Browsing Tag

bhubaneswar news

୩୩ କେଭି ବିଦ୍ୟୁତ୍‌ ଖୁଣ୍ଟରେ ଚଢ଼ିଲେ ଯୁବକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ୱର ବରମୁଣ୍ଡା ବସଷ୍ଟାଣ୍ଡ ନିକଟରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ । ୩୩ କେଭି ବିଦ୍ୟୁତ୍‌ ଖୁଣ୍ଟରେ ଚଢ଼ିଲେ ଯୁବକ । ତେବେ ସେ କିଏ ଓ କେଉଁ କାରଣରୁ ଏପରି ଉନ୍ମତ୍ତ କାଣ୍ଡ ଭିଆଇଛନ୍ତି ଏପର୍ଯ୍ୟନ୍ତ ଜଣାପଡିନାହିଁ । ଯୁବକ ଜଣକ ନିଶାସକ୍ତ ହୋଇ ଚଢ଼ିଥିବା…
Read More...

କଟକ ଓ ଭୁବନେଶ୍ୱରରେ ଘନ କୁହୁଡ଼ିର ଆସ୍ତରଣ

ଭୁବନେଶ୍ୱର : ଟ୍ୱିନ୍ ସିଟିରେ ଘନ କୁହୁଡ଼ିର ଆସ୍ତରଣ । ଯାନବାହନ ଚଳାଚଳ ବାଧାପ୍ରାପ୍ତ । କଟକ-ଭୁବନେଶ୍ୱର ଟ୍ୱିନ୍ ସିଟିରେ ହ୍ରାସ ପାଇଲା ଭିଜିବିଲିଟି । କୁହୁଡ଼ିର ଯୋଗୁଁ ଯାନବାହନ ଚଳାଚଳ ପ୍ରଭାବିତ ହୋଇଛି । ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା…
Read More...

ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ । କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାର କିଛି କିଛି ସ୍ଥାନରେ…
Read More...

ଭୁଷୁଡି ପଡୁଛି ତୃଣମୂଳ ଶାସନ ବ୍ୟବସ୍ଥା

ସରପଞ୍ଚମାନଙ୍କୁ ଅଣଦେଖା ଗଣତନ୍ତ୍ର ପ୍ରତି ବିପଦ - ସରପଞ୍ଚ ସଂଗଠନ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବାରମ୍ବାର ସରପଞ୍ଚମାନଙ୍କୁ ଅଣଦେଖା କରିବା ଭାରି ପଡିବ ସରକାରଙ୍କୁ । ଶାସନ ବ୍ୟବସ୍ଥାରେ ସରପଞ୍ଚ ଓ ତ୍ରିସ୍ତରୀୟ ପଞ୍ଚାୟତ ପ୍ରତିନିଧିମାନଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହୁଥିବା ବେଳେ…
Read More...

୫-ଟି ସ୍କୁଲ ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

୪ର୍ଥ ପର୍ଯ୍ୟାୟର ପ୍ରଥମ ଦିନରେ ଆଜି ୩୮୯ଟି ସ୍କୁଲ ଲୋକାର୍ପିତଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ ହେବପୂର୍ବରୁ ୩ଟି ପର୍ଯ୍ୟାୟରେ ୬୮୮୩ଟି ସ୍କୁଲର ଲୋକାର୍ପଣ ହୋଇଛିଓଡିଶାର ରୂପାନ୍ତରରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ…
Read More...

ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଲୋଗୋର ଟ୍ୟାଗ୍‌ଲାଇନ୍ – ‘ଭାଷା ହିଁ ଭବିଷ୍ୟତ’ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କଲେ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ କରିଛନ୍ତି । ଏହାର ଟ୍ୟାଗଲାଇନ ରହିଛି ‘ଭାଷା ହିଁ ଭବିଷ୍ୟତ’ । ଏହି…
Read More...

ଗୁଗଲ୍‌ ମ୍ୟାପିଂରୁ ଚିହ୍ନଟ ହେବେ ଅପରାଧୀ

ଭୁବନେଶ୍ୱର : ଅପରାଧୀଙ୍କୁ ଧରିବାକୁ କମିଶନରେଟ ପୋଲିସ ନୂଆ ପନ୍ଥା ଆପଣାଇଛି । ଗୁଗଲ ମ୍ୟାପିଂ ଦ୍ୱାରା ଅଭିଯୁକ୍ତଙ୍କୁ ସହଜରେ ଚିହ୍ନଟ କରିବା ସହ ଧରିବାକୁ ଯୋଜନା ହୋଇଛି । ଏନେଇ ଗୁଗଲ୍‌ ଆପ୍ଲିକେସନ୍‌ରେ କ୍ରାଇମ୍‌ ମ୍ୟାପିଂ ଟେକ୍‌ନିକ୍‌କୁ ଆପଣାଯିବା ସହ ବିଭିନ୍ନ ଟେଲିକମ୍‌ ସଂସ୍ଥାର…
Read More...

ଭୁବନେଶ୍ୱରରେ ବ୍ଲକିଂ-ଚେକିଂ କଡ଼ାକଡି

ଭୁବନେଶ୍ୱର : ଭୁବନେଶ୍ୱରରେ ବ୍ଲକିଂ ଆଉ ଚେକିଂକୁ ଜୋରଦାର କରାଯାଇଛି । ବିଭିନ୍ନ ଛକରେ କମିଶନରେଟ ପୋଲିସ ଗାଡି ଅଟକାଇ ଚାଳକଙ୍କ ଗାଡି ଯାଞ୍ଚ କରାଯାଇଛି । ଏଥିସହିତ ଗାଡି ଚାଳକମାନେ କେତେ ପରିମାଣର ମଦ୍ୟପାନ କରି ଗାଡି ଚଳାଉଛନ୍ତି ତାହା ମଧ୍ୟ ଯାଞ୍ଚ ହୋଇଛି । ଖବର ଅନୁଯାୟୀ, ବୁଧବାର…
Read More...

ଷ୍ଟାଇପେଣ୍ଡ ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ଜଣାଇଲେ ନର୍ସିଂ ଓ ପାରାମେଡିକାଲ ଛାତ୍ରଛାତ୍ରୀ

ପିଲାମାନଙ୍କୁ ଭଲ ପାଠ ପଢିବାକୁ, ଭଲ ଟ୍ରେନିଂ ନେଇ ଲୋକଙ୍କ ସେବା କରିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀଆପଣମାନଙ୍କ ଅନୁରୋଧ ମୁଖ୍ୟମନ୍ତ୍ରୀ ତୁରନ୍ତ ରକ୍ଷା କରିଛନ୍ତି, ଆପଣମାନେ ଭଲ କାମ କରି ଓଡିଶାର ନାଁ ରଖନ୍ତୁ – ୫-ଟି ଅଧ୍ୟକ୍ଷ ଭୁବନେଶ୍ୱର : ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ…
Read More...

ମାଲକାନଗିରି ବିମାନ ବନ୍ଦର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ରୂପାନ୍ତର ପଥେ ମାଲକାନଗିରିଆକାଶପଥରେ ଯୋଡି ହେଲା ମାଲକାନଗିରି୨୩୩ ଏକର ପରିବ୍ୟାପ୍ତ ଅଞ୍ଚଳରେ ରନୱେ ନିର୍ମିତ, ୭୦ କୋଟି ଟଙ୍କା ଖର୍ଚ୍ଚମାଲକାନଗିରି ଜିଲ୍ଲାରେ ସପ୍ତଧାରା ନଦୀରେ ଗୋବିନ୍ଦପାଲି ସମନ୍ଵିତ ଜଳସେଚନ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନଖର୍ଚ୍ଚ ହେବ ୪,୦୦୦ କୋଟି ଟଙ୍କା,…
Read More...