କଳାହାଣ୍ଡି ବିଶ୍ୱବିଦ୍ୟାଳୟ ହେଲା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ : ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଭୁବନେଶ୍ୱର : କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀ ନାମରେ ନାମିତ କରାଯାଇଛି । ଏବେ ଏହା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ, ଭବାନୀପାଟଣା ନାମରେ ପରିଚିତ ହେବ । ଏ ସଂକ୍ରାନ୍ତରେ ଉଚ୍ଚଶିକ୍ଷା ବିଭାଗର ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ!-->…
Read More...
Read More...