Browsing Tag

bhubaneswar news

ଭକ୍ତ ଦାସିଆ ସ୍ମୃତି କମିଟିର ମାସିକ ସମୀକ୍ଷା ବୈଠକ

ଭୁବନେଶ୍ୱର, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଭକ୍ତ ଦାସିଆ ସ୍ମୃତି କମିଟିର ମାସିକ ସମୀକ୍ଷା ବୈଠକ ଅନୁଷ୍ଠାନର କାର୍ଯ୍ୟକାରୀ ସଭାପତି ଡାକ୍ତର ଅଶୋକ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର ଶହୀଦ ନଗରସ୍ଥ ଶ୍ରୀ ବିଷ୍ଣୁମନ୍ଦିରର ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ…
Read More...

ସ୍କୁଟର ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

୨ ଲକ୍ଷ ମିଶନ ଶକ୍ତି ମା’ ଓ ତୃଣମୂଳ ଷ୍ଟାଫ୍ ପାଇବେ ସ୍କୁଟର ଋଣସୁଧ ଖର୍ଚ୍ଚ ସରକାର ବହନ କରିବେଆଜି ସ୍କୁଟର ପାଇଲେ ୧୫ ହଜାର ମା’ଗତି ହିଁ ଶକ୍ତିମା’ମାନେ ଆଣିଛନ୍ତି ଓଡିଶା ପାଇଁ ନୂଆ ଗତି, ଶକ୍ତି ଓ ପ୍ରଗତି : ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମିଶନ…
Read More...

ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ମିଶନର ୩ବର୍ଷ ପୂର୍ତ୍ତି

୫ଟି ସହରରେ ସମ୍ପୂର୍ଣ୍ଣ ଭାବେ ଅନ୍ୟ ୧୩ଟି ସହରର ୧୪୯ଟି ୱାର୍ଡରେ ଆରମ୍ଭ ହେଲା ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ଉପକୃତ ହେଲେ ୧୨ ଲକ୍ଷ ୩୦ ହଜାର ଲୋକପ୍ରତିଟି ଜଳବିନ୍ଦୁରେ ରହିଛି ଜୀବନ, ସମସ୍ତଙ୍କୁ ଭଲ ପିଇବା ପାଣି ଯୋଗାଇବାଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ଯୋଜନାର ଲକ୍ଷ୍ୟଜଳସାଥୀ ମା’ ମାନଙ୍କ ସଫଳତା…
Read More...

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି : ଚଳିତ ପାର୍ବଣ ଋତୁରେ କଟକ ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ…

ଭୁବନେଶ୍ୱର : ଚଳିତ ବର୍ଷ ପାର୍ବଣ ସମୟରେ କଟକ ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ବିଭିନ୍ନ ପୂଜା ସମିତି ଓ ସ୍ଥାନୀୟ ବିଧାୟକମାନଙ୍କ ଅନୁରୋଧ କ୍ରମେ ଜନସାଧାରଣଙ୍କ…
Read More...

ବିଜ୍‌ନେସ୍‌ ଏକସିଲେନ୍ସ ସମିଟ୍‌(ବିଇଏସ୍‌)ର ପଞ୍ଚମ ସଂସ୍କରଣ ଆୟୋଜିତ

ଭୁବନେଶ୍ୱର : ୩୬ ବର୍ଷରୁ ଅଧିକ ପରମ୍ପରା ରଖିଥିବା ଏକ୍ସଆଇଏମ୍‌ବି, ଭୁବନେଶ୍ୱର ବିଜ୍‌ନେସ୍‌ ଏକସିଲେନ୍ସ ସମିଟ୍‌ (ବିଇଏସ)ର ପଞ୍ଚମ ସଂସ୍କରଣ ଆୟୋଜିତ ହୋଇଯାିଛି । ଏହି ବର୍ଷର ମୁଖ୍ୟ ବିଷୟ ଥିଲା “ଅଜଣାନନ୍ତୁ ଦିଗନ୍ତୁ” । ଏହି ସମ୍ମେଳନର ଦ୍ବିତୀୟ ଦିନ ଏକ୍ସଆଇଏମବିର ସମ୍ମାନିଅ ପ୍ରଫେସର…
Read More...

ପିଆଇବି ଓ ସିବିସି ପକ୍ଷରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, (ପିଆଇବି) : ଗାନ୍ଧୀ ଜୟନ୍ତୀର ଅବ୍ୟବହିତ ପୂର୍ବରୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ଦେଶବ୍ୟାପୀ ସ୍ୱଚ୍ଛତା ହିଁ ସେବା ଅଭିଯାନ ଆୟୋଜିତ ହୋଇଯାଇଛି । ବିଭିନ୍ନ ବର୍ଗର ଜନସାଧାରଣ ୧ ତାରିଖରେ, ଏକା ସାଥୀରେ, ଏକ ଘଣ୍ଟା ପାଇଁ ଶ୍ରମଦାନ କରିଛନ୍ତି । ଏହି…
Read More...

ସାନ୍ତାଳୀ ଭାଷା ହେବ ଆହୁରି ସମୃଦ୍ଧ

ସାନ୍ତାଳୀ-ଓଡିଆ-ଇଂରାଜୀ ଶବ୍ଦକୋଷର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀବିଭିନ୍ନ ଜନଜାତି ଭାଷାରେ ପ୍ରାଥମିକ ଶିକ୍ଷାର ୨୧ଟି ଅତିରିକ୍ତ ପାଠ୍ୟପୁସ୍ତକ ମଧ୍ୟ ଲୋକାର୍ପିତପ୍ରତି ଜିଲ୍ଲାରେ କରାଯିବ Language Lab : ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଜି ନବୀନ…
Read More...

ଜାଭିୟର୍ ଇନଷ୍ଟିଚ୍ୟୁଟ୍ ଅଫ୍ ମ୍ୟାନେଜମେଣ୍ଟର ବାର୍ଷିକ ବ୍ୟବସାୟ ଉତ୍କର୍ଷ ସମ୍ମିଳନୀର ପଞ୍ଚମ ସଂସ୍କରଣ ଆୟୋଜିତ

ଭୁବନେଶ୍ୱର : ୩୬ ବର୍ଷର ସମୃଦ୍ଧ ଉତ୍ତରାଧିକାରୀ ପାଳନ ଅବସରରେ ଜାଭିୟର୍ ଇନଷ୍ଟିଚ୍ୟୁଟ୍ ଅଫ୍ ମ୍ୟାନେଜମେଣ୍ଟ, ଭୁବନେଶ୍ବର ୩୦ ସେପ୍ଟେମ୍ବରରୁ ୧ ଅକ୍ଟୋବର ୨୦୨୩ ପର୍ଯ୍ୟନ୍ତ ବାର୍ଷିକ ବ୍ୟବସାୟ ଉତ୍କର୍ଷ ସମ୍ମିଳନୀର ପଞ୍ଚମ ସଂସ୍କରଣ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କୁଳପତି,…
Read More...

ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସେପ୍ଟେମ୍ବର ୩୦ ରୁ ଅକ୍ଟୋବର ୧୫ ପର୍ଯ୍ୟନ୍ତ ରାଜ୍ୟ ସାରା ବୁଲିବ ୩୪ଟି ସାଇବର ସୁରକ୍ଷା ରଥବାଣ୍ଟିବ ସଚେତନତାର ମନ୍ତ୍ରସତର୍କ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ : ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମରେ ସାଇବର ସୁରକ୍ଷା…
Read More...

ସ୍ୱଚ୍ଛତା ହିଁ ସେବା ଅଭିଯାନ : ରାଜ୍ୟବ୍ୟାପୀ ଶ୍ରମଦାନ, ସଫେଇ ଓ ଜନସଚେତନତା କାର୍ଯ୍ୟକ୍ରମରେ ଲକ୍ଷାଧିକ ଲୋକଙ୍କ…

ଭୁବନେଶ୍ୱର, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନକ୍ରମେ ଆରମ୍ଭ ହୋଇଥିବା ସ୍ୱଚ୍ଛ ଭାରତ ଅଭିଯାନକୁ ୯ ବର୍ଷ ପୂରଣ ହେବାକୁ ଯାଉଛି । ଏହି କ୍ରମରେ ଗତ ସେପ୍ଟେମ୍ବର ୧୫ ତାରିଖ ଠାରୁ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ପର୍ଯ୍ୟନ୍ତ ଭାରତ ସରକାରଙ୍କ ଜଳ ଶକ୍ତି ମନ୍ତ୍ରଣାଳୟ ଅଧୀନ…
Read More...