Browsing Tag

bhubaneswar news

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୪ ଓଡ଼ିଆ ଶ୍ରମିକ

ଆପଣମାନେ ନିରାପଦରେ ଫେରି ଆସିଥିବାରୁ ମୁ ବହୁତ୍ ଖୁସିପ୍ରତ୍ୟେକଙ୍କୁ ୨ ଲକ୍ଷ ଟଙ୍କାର ସହାୟତା ଦେଲେ ମୁଖ୍ୟମନ୍ତ୍ରୀପ୍ରତ୍ୟେକ ଶ୍ରମିକ ଜଣେ ଜଣେ ହିରୋ, ପ୍ରତିକୂଳ ପରିସ୍ଥିତିରେ ଜୀବନ ପାଇଁ ସେମାନଙ୍କ ସଂଘର୍ଷର କାହାଣୀ ପ୍ରେରଣା ଦାୟକ - ମୁଖ୍ୟମନ୍ତ୍ରୀ ଭୁବନେଶ୍ଵର, : ଉତ୍ତରାଖଣ୍ଡ…
Read More...

ଘଟଗାଁ ରାସ୍ତା ଦୁର୍ଘଟଣାରେ ୮ ଜଣ ବ୍ୟକ୍ତିଙ୍କ ମୃତ୍ୟୁ, ୧୨ ଆହତ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କଲେମୁଖ୍ୟମନ୍ତ୍ରୀ ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ନିର୍ଦ୍ଦେଶ ଭୁବନେଶ୍ୱର : ଆଜି ଘଟଗାଁ ନିକଟରେ ଏକ ସଡକ ଦୁର୍ଘଟଣାରେ ୮ ଜଣ ବ୍ୟକ୍ତିଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ…
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୧୧୪୦ କୋଟି ଟଙ୍କାର ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ

୧୪୦ କୋଟିରେ ୧୦୩ଟି ପ୍ରକଳ୍ପର ଉଦ୍‌ଘାଟନ, ୧୦୦୦ କୋଟିରେ ୩୭୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତରରାଜ୍ୟ ବାହାର ଓଡିଆ ଲୋକଙ୍କ ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ୱତନ୍ତ୍ରହେଲ୍‌ପ ଲାଇନ୍‌- ୧୮୦୦ ୧୨୦ ୧୨୦ ୧୦୪ ଆରମ୍ଭସରକାରୀ ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ଲୋକଙ୍କ ଭରଷା ବଢିଛିଗତ ୫ ବର୍ଷରେ…
Read More...

କଳାହାଣ୍ଡି ଓ ମୟୁରଭଞ୍ଜ ଜିଲ୍ଲାରେ ୨ଟି ନଦୀ ଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୮୬.୨୫ କୋଟି ଟଙ୍କା…

କଳାହାଣ୍ଡି ମୁରଲୀଝର ପ୍ରକଳ୍ପ ପାଇଁ ୪୧.୨୫ କୋଟି, ମୟୁରଭଞ୍ଜ ଦାମୋଦରପୁର ପ୍ରକଳ୍ପ ପାଇଁ ୪୫ କୋଟିଉପକାର ପାଇବେ ଭବାନୀପାଟଣା ଓ ବଡସାହି ବ୍ଲକର ଜନସାଧାରଣଭୂତଳ ଜଳର ସ୍ତର ବୃଦ୍ଧି, ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦିରେ ହେବ ସହାୟକ5T ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନଙ୍କ କଳାହାଣ୍ଡି ଓ…
Read More...

ଇଲୁମିନିଟିଏକ୍ସ, ମିଡିଆ ଏବଂ ପିଆର ସେଲ୍ ଦ୍ୱାରା ବାର୍ଷିକ ମିଡିଆ କନକ୍ଲେଭ ଆୟୋଜିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଢଓଗ ଭୁବନେଶ୍ୱର ଆନୁକୂଲ୍ୟରେ ଇଲୁମିନିଟିଏକ୍ସ, ମିଡିଆ ଏବଂ ପିଆର ସେଲ୍ ଦ୍ୱାରା ବାର୍ଷିକ ମିଡିଆ କନକ୍ଲେଭ: ଉଙଗଗଟଘଓଛଟଋ ୨୦୨୩ ଆୟୋଜିତ ହୋଇଥିଲା । ଏହି ସଂସ୍କରଣର ଥିମ୍ ଥିଲା “ଅସୀମ ଏକ୍ସପୋଜର ଟାଇମ୍ସରେ ପ୍ରଭାବଶାଳୀ ଯୋଗାଯୋଗ (ଋଲଲରମଗ୍ଧସଙ୍ଖର…
Read More...

ଚିତ୍ତରଂଜନ ଦାସଙ୍କ ଜନ୍ମ ଶତବାର୍ଷିକୀ ଆଲୋଚନାଚକ୍ର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ୱର କେନ୍ଦ୍ର ସାହିତ୍ୟ ଏକାଡେମି ତରଫରୁ ସ୍ଥାନୀୟ ଭାରତୀୟ ବିଦ୍ୟା ଭବନ ପ୍ରେକ୍ଷାଳୟରେ ଚିତ୍ତରଂଜନ ଦାସଙ୍କ ଜନ୍ମ ଶତବାର୍ଷିକୀ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ବିଶିଷ୍ଟ ଗାନ୍ଧିବାଦୀ ନେତ୍ରୀ କୃଷ୍ଣା ମହାନ୍ତିଙ୍କ ଦ୍ୱାରା ଉଦ୍‌ଘାଟିତ ଏହି…
Read More...

5T ଅଧ୍ୟକ୍ଷଙ୍କୁ ଭେଟିଲେ ଉତ୍ତରକାଶୀ ଟନେଲରେ ଫସି ରହିଥିବା ଓଡିଆ ଶ୍ରମିକଙ୍କ ପରିବାର ସଦସ୍ୟ

ପରିବାର ସଦସ୍ୟ ମାନଙ୍କ ପାଇଁ ରାଜ୍ୟ ସରକାର ଉତ୍ତରକାଶୀ ଯିବାର ବ୍ୟବସ୍ଥା କଲେରାଜ୍ୟ ସରକାରଙ୍କ ଅଧିକାରୀ ଘଟଣା ସ୍ଥଳରେ ଉପସ୍ଥିତରହି ଯୋଗାଯୋଗରେ ଅଛନ୍ତିଶ୍ରମିକ ମାନଙ୍କ ଉଦ୍ଧାର ଆଶା ଉଜ୍ଜଳମୁଖ୍ୟମନ୍ତ୍ରୀ ଘଟଣା ସଂପର୍କରେ ଅବଗତ ଅଛନ୍ତିଏବଂ ଶ୍ରମିକ ମାନଙ୍କ ଉଦ୍ଧାର ବିଷୟରେ ନିୟମିତ ଖବର…
Read More...

ରାୟଗଡା ଜିଲ୍ଲାରେ ଲକ୍ଷ୍ଣୀ ବସ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

୫୨ଟି ବସ୍‌ ଜିଲ୍ଲାର ସମସ୍ତ ୧୮୨ଟି ପଞ୍ଚାୟତକୁ ଯୋଡିବ,୩୦୦ଟି ନୂଆ ବସ୍‌ ଷ୍ଟପେଜ ନିର୍ମିତ, ପଞ୍ଚାୟତରୁ ବ୍ଲକ୍‌କୁ ଚାଲିବ ବସଲୋକଙ୍କ ମତାମତ ମୋ ପାଇଁ ସବୁଠାରୁ ଗୁରୁତ୍ବପୂର୍ଣ୍ଣ,ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତରୁ ଲକ୍ଷ୍ମୀ ବସ୍‌ ଯୋଜନାର ପରିକଳ୍ପନାଯୋଗାଯୋଗ ହେଉଛି ଜୀବନ,…
Read More...

ମାଲକାନଗିରି ରାସ୍ତା ଦୁର୍ଘଟଣାରେ ୫ ଶ୍ରମିକଙ୍କ ମୃତ୍ୟୁ : ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ନିର୍ଦ୍ଦେଶ ଭୁବନେଶ୍ୱର : ମାଲକାନଗିରିର ସ୍ୱାଭିମାନ ଅଞ୍ଚଳରେ ଏକ ସଡକ ଦୁର୍ଘଟଣାରେ ୫ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ…
Read More...

ନୂଆଦିଲ୍ଲୀର ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ପ୍ରସ୍ତୁତ ‘ଖଜୁରୀ ଗୁଡ଼’ର ଚାହିଦା

ଭୁବନେଶ୍ୱର/ନୂଆଦିଲ୍ଲୀ : ତାଳ ଓ ଖଜୁରୀରୁ ପ୍ରସ୍ତୁତ ଗୁଡ଼ ହେଉଛି ଏକ ପାରମ୍ପରିକ ଖାଦ୍ୟ । ଏହା ସ୍ୱାସ୍ଥ୍ୟ ଉପକାରୀ ହୋଇଥିବାରୁ ବର୍ତ୍ତମାନ ସମୟରେ ଏହାର ଭଲ ଚାହିଦା ରହିଛି । ତେଣୁ ଏହି ଗ୍ରାମୀଣ ଉତ୍ପାଦକୁ ରାଜ୍ୟ ସରକାର ବିଶେଷ ପ୍ରୋତ୍ସାହନ ଦେଉଛନ୍ତି । ନୂଆଦିଲ୍ଲୀରେ ଚାଲିଥିବା…
Read More...