Browsing Tag

bhubaneswar news

ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ ଅଧିନରେ ୫୯ଟି ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

୧୩ଟି ଜିଲ୍ଲାର ୮୦ହଜାର ହେକ୍ଟର ଜମିକୁ ମିଳିଲା ପାଣି୩୩ଟି ମେଗାଲିଫ୍ଟ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ୫ ବର୍ଷରେ କୃଷି ବଜେଟ୍‌ ୩ଗୁଣ ହୋଇ ୨୫ ହଜାର କୋଟି ଟଙ୍କାରେ ପହଞ୍ଚିଛିଚାଷୀ ଭାଇମାନେ ହେଉଛନ୍ତି ଦେଶର ଶ୍ରେଷ୍ଠ ସେବକ - ମୁଖ୍ୟମନ୍ତ୍ରୀଲୋୟର ସୁକତେଲ ଓ ଗଙ୍ଗାଧର ମେହେର ଉଠା…
Read More...

ସଶକ୍ତ ଓଡ଼ିଶାର ସ୍ୱପ୍ନକୁ ସାକାର କରିବା ଦିଗରେ କାର୍ଯ୍ୟ କରିବାକୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ…

ଭୁବନେଶ୍ଵର : ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଜି. ମାଥିଭାଥନନ ଆଜି ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥା (ଡୁଡା)ର ନବ ନିଯୁକ୍ତ ପ୍ରକଳ୍ପ ନିର୍ଦ୍ଦେଶକ (ପିଡି) ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ (ଇଓ)ଙ୍କୁ ଏକ ସମାବେଶୀ ଓ ସଶକ୍ତ ସ୍ୱପ୍ନ ସାକାର କରିବା ପାଇଁ…
Read More...

ଶୀତରେ ଥରୁଛି ଓଡ଼ିଶା

ଭୁବନେଶ୍ୱର : ଶୀତରେ ଥରୁଛି ସାରା ଓଡ଼ିଶା । ବିଭିନ୍ନ ସ୍ଥାନର ରାତି ତାପାମାତ୍ରା ହ୍ରାସ ପାଇଥିବା ବେଳେ ୮.୩ ଡିଗ୍ରୀ ସହ ସୁନ୍ଦରଗଡର କୋରେଇ ସବୁଠାରୁ ଥଣ୍ଡା ଅଞ୍ଚଳ ପାଲଟିଛି । କନ୍ଧମାଳର ଜି.ଉଦୟଗିରିରେ ୮.୪ ଡିଗ୍ରୀ, ଫୁଲବାଣୀରେ ୮.୫ ଡିଗ୍ରୀ, କୋରାପୁଟରେ ୯.୫ ଡିଗ୍ରୀ, ଭଦ୍ରକ…
Read More...

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜନ ଶୁଣାଣି ପରେ ନିଷ୍ପତ୍ତି ନେଲେ ମୁଖ୍ୟମନ୍ତ୍ରୀ

ପୁରୀ ଜିଲ୍ଲାରେ ହେବ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀବ୍ରହ୍ମଗିରୀ, କୃଷ୍ଣପ୍ରସାଦ, କଣାସ ଓ ପୁରୀ ସଦର ବ୍ଲକରେ ନିର୍ମାଣ ହେବ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀଖର୍ଚ୍ଚ ହେବ ୧୪ କୋଟି ଟଙ୍କା ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଜିଲ୍ଲାର ୪ଟି ବ୍ଲକର ୭ଟି…
Read More...

ବିସ୍ଥାପିତ ଲୋକଙ୍କୁ ପଟ୍ଟା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

୫ଟି ଅଧକ୍ଷଙ୍କ ଜିଲ୍ଲାଗସ୍ତ ପରେ ୧୦୦ ବର୍ଷର ସମସ୍ୟାର ସମାଧାନ ହେଲା ୧୦୦ ଦିନରେଝାରସୁଗୁଡା ଜିଲ୍ଲା ଲଖନପୁର ତହସିଲର ୯୦୦ ପରିବାର, ସୋରଡା ତହସିଲର ୧୬୬୨ ଲୋକହେଲେ ଉପକୃତଗଞ୍ଜାମର ଆଉ ୧୮ ହଜାର ହିତାଧିକାରୀଙ୍କୁ ଖୁବଶୀଘ୍ର ମିଳିବ ଗ୍ରାମକଣ୍ଠ ପଟ୍ଟା, ଆଗରୁ ପାଇଥିଲେ୨୦ ହଜାରବିକାଶ ପାଇଁ…
Read More...

କୋରାପୁଟ ଜିଲ୍ଲାରେ ଲକ୍ଷ୍ମୀ ବସ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ପ୍ରଥମ ପର୍ଯ୍ୟାୟରେ ୬ଟି ଜିଲ୍ଲାରେ ଗଡିଲା ଲକ୍ଷ୍ମୀ ବସମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି ଓ କୋରାପୁଟ୬ଟି ଜିଲ୍ଲାର ୧୧୩୧ଟି ପଞ୍ଚାୟତ, ୬୩ ଲକ୍ଷ ଲୋକ ଉପକାର ପାଇଲେକୋରାପୁଟରେ ୬୩ଟି ବସ୍ ଜିଲ୍ଲାର ୨୩୪ ପଞ୍ଚାୟତକୁ ଯୋଡିଲା, ଉପକୃତ ହେବେ ୧୩ ଲକ୍ଷଲୋକଲକ୍ଷ୍ମୀ ଯୋଜନା…
Read More...

ଭାରତର ସର୍ବବୃହତ କ୍ରୀଡ଼ା ବିଜ୍ଞାନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଭାରତର ସର୍ବବୃହତ କ୍ରୀଡ଼ା ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମଠାରେ ସୋମବାର ସନ୍ଧ୍ୟାରେ ଉଦ୍‌‌ଘାଟିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭ ଉଦ୍‌‌ଘାଟନ କରିଛନ୍ତି । ଏହି କେନ୍ଦ୍ରରେ ମାଇଣ୍ଡ ଲ୍ୟାବ୍‌‌, ରିହାବିଲିଟେସନ୍‌‌ ଲ୍ୟାବ୍‌‌, ରିକଭରି…
Read More...

ଜାନୁୟାରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା

ଭୁବନେଶ୍ୱର : ଜାନୁୟାରୀ ୨ ତାରିଖରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହେବ । ଆସନ୍ତା ୨୬ ତାରିଖରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସ୍‌ଇ) ପକ୍ଷରୁ ପରୀକ୍ଷା ସମ୍ପର୍କିତ ଫର୍ମ, ପ୍ରଶ୍ନପତ୍ର ଏବଂ ଉତ୍ତର ଖାତା ପରୀକ୍ଷା କେନ୍ଦ୍ରଗୁଡିକୁ ପଠାଯିବ । ଯଦି କୌଣସି ସ୍ଥାନରେ…
Read More...

ଥରାଉଛି ଶୀତ

ଭୁବନେଶ୍ୱର : ରାଜ୍ୟରେ ହଠାତ୍‌ ଖସିଲା ତାପମାତ୍ରା । ଅନେକ ସ୍ଥାନରେ ରାତିରେ ପାରଦ ୧୫ ଡିଗ୍ରୀ ତଳକୁ ଖସିଯାଇଛି । କେନ୍ଦୁଝରରେ ସୋମବାର ଦିନ ସର୍ବନିମ୍ନ ତାପମାତ୍ରା ରେକର୍ଡ ହୋଇଥିଲା । ଜିଲ୍ଲାରେ ୯.୮ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସେହିପରି ୧୫ ଡିଗ୍ରୀ ତଳେ ରହିଛି ରାଜ୍ୟର ୧୬…
Read More...

ଏସ୍‌ବିଆଇ ଏଟିଏମ୍‌‌ରୁ ୧୫ ଲକ୍ଷ ଲୁଟ୍‌‌

ଭୁବନେଶ୍ୱର : ଏସ୍‌ବିଆଇ ଏଟିଏମ୍‌‌ରୁ ୧୫ ଲକ୍ଷ ଲୁଟ୍‌‌ । ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ନିକଟରେ ଥିବା ଏସ୍‌ବିଆଇ ଏଟିଏମରୁ ଲୁଟ ହୋଇଥିବା ଖବର ମିଳଛି । ଦୁର୍ବୃତ୍ତମାନେ ଗ୍ୟାସ୍‌‌ କଟରରେ କାଟି ଲିଙ୍ଗରାଜ ମନ୍ଦିର ନିକଟ ହାଟସାହିରେ ଥିବା ଏଟିଏମ୍‌‌ରୁ ପ୍ରାୟ ୧୫ ଲକ୍ଷ ଲୁଟି ନେଇଛନ୍ତି ।…
Read More...