Browsing Tag

bhubaneswar news

ରଘୁବର ଦାସ ହେବେ ଓଡ଼ିଶାର ରାଜ୍ୟପାଳ

ଭୁବନେଶ୍ୱର : ରଘୁବର ଦାସ ହେବେ ଓଡ଼ିଶାର ରାଜ୍ୟପାଳ । ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ହେଉଛନ୍ତି ରଘୁବର ଦାସ । ରଘୁବର ଦାସ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଥିଲେ । ୨୦୧୪ରୁ ୨୦୧୯ ଯାଏ ସେ ଝାଡ଼ଖଣ୍ଡର ଷଷ୍ଠ ତଥା ପ୍ରଥମ ଅଣ ଆଦିବାସୀ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ ।…
Read More...

କ୍ୟାପିଟାଲ ହସ୍ପିଟାଲରୁ ଚୋରି ଅଭିଯୋଗ

ଭୁବନେଶ୍ୱର : କ୍ୟାପିଟାଲ ହସ୍ପିଟାଲରୁ ଚୋରି ଅଭିଯୋଗ । ୫୦ରୁ ୬୦ ଲକ୍ଷ ଟଙ୍କାର ମେଡିକାଲ ସାମଗ୍ରୀ ଚୋରିର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି । ତେବେ ସିକ୍ୟୁରିଟି ଗାର୍ଡ ଓ ସୁଇପର୍‌ ଏହି ଚୋରି କରିଥିବା କୁହାଯାଉଛି । ଏନେଇ କ୍ୟାପିଟାଲ ଥାନାରେ ହସ୍ପିଟାଲ କର୍ତ୍ତୃପକ୍ଷ ଅଭିଯୋଗ କରିଥିବା…
Read More...

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି : ବର୍ଷ ବର୍ଷର ଜମିଜମା ସମସ୍ୟାର ତୁରନ୍ତ ସମାଧାନ

୫-ଟି ସଚିବ ଶ୍ରୀ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ପରେ ଲୋକଙ୍କ ଜମି ସମସ୍ୟାର ସମାଧାନ ପାଇଁ ଫିଟିଲା ରାସ୍ତାସିକିମ୍‌ ରୟତ ମାନଙ୍କ ଜମି ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ନୀତିଗତ ନିଷ୍ପତ୍ତି; ଉପକୃତ ହେବେ କଟକ, ପୁରୀ ଓ ବାଲେଶ୍ବରର ୨ ଲକ୍ଷ ଚାଷୀରେଙ୍ଗାଲୀ ତହସିଲର ହୀରାକୁଦ ବାସଚ୍ୟୁତ…
Read More...

ଜାତୀୟ ସଡକ ସୁରକ୍ଷା କ୍ଷୁଦ୍ର ଚଳଚ୍ଚିତ୍ର ମହୋତ୍ସବର ଦ୍ୱିତୀୟ ସଂସ୍କରଣ ଆୟୋଜନ କରିବାକୁ ଯାଉଛି ଓଡିଶା

ଏହି ଉତ୍ସବ ବ୍ରହ୍ମହପୁର, ସମ୍ବଲପୁର, ଅନୁଗୁଲ ଏବଂ ଭୁବନେଶ୍ୱରରେ ଅନୁଷ୍ଠିତ ହେବଜାତୀୟ ସଡକ ସୁରକ୍ଷା କ୍ଷୁଦ୍ର ଚଳଚ୍ଚିତ୍ର ମହୋତ୍ସବ, ୨୦୨୩ ପାଇଁ କ୍ଷୁଦ୍ର ଚଳଚ୍ଚିତ୍ର ଦାଖଲ କରିବାର ତାରିଖ ଆଜିଠାରୁ ଆରମ୍ଭ ହେଲାଶେଷ ଦାଖଲ ତାରିଖ ୧୭ ନଭେମ୍ବର, ୨୦୨୩ ଏହି ଉତ୍ସବରେ ବିଭିନ୍ନ ବର୍ଗରେ ନଗଦ…
Read More...

ଏସୀୟ କ୍ରୀଡ଼ା ଜାଭେଲିନ ଥ୍ରୋରେ ରୌପ୍ୟ ପଦକ ଜିତିଥିବା କିଶୋର କୁମାର ଜେନାଙ୍କୁ ଦେଢ଼ କୋଟି ଟଙ୍କାର ଚେକ୍ ସହ…

ଅଲିମ୍ପିକ୍ସ ଯୋଗ୍ୟତା ପାଇଁ ଅଭିନନ୍ଦନ ଜଣାଇବା ସହ ସମସ୍ତ ସହଯୋଗ ଯୋଗାଇ ଦେବାକୁ ପ୍ରତିଶ୍ରୁତି ଭୁବନେଶ୍ୱର : ନିକଟରେ ଚାଇନାର ହାଙ୍ଗଜୋଠାରେ ଶେଷ ହୋଇଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ରୌପ୍ୟ ପଦକ ହାସଲ ସହ ଆଗାମୀ ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ରେ ନିଜର ସ୍ଥାନ…
Read More...

ଆମ ଓଡିଶା ନବୀନ ଓଡିଶା ତୃତୀୟ ଦିନରେ

ମୟୂରଭଂଜ, ବରଗଡ ଓ ଦେବଗଡ ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀମୟୂରଭଂଜର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୧୧ କୋଟି ୫୦ ଲକ୍ଷ – ୩୦୮୧ ପ୍ରକଳ୍ପବରଗଡର ୫ଟି ନିର୍ବାଚନ ମଣ୍ଡଳୀ ପାଇଁ ୧୨୬ କୋଟି ୫୦ ଲକ୍ଷ – ୩୧୩୫ ପ୍ରକଳ୍ପଦେବଗଡର ଗୋଟିଏ ନିର୍ବାଚନମଣ୍ଡଳୀ ପାଇଁ ୩୫ କୋଟି – ୯୯୧…
Read More...

ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ରାଜ୍ୟର ସମସ୍ତ ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ଉନ୍ନୀତଖର୍ଚ୍ଚ ହେବ ୫୫ କୋଟି ୨୧ ଲକ୍ଷରାଜ୍ୟ ଦେବ ୩୬ କୋଟି ୪୦ ଲକ୍ଷ ୯୫ ହଜାର ୧୬୦ ଟଙ୍କା ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଥିବା ସମସ୍ତ ୭୫୭୯ଟି ମିନି ଅଙ୍ଗନବାଡି…
Read More...

ଆଜି ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ଆଜି ସେ ୭୭ ବର୍ଷ ବୟସରେ ପଦାର୍ପଣ କରିଛନ୍ତି । ତେବେ ଚଳିତ ବର୍ଷ ତାଙ୍କ ଭଉଣୀଙ୍କ ଦେହାନ୍ତ କାରଣରୁ ସେ ନିଜ ଜନ୍ମଦିନ ପାଳନ କରିବେ ନାହିିଁ ବୋଲି ସୂଚନା ମିଳିଛି ।
Read More...

ଆମ ଓଡିଶା ନବୀନ ଓଡିଶା ଦ୍ୱିତୀୟ ଦିନରେ

ପୁରୀ ଓ ନୟାଗଡ ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀପୁରୀ ପାଇଁ ୧୩୪ କୋଟି – ୪୧୩୦ ପ୍ରକଳ୍ପନୟାଗଡ ପାଇଁ ୯୭ କୋଟି – ୨୯୨୪ ପ୍ରକଳ୍ପପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କାସଂସ୍କୃତି ସୁରକ୍ଷା ସହିତ ଆଧୁନିକତାରେ ସମୃଦ୍ଧ ହେବ ଆମ ଗାଁ : ମୁଖ୍ୟମନ୍ତ୍ରୀଓଡିଶାରେ ଚାଲିଥିବା ରୂପାନ୍ତର…
Read More...

କଟକ ବାଲିଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ରାଜ୍ୟ ପର୍ଯ୍ୟଟନ ପ୍ରୋତ୍ସାହନ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ସ୍ୱତନ୍ତ୍ର ପଦକ୍ଷେପସ୍ୱାସ୍ଥ୍ୟ, ପରିମଳ ଓ ଖାଦ୍ୟ ସୁରକ୍ଷା ଉପରେ ଗୁରୁତ୍ୱାରୋପ ଭୁବନେଶ୍ୱର : ଐତିହାସିକ କଟକ ବାଲିଯାତ୍ରା ଚଳିତ ବର୍ଷ ନଭେମ୍ବର ୨୭ରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏହାକୁ ଯେପରି…
Read More...