Browsing Tag

bhubaneswar news

୪୧ ଗ୍ରାମ୍ ବ୍ରାଉନସୁଗାର ଜବତ

ଭୁବନେଶ୍ୱର : ଖୋର୍ଦ୍ଧା ଜିଲ୍ଲା ଜଟଣୀରୁ ୪୧ ଗ୍ରାମ ବ୍ରାଉନସୁଗାର ଜବତ ହୋଇଥିବା ଖବର ମିଳିଛି । ଏହି ବ୍ରାଉନସୁଗାର ଜବତ କରିଛି କମିଶନରେଟ୍ ପୋଲିସ । ଏହା ସହ ଦୁଇ ବ୍ରାଉନସୁଗାର ବେପାରୀଙ୍କୁ ପୋଲିସ ଗିରଫ କରିଥିବା ସୂଚନା ରହିଛି । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୪ ଲକ୍ଷରୁ ଅଧିକ…
Read More...

ସହରକୁ ଗିଳି ଦେଲାଣି ପ୍ରଦୂଷଣ

ଭୁବନେଶ୍ୱର : ଟ୍ୱିନ୍‌ ସିଟି ପବନରେ ମାଡ଼ିଗଲାଣି ପ୍ରଦୂଷଣ । ଏୟାର କ୍ୱାଲିଟି ଇନଡେକ୍ସ ୩୦୦ ପାର୍‌ କରିଗଲାଣି । ଅପରାହ୍ନ ୪ଟା ସୁଦ୍ଧା ଭୁବନେଶ୍ୱରରେ ଏକ୍ୟୁଆଇ ୩୧୧ ଥିବାବେଳେ କଟକରେ ଥିଲା ୩୨୦ । ଉଭୟ ମହାନଗରରେ ବାୟୁ ପ୍ରଦୂଷଣ ସ୍ତର ଅତି ଖରାପ ଶ୍ରେଣୀର । ନିଜେ କେନ୍ଦ୍ର ପ୍ରଦୂଷଣ…
Read More...

ଆହୁରି ଦୁଇ ଦିନ ଘନ କୁହୁଡି

ଭୁବନେଶ୍ୱର : ରାଜ୍ୟରେ ଆହୁରି ଦୁଇ ଦିନ ଘନ କୁହୁଡ଼ି ଦୃଶ୍ୟମାନ ହୋଇପାରେ । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ କୁହୁଡ଼ି ଦେଖାଦେବ । ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, ନୟାଗଡ଼,…
Read More...

ଭୁବନେଶ୍ୱରର ଏକ ରେଷ୍ଟୁରାଣ୍ଟରେ ଅଗ୍ନିକାଣ୍ଡ

ଭୁବନେଶ୍ୱର : ଭୁବନେଶ୍ୱର ଏକ ରେଷ୍ଟୁରାଣ୍ଟରେ ଅଗ୍ନିକାଣ୍ଡ । କଳ୍ପନା ଛକରେ ଥିବା ତୃପ୍ତି ରେଷ୍ଟୁରାଣ୍ଡରେ ଅଗ୍ନିକାଣ୍ଡ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ସୂଚନା ଅନୁଯାୟୀ, ଆଜି ସକାଳୁ ସକାଳୁ କଳ୍ପନା ଛକରେ ଥିବା ତୃପ୍ତି ରେଷ୍ଟୁରାଣ୍ଡରେ ନିଆଁ…
Read More...

ଅମଲ ଅନୁଷ୍ଠାନ ତରଫରୁ ବିଶ୍ୱ ବ୍ରେଲ୍‌ ଦିବସ ପାଳିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦୃଷ୍ଟିହୀନ ଛାତ୍ରଛାତ୍ରୀ ଏବଂ ଯୁବକ ଯୁବତୀମାନଙ୍କ ଶାରୀରିକ, ମାନସିକ, ଆଧ୍ୟାତ୍ମିକ, ବୌଦ୍ଧିକ ଓ ଦକ୍ଷତା ବିକାଶ ପାଇଁ କାର୍ଯ୍ୟରତ ଅଗ୍ରଣୀ ଗୋ-ସେବା ପ୍ରତିଷ୍ଠାନ ଆନନ୍ଦ ମାର୍ଗ ଏକାଡେମୀ ଅଫ ଲାଇଟ୍ (ଅମଲ୍) ଭୁବନେଶ୍ୱର ତରଫରୁ ବିଶ୍ୱ ବ୍ରେଲ୍ ଦିବସ ୨୦୨୪…
Read More...

କଳା ମଣ୍ଡଳ ସମ୍ମିଳନୀ କେନ୍ଦ୍ର ନିର୍ମାଣ କାମର ଅଗ୍ରଗତି ସମୀକ୍ଷା କଲେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ୍

ଚାରିମାସ ମଧ୍ୟରେ କାମ ଶେଷ କରିବାକୁ ନିର୍ଦ୍ଦେଶପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅବସରରେ ଲୋକାର୍ପିତ ହେବ ଅକ୍ଷର ଭୂମିସମ୍ମିଳନୀ ସ୍ମୃତିକୁ ଚିରସ୍ମରଣୀୟ କରିବ ଅକ୍ଷର ଭୂମିଓଡ଼ିଆ ଭାଷାର ଅସ୍ମିତାର ପରିଚୟ ହେବ ଭୁବନେଶ୍ୱର : ଆସନ୍ତା ଫେବୃୟାରୀ ୩ରୁ ୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି…
Read More...

୯ ତାରିଖ ଯାଏଁ ରାଜ୍ୟରେ ଘନ କୁହୁଡ଼ି

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୯ ତାରିଖ ଯାଏ ଘନ କୁହୁଡ଼ି ଦୃଶ୍ୟମାନ ହେବ ବୋଲି ପାଣିପାଗ ବିଭାଗ କହିଛି । ୭ ଓ ୮ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କଟକ ଓ ଜଗତସିଂହପୁରରେ ଘନ କୁହୁଡ଼ି ଦେଖାଦେବ । ସେହିଭଳି ୯…
Read More...

ସର୍ବସାଧାରଣଙ୍କ ପରିଦର୍ଶନ ଲାଗି ଖୋଲିଲା ରାଜଭବନ ଉଦ୍ୟାନ

ଭୁବନେଶ୍ୱର : ସର୍ବସାଧାରଣଙ୍କ ପରିଦର୍ଶନ ଲାଗି ଆଜିଠାରୁ ରାଜଭବନ ଉଦ୍ୟାନ ଖୋଲିଥିବା ବେଳେ ଚଳିତ ମାସ ଛୁଟି ଦିନରେ ଲୋକସେବା ଭବନ ଉଦ୍ୟାନ ବୁଲିପାରିବେ ସାଧାରଣ ଜନତା । ଆସନ୍ତାକାଲି (ରବିବାର) ଠାରୁ ଲୋକସେବା ଭବନ ଉଦ୍ୟାନ ସାଧାରଣ ଜନତାଙ୍କ ପାଇଁ ଖୋଲା ରହିବ । ସର୍ବସାଧାରଣଙ୍କ ନିମନ୍ତେ…
Read More...

ଆହୁରି ଜୋରଦାର ହେବ ଡ୍ରାଇଭରଙ୍କ ଆନ୍ଦୋଳନ

ଭୁବନେଶ୍ୱର : ଆଜିଠୁ ଆହୁରି ଜୋରଦାର ହେବ ଡ୍ରାଇଭରଙ୍କ ଆନ୍ଦୋଳନ । ହିଟ୍ ଆଣ୍ଡ ରନ୍ ଆଇନ ବିରୋଧରେ ଡ୍ରାଇଭରମାନେ ଦେଶବ୍ୟାପୀ ଆନ୍ଦୋଳନ କରୁଛନ୍ତି । ଓଡ଼ିଶାରେ ବି ଏହାର ପ୍ରଭାବ ତୀବ୍ର ହେବାକୁ ଯାଉଛି । ଆଜିଠାରୁ ଏହାକୁ ଜୋରଦାର କରାଯିବ ବୋଲି ସଂଘ ପକ୍ଷରୁ ସୂଚନା ମିଳିଛି । ବସ, ଟ୍ରକ୍‍ ଓ…
Read More...

ଆଜିଠୁ ବିଏସ୍‌କେୱାଇ ନବୀନ କାର୍ଡ ପାଇଁ ଅନ୍‌ଲାଇନ ଆବେଦନ ଆରମ୍ଭ

ଭୁବନେଶ୍ୱର : ଆଜିଠାରୁ ବିଏସ୍‌କେୱାଇ ନବୀନ କାର୍ଡ ପାଇଁ ଅନ୍‌ଲାଇନ ପଞ୍ଜିକରଣ ଆରମ୍ଭ ହୋଇଛି । ଜାନୁଆରୀ ୧୬ ତାରିଖ ଯାଏଁ ଖୋଲା ରହିବ ପୋର୍ଟାଲ । ଯେଉଁ ହିତାଧିକାରୀ ବିଏସକେଓ୍ବାଇ କାର୍ଡ ପାଇନାହାନ୍ତି ସେମାନେ ନାମ ପଞ୍ଜିକରଣ କରିପାରିବେ । www.bskynabin.odisha.gov.in ପୋର୍ଟାଲରେ…
Read More...