କାର, ସମୁଦାୟ ୭୫୧୯ଟି ପୁରସ୍କାରମାଟ୍ରିକ ପରୀକ୍ଷାରେ…
Read More...

୧୬ଟି ଉପଜିଲ୍ଲା ସ୍ତରୀୟ ଡାକ୍ତରଖାନାରେ ଡାଏଲେସିସ୍‌ କେନ୍ଦ୍ର ଲୋକାର୍ପିତ

ଜିଲ୍ଲା ସ୍ତରରେ ଡାଏଲେସିସ୍‌ କେନ୍ଦ୍ର ଚାଲୁଛି, 5T ଉପକ୍ରମରେ ଉପଜିଲ୍ଲା ସ୍ତରରେ ୩୨ଟି ଖୋଲାଯିବଘର ପାଖରେ ବିନା ମୂଲ୍ୟରେ ମିଳିବ ଡାଏଲେସିସ୍‌ ସେବାଜିଲ୍ଲା ସ୍ତର ଓ ଉପଜିଲ୍ଲା ସ୍ତରରେ ୬୮ଟି ଡାଏଲେସିସ୍‌ କେନ୍ଦ୍ରରେ ବର୍ଷକୁ ୩.୭୦ ଲକ୍ଷ ଡାଏଲେସିସ୍‌ ସେସନ୍‌ କରାଯିବ,ଏଥିପାଇଁ ରାଜ୍ୟ…
Read More...

ଦେବଗଡ, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

୫-ଟି ଉପକ୍ରମରେ ଚାଲିଛି ଲକ୍ଷ୍ମୀ ବସ୍‌, ଫେବୃଆରୀ ସୁଦ୍ଧା ରାଜ୍ୟର ସବୁ ଜିଲ୍ଲାରେ ଚାଲିବ୩ଟି ଜିଲ୍ଲାର ୪୪୦ଟି ପଞ୍ଚାୟତରେ ୧୦୧ଟି ବସ୍‌, ୨୭ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେଦେବଗଡର ୬୯ଟି ପଞ୍ଚାୟତରେ ୧୭ଟି ବସ୍‌, ୩ ଲକ୍ଷ ଲୋକ ଉପକୃତଅନୁଗୋଳର ୧୭୬ଟି ପଞ୍ଚାୟତରେ ୨୯ଟି ବସ୍‌, ୧୧ ଲକ୍ଷ ୫୦…
Read More...

ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନରେ ସମ୍ମାନିତ ହେବେ ବିଶିଷ୍ଟ ଭାଷାବିତ୍ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ

ମାନପତ୍ର ସହ କୋଡ଼ିଏ ଲକ୍ଷ ଟଙ୍କା ପୁରସ୍କାର ରାଶିରେ ସମ୍ମାନିତ କରିବେ ମୁଖ୍ୟମନ୍ତ୍ରୀ ଭୁବନେଶ୍ଵର : ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅବସରରେ ବିଶିଷ୍ଟ ଭାଷାବିତ୍ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନରେ ସମ୍ମାନିତ କରାଯିବ । ପ୍ରଥମ ବିଶ୍ଵ ଓଡିଆ…
Read More...

ଭୁବନେଶ୍ୱର ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟର ବରିଷ୍ଠ କ୍ଷୀପ୍ର ଲେଖକ ଗୌରଚନ୍ଦ୍ର ମହାପାତ୍ରଙ୍କ ଅବସର ଗ୍ରହଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗୌରଚନ୍ଦ୍ର ମହାପାତ୍ର ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟରେ କ୍ଷୀପ୍ର ଲେଖକ ଭାବେ ଦୀର୍ଘ ୩୭ ବର୍ଷ କାର୍ଯ୍ୟ କରି ଆଜି ଅବସର ଗ୍ରହଣ କରିଛନ୍ତି । ଶ୍ରୀ ମହାପାତ୍ର ୧୯୮୬ରୁ ୧୯୯୦ ପର୍ଯ୍ୟନ୍ତ ଗଜପତି ସୂଚନା ଓ ଲୋକ ସମ୍ପର୍କ ଜିଲ୍ଲାରେ କାର୍ଯ୍ୟରତ…
Read More...

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ସହ ଗୁଜୁରାଟ ଷ୍ଟୁଡେଣ୍ଟ ଷ୍ଟାର୍ଟଅପ୍ ଆଣ୍ଡ ଇନୋଭେସନ୍ ହବ୍‌ର ସିଇଓଙ୍କ ସୌଜନ୍ୟମୂଳକ…

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡ. ମନୋଜରଞ୍ଜନ ନାୟକଙ୍କୁ ବୁଧବାର ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ଗୁଜୁରାଟ ଷ୍ଟୁଡେଣ୍ଟ ଷ୍ଟାର୍ଟ-ଅପ୍ ଆଣ୍ଡ ଇନୋଭେସନ୍ ହବ୍ (ଆଇ-ହବ୍‌)ର ସିଇଓ ହିରଣ୍ମୟ ମହାନ୍ତ । ତାଙ୍କ ସହିତ ଆଇଜି ଡ୍ରୋନ୍ସର…
Read More...