Browsing Tag

bhubaneswar news

ଓଡିଶା ବିଧାନସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିବୃତି

ଭୁବନେଶ୍ୱର : ମୋ ସରକାର ଜନସାଧାରଣଙ୍କର ଅଭିଯୋଗ ସମାଧାନ ଉପରେ ସବୁବେଳେ ସର୍ବୋଚ୍ଚ ପ୍ରାଥମିକତା ଦେଇ ଆସିଛି । କୋଭିଡ ମହାମାରୀ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଭୁବନେଶ୍ୱରରେ ଜନସାଧାରଣଙ୍କର ଅଭିଯୋଗ ଶୁଣାଣି କରି ସମାଧାନ ପାଇଁ ପଦକ୍ଷେପ ନେଉଥିଲେ । ସାରା ରାଜ୍ୟର ବିଭିନ୍ନ…
Read More...

ପଞ୍ଚମହାଭୂତରେ ଲୀନ ହେଲେ ଓଡ଼ିଶାର ବିଶିଷ୍ଟ ଚିତ୍ରଶିଳ୍ପୀ ପଦ୍ମନାଭ ମିଶ୍ର

ଭୁବନେଶ୍ୱର : ଆଜି ଓଡିଶା ଚିତ୍ରକଳା ଜଗତ ପାଇଁ ଏକ ଦୁଃଖଦ ଦିବସ, ପଞ୍ଚମହାଭୂତରେ ଲୀନ ହେଲେ ଓଡ଼ିଶାର ବିଶିଷ୍ଟ ଚିତ୍ରଶିଳ୍ପୀ ପଦ୍ମନାଭ ମିଶ୍ର । ସ୍ୱାଧୀନତା ପୂର୍ବ ୧୯୪୦ରେ ବର୍ତ୍ତମାନର ସୁବର୍ଣ୍ଣପୁର ଜିଲ୍ଲାରେ ଜନ୍ମ ଗ୍ରହଣ କରନ୍ତି ଓ ହାଇସ୍କୁଲ ଶିକ୍ଷା ଗ୍ରହଣ ପରେ ସରକାରୀ କାର୍ଯ୍ୟରେ…
Read More...

ପ୍ରଥମ ମହିଳା ବାଚସ୍ପତି ହେଲେ ପ୍ରମିଳା ମଲ୍ଲିକ, ନିର୍ଦ୍ଵନ୍ଦ୍ଵରେ ହେଲେ ନିର୍ବାଚିତ

ଭୁବନେଶ୍ଵର : ଓଡ଼ିଶା ବିଧାନସଭା ପାଇଲା ପ୍ରଥମ ମହିଳା ବାଚସ୍ପତି । ପ୍ରମିଳା ମଲ୍ଲିକ ବାଚସ୍ପତି ଭାବେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ ହୋଇଛନ୍ତି । ଅନ୍ୟ କେହି ନାମାଙ୍କନ ଭରି ନଥିବାରୁ ସେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ ହୋଇଛନ୍ତି ।
Read More...

ନୂଆଖାଇରେ ଚାଷୀ ପାଇଲେ କାଳିଆ ସହାୟତା, ରବି ଫସଲ ପାଇଁ ସହାୟତା

୪୪ ଲକ୍ଷ ୫୬ ହଜାର ଚାଷୀ ପାଇଲେ ୯୦୦ କୋଟି୪୩.୮୮ ଲକ୍ଷ କ୍ଷୁଦ୍ର, ନାମମାତ୍ର ଚାଷୀ ୬୮.୭୫ ହଜାର ଭୂମିହୀନ ଚାଷୀ୨୨ ଲକ୍ଷରୁ ଅଧିକ ଚାଷୀ ପରିବାର ପାଇଁ ରାଜ୍ୟ ସରକାର ଫସଲ ବୀମାର premium ଦେଇଛନ୍ତିମୁଁ ଚାହେଁ ଚାଷୀ ସମ୍ମାନର ସହ, ସ୍ୱାଭିମାନର ସହ ବଞ୍ଚୁଆଜି ପର୍ଯ୍ୟନ୍ତ କାଳିଆ ଯୋଜନାରେ…
Read More...

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସମୀକ୍ଷା : ପାନବରଜ ଚାଷୀ ଓ କିଆଫୁଲ ଚାଷୀଙ୍କ ପାଇଁ ଖୁସି ଖବର, ପାନ ଚାଷକୁ ‘ରାଜ୍ୟ…

ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ଉଭୟ ଚାଷରପ୍ରକ୍ରିୟାକରଣ ୟୁନିଟ ପାଇଁ ମିଳିବ ସହାୟତାପ୍ରାକୃତିକ ବିପର୍ଯ୍ୟୟରେ କ୍ଷତିଗ୍ରସ୍ତ କିଆଫୁଲ ଚାଷକୁ ଦିଆଯିବ ସହାୟତା ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ 5T ସଚିବ ଭି.କେ. ପାଣ୍ଡିଆନଙ୍କ ପୁରୀ ଓ ଗଞ୍ଜାମ…
Read More...

ଆର୍‌ଆଇଇ ଭୁବନେଶ୍ୱର ପକ୍ଷରୁ କ୍ୟାରିୟର ପ୍ରଦର୍ଶନୀ ଅନୁଷ୍ଠିତ

ଭୁବନେଶ୍ୱର, (ପିଆଇବି) : ଛାତ୍ରଛାତ୍ରୀମାନଙ୍କ ପାଇଁ ଉପଲବ୍ଧ ଅସଂଖ୍ୟ କ୍ୟାରିୟର ବିକଳ୍ପ ଗୁଡିକ ସମ୍ପର୍କରେ ଅବଗତ କରାଇବା ଉଦ୍ଦେଶ୍ୟରେ ଆଞ୍ଚଳିକ ଶିକ୍ଷାନୁଷ୍ଠାନ, ଏନ୍ସିଇଆରଟି, ଭୁବନେଶ୍ୱର ପକ୍ଷରୁ ସେପ୍ଟେମ୍ବର ୧୪ ଓ ୧୫ ତାରିଖରେ ଭୁବନେଶ୍ୱରର ୩ ନମ୍ବର କେନ୍ଦ୍ରୀୟ ବିଦ୍ୟାଳୟରେ…
Read More...

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସମୀକ୍ଷା

ଆଠଗଡ, ନରସିଂହପୁର, ପିପିଲି ଓ ଆଠମଲ୍ଲିକ ବ୍ଲକରେ ପାନୀୟ ଜଳ ସମସ୍ୟାର ସମାଧାନଗ୍ରାମାଞ୍ଚଳ ପାଇପ୍ ଜଳ ଯୋଗାଣ ଯୋଜନା ଗୁଡିକରେ ଉନ୍ନତି ଆଣିବା ପାଇଁ SCADA କାର୍ଯ୍ୟକାରୀ ହେବା ସହିତ ଅଧିକ କର୍ମଚାରୀ ଯୋଗାଇଦିଆଯିବ, ବିଦ୍ୟୁତ ଯୋଗାଣ ଜାରି ରହିବ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ…
Read More...

ପୁରୀ ଓ ନୟାଗଡ ଜିଲ୍ଲାର ଅଭିଯୋଗ ସଂପର୍କରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ସମୀକ୍ଷା

ଉପଯୁକ୍ତ ସର୍ତ୍ତାବଳୀ ଅନୁଯାୟୀ ଦିଆଯାଇଥିବା ପୁରୀ ପୌରପାଳିକା ଲିଜ୍‌ ଜମିଗୁଡିକ ହେବ ନିୟମିତବର୍ଷ ବର୍ଷର ସମସ୍ୟାର ହେବ ସମାଧାନ୨୦ ଦିନ ମଧ୍ୟରେ ସର୍ଭେ କାମ ସାରିବାକୁ ୫-ଟି ସଚିବଙ୍କ ନିର୍ଦ୍ଦେଶବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ କାମ ପାଇଁ ଟେଣ୍ଡର ସେପ୍ଟେମ୍ବର ଶେଷ ସୁଦ୍ଧା ଭୁବନେଶ୍ୱର :…
Read More...

ଉତ୍ତମ ପୋଷଣ, ସୁସ୍ଥ ଜୀବନ : ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ର ଶୁଭାରମ୍ଭ

ଆରମ୍ଭ ହେଲା ‘ପଡା ପୁଷ୍ଟି’ କାର୍ଯ୍ୟକ୍ରମପୁଷ୍ଟି ସହ ସମୃଦ୍ଧିର ସମ୍ପର୍କ ରହିଛିମା’ମାନଙ୍କ ହାତରେ ରହିଛି କାର୍ଯ୍ୟକ୍ରମ ସଫଳତାର ଚାବିକାଠି : ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ମା’, କିଶୋରୀ ଝିଅ ଓ ଶିଶୁମାନଙ୍କ ଉପଯୁକ୍ତ…
Read More...

ରାଜ୍ୟରେ ଖଣି ଓ ଖଣିଜ କାରବାରକୁ ନେଇ କେନ୍ଦ୍ର ଖଣି ସଚିବଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଓଡ଼ିଶାରେ ଖଣି ଖନନ ଓ ଖଣିଜ କ୍ଷେତ୍ର ସହ ଜଡ଼ିତ ବିଭିନ୍ନ ପ୍ରସଙ୍ଗରେ କରାଗଲା ବିଚାରବିମର୍ଶଖଣି କ୍ଷେତ୍ରର ବିକାଶ ପାଇଁ ଖଣି ମନ୍ତ୍ରଣାଳୟ, ଶିଳ୍ପାନୁଷ୍ଠାନ ଏବଂ ରାଜ୍ୟର ବିଭିନ୍ନ ସଂସ୍ଥା ମଧ୍ୟରେ ଉନ୍ନତ ସମନ୍ୱୟ ଉପରେ ଗୁରୁତ୍ୱାରୋପ ଭୁବନେଶ୍ୱର, (ପିଆଇବି) : କେନ୍ଦ୍ର ସରକାରଙ୍କ ଖଣି…
Read More...