ବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ ମକର ଚରଣ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ
ଭୁବନେଶ୍ୱର : ବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ ମକର ଚରଣ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତ ଦାସ ଜଣେ ମହାନ ଦେଶଭକ୍ତ ଥିଲେ । ଦେଶମାତୃକାର ସେବା ସହ ଜଣେ ସମାଜ ସଂସ୍କାରକ ଭାବରେ!-->…
Read More...
Read More...