Browsing Tag

bhubaneswar news

ଭାରତୀଙ୍କୁ ମିଳିଲା ବିଏସ୍‌କେୱାଇ ସହାୟତା

ଭୁବନେଶ୍ୱର : ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ) କାର୍ଡ ଗରିବଙ୍କ ସାଥି ଓ ସାହାରା ସାଜିଛି । ବାଲେଶ୍ଵର ଜିଲ୍ଲା ଅନ୍ତର୍ଗତ ସୋର ବ୍ଲକ ଅନନ୍ତପୁର ଗ୍ରାମର ମହିଳା ଭାରତୀ ଜେନା ଗୁରୁତର ରୋଗରେ ପୀଡ଼ିତ ହୋଇଥିବା ବିଷୟ ଗଣମାଧ୍ୟମରୁ ଜାଣିବା ମାତ୍ରେ ରାଜ୍ୟ ବିଏସ୍‌କେୱାଇ ଟିମ୍‌…
Read More...

ରାଜ୍ୟସ୍ତରୀୟ ଲୁଇବ୍ରେଲ ଜୟନ୍ତୀ ତଥା ବିଶ୍ୱ ବ୍ରେଲ୍ ଦିବସରେ ବ୍ରହ୍ମପୁର ବ୍ରେଲ୍ ପ୍ରେସ ମ୍ୟାନେଜର ପ୍ରକାଶ ରଥ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦୃଷ୍ଟିହୀନମାନଙ୍କ ପାଇଁ ବ୍ରେଲ ଲିପିର ଉଦ୍ଭାବକ ମହାତ୍ମା ଲୁଇବ୍ରେଲଙ୍କ ୧୧୫ତମ ଜୟନ୍ତୀ ତଥା ବିଶ୍ୱ ବ୍ରେଲ ଦିବସ ଅବସରରେ ଗୁରୁବାର ସ୍ଥାନୀୟ ପଞ୍ଚାୟତିରାଜ ତାଲିମ ଭବନଠାରେ ଆୟୋଜିତ ସମାବେଶରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଶାସନ…
Read More...

ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷର ଏନ୍‌ଫୋର୍ସମେଣ୍ଟ ବ୍ୟବସ୍ଥା ହେବ ଅଧିକ ଦକ୍ଷ ଓ କ୍ରିୟାଶୀଳ

ଏନ୍‌ଫୋର୍ସମେଣ୍ଟ ପାଇଁ ୬୭ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ଏହି ପଦବୀ ସୃଷ୍ଟି ହେବବିଭିନ୍ନ ଉନ୍ନୟନ କାର୍ଯ୍ୟ ଏବଂ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ତ୍ୱରାନ୍ୱିତ ହେବ୧ଟି ଆସିଷ୍ଟାଣ୍ଟ କମିଶନର, ୬ଟି ଏ.ଏସ୍‌.ଆଇ. ଏବଂ ୬୦ଟି କନେଷ୍ଟବଳ ପଦବୀକୁ ମିଳିଲା…
Read More...

କାଇ ଚଟଣୀ ସମେତ ରାଜ୍ୟର ୮ ଉତ୍ପାଦକୁ ମିଳିଲା ଭୌଗୋଳିକ ସଂକେତ ଟ୍ୟାଗ୍‌

ଭୁବନେଶ୍ୱର : ରାଜ୍ୟର ୮ଟି ଉତ୍ପାଦକୁ ଭୌଗୋଳିକ ସଂକେତ ବା ଜିଆଇ ଟ୍ୟାଗ୍‌ ମିଳିଛି । ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ବିଭାଗ ସାମାଜିକ ଗଣମାଧ୍ୟମ ଟ୍ୱିଟରରେ ଏହି ସୂଚନା ଦେଇଛି । ଏଥିରେ ଖଜୁରୀ ଗୁଡ଼, ମଗଜି , କାଇ ଚଟଣୀ, କଣ୍ଟେଇମୁଣ୍ଡି ବାଇଗଣ, ଏମ୍ବ୍ରାଡରୀ ସାଲ୍‌, ରସାବଳି, କଳାଜିରା…
Read More...

ବଲାଙ୍ଗିରର ବିକାଶରେ ନୂଆ ଇତିହାସ : ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଓଡିଶାର ନବମ ସର୍ବବୃହତ ବନ୍ଧ୨୦୧୯ରୁ ୫ଟି ଉପକ୍ରମରେ ପ୍ରକଳ୍ପ ତ୍ୱରାନ୍ୱିତ କରାଯାଇ କାମ ସଂପୂର୍ଣ୍ଣ କରାଯାଇଛିବଲାଙ୍ଗିର, ସୋନପୁରର ୨୦୩ଟି ଗାଁର ଏକ ଲକ୍ଷ ଏକର ଚାଷ ଜମି ଜଳସେଚିତ ହେବ, ୮୦ ହଜାର ଚାଷୀ ଉପକୃତ ହେବେ, ପାନୀୟ ଜଳର ସୁବିଧା ମଧ୍ୟ ମିଳିବଭୂତଳ ପାଇପ ଲାଇନ ଜରିଆରେ ଜଳ ସେଚନ…
Read More...

ଟ୍ରେନିଂ ସମୟରେ ଅଘଟଣ

ଭୁବନେଶ୍ୱର : ଟ୍ରେନିଂ ବେଳେ ଚାଲିଗଲା ହୋମଗାର୍ଡଙ୍କ ଜୀବନ । ମୃତ ହୋମଗାର୍ଡ ବାସୁଦେବ ମାନସିଂ ବୋଲି ଜଣାପଡିଛି । ଭୁବନେଶ୍ୱରସ୍ଥିତ ରିଜର୍ଭ ଅଫିସ ସାମ୍ନା ଗ୍ରାଉଣ୍ଡରେ ଘଟିଛି ଅଘଟଣ । ସୂଚନା ଅନୁଯାୟୀ, ଏୟାରଫିଲ୍ଡ ଥାନାରେ ଡ୍ୟୁଟି କରୁଥିଲେ ବାସୁଦେବ ମାନସିଂ । ରିଜର୍ଭ ଅଫିସ ସମ୍ମୁଖ…
Read More...

କମିଲା ଶୀତ, ବଢିଲା କୁହୁଡ଼ି

ଭୁବନେଶ୍ୱର : ରାଜ୍ୟରେ କମିଛି ଥଣ୍ଡା, ହେଲେ ବଢିଛି କୁହୁଡ଼ି । ୬ ତାରିଖ ଯାଏଁ ଲାଗିରହିବ କୁହୁଡ଼ି । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ କୁହୁଡ଼ିର ଅଧିକ ପ୍ରଭାବ ରହିବ । ତେବେ ଗାଡ଼ି ଚଳାଚଳ ବେଳେ ଘନକୁହୁଡି ନେଇ ସତର୍କ ରହିବାକୁ ଆଲର୍ଟ କରିଛି ପାଣିପାଗ ବିଭାଗ । ସେହିପରି ବୁଧବାର ସକାଳୁ…
Read More...

ନିଶ୍ଚିନ୍ତକୋଇଲି ସଡ଼କ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତିଙ୍କ ମୃତ୍ୟୁ, ୨୦ ଜଣ ଆହତ ଘଟଣା : ମୁଖ୍ୟମନ୍ତ୍ରୀଙ୍କ ଶୋକ

ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନିଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ଆଜି କଟକ ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲିଠାରେ ଏକ ସଡ଼କ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ…
Read More...

ରାଜଧାନୀରେ ଭୟଙ୍କର ବିସ୍ଫୋରଣ

ଭୁବନେଶ୍ୱର : ରାଜଧାନୀରେ ଭୟଙ୍କର ବିସ୍ଫୋରଣ । ଝାରପଡା ଅଞ୍ଚଳରେ ବିସ୍ଫୋରଣରେ ଉଡିଲା ଛାତ, ଭାଙ୍ଗିଲା କାନ୍ଥ । ଗତକାଲି ବିଳମ୍ବିତ ରାତିରେ ଘଟିଛି ଅଘଟଣ । ତେବେ ବୋମାମାଡରେ ଜଣେ ଆହତ ହୋଇଛନ୍ତି । ସେ ହେଉଛନ୍ତି କବିରାଜ ସ୍ୱାଇଁ । ତେବେ ପୂର୍ବ ଶତ୍ରୁତାରୁ ବୋମାମାଡ଼ ହୋଇଥିବା ନେଇ…
Read More...

ଆଜିଠାରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା

ଭୁବନେଶ୍ୱର : ଆଜିଠାରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା । ଏଥିପାଇଁ ସମସ୍ତ ପରୀକ୍ଷା କେନ୍ଦ୍ର ଓ ହଲ୍‌ର କରାଯିବ ଲାଇଭ୍ ଷ୍ଟ୍ରିମିଂ । ପରୀକ୍ଷା ଆରମ୍ଭର ୩୦ ମିନିଟ ପୂର୍ବରୁ ପହଞ୍ଚିବାକୁ ଛାତ୍ରଛାତ୍ରୀଙ୍କୁ CHSE ପକ୍ଷରୁ ପରାମର୍ଶ ଦିଆଯାଇଛି । ଆସନ୍ତା ୧୨ ଯାଏ ଚାଲିବ ଏହି…
Read More...