ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରାଜ୍ୟପାଳଙ୍କୁ ପ୍ରଦାନ କଲେ କୃଷି ପାଇଁ ଓଡ଼ିଶାକୁ ମିଳିଥିବା ଶ୍ରେଷ୍ଠ ରାଜ୍ୟ…
ଭୁବନେଶ୍ୱର : ଚଳିତ ଜୁଲାଇ ମାସ ୯ ତାରିଖରେ ନୂଆଦିଲ୍ଲୀଠାରେ ଏଗ୍ରିକଲଚର ଟୁଡେ ଗ୍ରୁପ ଦ୍ୱାରା ଆୟୋଜିତ ପ୍ରତିଷ୍ଠିତ ୧୬ତମ ଏଗ୍ରିକଲଚର ଲିଡ଼ରସିପ କନକ୍ଲେଭ ଆୟୋଜିତ ହୋଇଥିଲା । ଏଥିରେ ଓଡ଼ିଶାକୁ କୃଷି ପାଇଁ ଶ୍ରେଷ୍ଠ ରାଜ୍ୟ ଭାବେ ପୁରସ୍କୃତ କରାଯାଇଥିଲା । ଏହି ପୁରସ୍କାରକୁ!-->…
Read More...
Read More...