Browsing Tag

bhubaneswar news

ଆଇଟିଇଆର୍‌-ଟାଟା ପାୱାର ବୁଝାମଣାପତ୍ର ସ୍ୱାକ୍ଷରିତ, ଫ୍ୟାକଲ୍ଟି-ଛାତ୍ରଛାତ୍ରୀଙ୍କୁ ୬ ମାସିଆ ଇଣ୍ଟର୍ଣ୍ଣସିପ୍‌ ସୁଯୋଗ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନିକାଲ୍‌ ଏଜୁକେସନ୍‌ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) ଏବଂ ଟାଟା ପାୱାର କମ୍ପାନି ଲିମିଟେଡ ମଧ୍ୟରେ ପ୍ରଯୁକ୍ତିବିଦ୍ୟା ଓ ସ୍ମାର୍ଟ ଗ୍ରୀଡ କ୍ଷେତ୍ରରେ ଆଦାନପ୍ରଦାନ ନିମନ୍ତେ ମଙ୍ଗଳବାର ଏକ ବୁଝାମଣାପତ୍ର…
Read More...

୧୬ରୁ ବିଏଡ୍‌ କ୍ଲାସ ଆରମ୍ଭ, ଗୁରୁବାର ପ୍ରକାଶ ପାଇବ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା

ଭୁବନେଶ୍ୱର : ୧୬ ତାରିଖରୁ ଆରମ୍ଭ ହେବ ବିଏଡ୍‌ ପାଠପଢ଼ା । ବିଏଚ୍‌ଏଡ୍‌, ଏମ୍‌ଏଡ୍‌ କ୍ଲାସ୍‌ ମଧ୍ୟ ଆରମ୍ଭ ହେବ । ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରଥମ ଓ ଦ୍ୱିତୀୟ ପର୍ୟ୍ୟାୟରେ ନାମଲେଖାଇଥିବା ଛାତ୍ରଛାତ୍ରୀଙ୍କୁ ନେଇ ପାଠପଢ଼ା ଆରମ୍ଭ କରାଯିବ । ତୃତୀୟ ଓ…
Read More...

ବିଜେପିର ନୂଆ ଉପସଭାପତି

ଭୁବନେଶ୍ୱର : ବିଜେପିର ଉପସଭାପତି ହେଲେ ଡାକ୍ତର ପୂର୍ଣ୍ଣଚନ୍ଦ୍ର ମହାପାତ୍ର । ସେ କହିଛନ୍ତି ଯେ, ରାଷ୍ଟ୍ରୀୟତାବାଦ ବିଚାରଧାରା ପାଇଁ ମୁଁ ବିଜେପିରେ ସାମିଲ ହେଲି ଓଡ଼ିଶାର ଲୋକଙ୍କ ନିକଟରେ ବିଜେପିର ବାର୍ତ୍ତା ନେଇ ପହଞ୍ଚିବି ଗୁରୁ ଦାୟିତ୍ଵ ମିଳିଛି, ବିନା କୌଣସି ଆଶାରେ ଦଳ ପାଇଁ କାମ…
Read More...

ଶପଥ ନେଲେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି

ଭୁବନେଶ୍ୱର : ୩୩ତମ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଶୁଭାଶିଷ ତାଳପତ୍ର । ହାଇକୋର୍ଟର ନୂଆ ସିଜେ ଭାବେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି । ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଶପଥ ପାଠ କରାଇଛନ୍ତି ।
Read More...

ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ବିଶାଳ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ସହ ଓଡିଶା ସଂସ୍କୃତି ସମ୍ପର୍କିତ ଚିତ୍ରକଳା…

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବନ ବିଭାଗ ଓ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ଜାତୀୟ ସେବା ଯୋଜନାର ମିଳିତ ଆନୁକୂଲ୍ୟରେ ମଦନପୁର ସ୍ଥିତ ବିଶ୍ୱ ବିଦ୍ୟାଳୟ ପରିସରରେ ଏକ ବିଶାଳ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏକ ସଙ୍ଗରେ ବିଭିନ୍ନ କିସମର ୪୫୦୦ ବୃକ୍ଷ ରୋପଣ…
Read More...

ଛତିଶଗଡ଼ରେ ପ୍ରବଳ ବର୍ଷା

ଭୁବନେଶ୍ୱର : ମହାନଦୀ ଉପରମୁଣ୍ଡ ଛତିଶଗଡ଼ରେ ପ୍ରବଳ ବର୍ଷା ହେଉଛି । ଫଳରେ ହୀରାକୁଦରେ ଜଳସ୍ତର ବଢ଼ିବାରେ ଲାଗିଛି । ଆଜି ସକାଳ ୯ଟା ସୁଦ୍ଧା ହୀରାକୁଦର ଜଳସ୍ତର ୬୧୫.୫୨ ଫୁଟ ଥିବା ବେଳେ ବର୍ତ୍ତମାନ ୨ଟି ଗେଟ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି । ଜଳଭଣ୍ଡାର ଭିତରକୁ ୪ ଲକ୍ଷ ୭୭ ହଜାର ୨୯୦…
Read More...

ମୁଖ୍ୟ ଉନ୍ନୟନ ଅଧିକାରୀ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଦୁଇଦିନିଆ ସମ୍ମିଳନୀ

ଗ୍ରାମୀଣ ଓଡ଼ିଶାର ରୂପାନ୍ତିକରଣକୁ ରାଜ୍ୟ ସରକାରଙ୍କ ସର୍ବାଧିକ ପ୍ରାଧାନ୍ୟ : ମନ୍ତ୍ରୀ ଶ୍ରୀ ଅମାତ ଭୁବନେଶ୍ୱର : ଭାରତର ଆତ୍ମା ଗାଁରେ ରହିଛି । ମହାତ୍ମା ଗାନ୍ଧୀଙ୍କ ଏହି ଉକ୍ତିଟିକୁ ଓଡ଼ିଶା ସରକାର ସବୁଠାରୁ ଅଧିକ ଚରିତାର୍ଥ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ…
Read More...

ଅବସର ନେଲେ ସତ୍ୟଜିତ ମହାନ୍ତି

ଭୁବନେଶ୍ୱର : ଅବସରପ୍ରାପ୍ତ ଆଇଏଏସ୍ ସତ୍ୟଜିତ୍ ମହାନ୍ତି ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ଅଧ୍ୟକ୍ଷ ପଦବୀରୁ ଅବସର ନେଇଛନ୍ତି । ଆଉ ଓପିଏସ୍‌ସି ସଦସ୍ୟ ସନତ କୁମାର ମହାନ୍ତିଙ୍କୁ ଆୟୋଗର ଇନଚାର୍ଜ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନ୍ୟସ୍ତ ହୋଇଛି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି…
Read More...

ରୋଗୀଙ୍କ ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଖର୍ଚ୍ଚ ହେବ ୬୪ କୋଟି ଟଙ୍କା, ଉପକୃତ ହେବେ ୪୨ ଲକ୍ଷରୁ ଅଧିକ ରୋଗୀ ଭୁବନେଶ୍ୱର : ଓଡିଶା ସରକାର ଉନ୍ନତ ସ୍ୱାସ୍ଥ୍ୟସେବା ପ୍ରଦାନ କ୍ଷେତ୍ରରେ ଅନେକ ଗୁଡିଏ ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି । ରାଜ୍ୟରେ ସାର୍ବଜନୀନ ସ୍ୱାସ୍ଥ୍ୟସେବା ଲକ୍ଷ୍ୟ ହାସଲ ତଥା ଚିକିତ୍ସା ନିମନ୍ତେ…
Read More...

କେନ୍ଦ୍ର ସରକାରଙ୍କ ଜନ ବିରୋଧୀ ନୀତି ବିରୋଧରେ ଅଗଷ୍ଟ ୯ ରାଜଧାନୀ ସମାବେଶକୁ ସଫଳ କରିବାକୁ ଆହ୍ୱାନ : ଏଚ୍‌ଏମ୍‌ଏସ୍‌

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କେନ୍ଦ୍ର ସରକାରଙ୍କ ଜନ ବିରୋଧୀ ଓ ଦେଶ ବିରୋଧୀ ନୀତି ବିରୋଧରେ ଆସନ୍ତା ଅଗଷ୍ଟ ୯ କ୍ରାନ୍ତି ଦିବସ ଅବସରରେ କେନ୍ଦ୍ରୀୟ ଶ୍ରମିକ ସଂଗଠନଗୁଡ଼ିକ ପକ୍ଷରୁ ଆନ୍ଦୋଳନ ଡ଼ାକରାରେ ବହୁ ସଂଖ୍ୟାରେ ଯୋଗଦେବା ପାଇଁ ହିନ୍ଦ୍‌ ମଜଦୁର ସଭା (ଏଚ୍‌ଏମ୍‌ଏସ୍‌)ର ସହବନ୍ଧିତ…
Read More...