Browsing Tag

bhubaneswar news

ସରକାରୀ ଚାକିରିରେ ନିରପେକ୍ଷ ଭାବେ ନିଯୁକ୍ତି ଦାବୀ

ଭୁବନେଶ୍ୱର ସ୍ଥିତ ଲୱେର ପିଏମ୍‌ଜିଠାରେ ଗଣଧାରଣା ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭୁବନେଶ୍ୱର ସ୍ଥିତ ଲୱେର ପିଏମ୍‌ଜିଠାରେ ଗଣଧାରଣା ସଂଗଠିତ ହୋଇଥିଲା । ଧାରଣା ସ୍ଥଳରେ ସରକାରୀ ଚାକିରି ପାଇଁ ଆଶାୟୀ ପାର୍ଥୀମାନେ ସଂଗଠିତ ହେବାର ଦେଖିବାକୁ ମିଳିଛି । ଏହି ଗଣଧାରଣା…
Read More...

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି : ଓଡିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ କଲ୍ୟାଣ ଯୋଜନାରେ ସାମିଲ ହେବେ…

ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ସହାୟତା ୪ ଲକ୍ଷ, ସ୍ୱାଭାବିକ ମୃତ୍ୟୁ କ୍ଷେତ୍ରରେ ସହାୟତା ୨ ଲକ୍ଷ ଟଙ୍କାକୁ ବୃଦ୍ଧି ଭୁବନେଶ୍ୱର : ଶ୍ରମିକ ତଥା ଗରିବ ବର୍ଗର କଲ୍ୟାଣ ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି । ସେମାନଙ୍କ ସାମାଜିକ ନିରାପତ୍ତା ପାଇଁ ଅନେକ…
Read More...

୧୪ଟି ନୂତନ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ପାଇଁ ନିଯୁକ୍ତ ହେଲେ ଅଧ୍ୟକ୍ଷ

ଭୁବନେଶ୍ୱର : ୧୪ଟି ନୂତନ ସ୍ୱତନ୍ତ୍ର ଉନ୍ନୟନ ପରିଷଦ (Special Development Council) ପାଇଁ ରାଜ୍ୟ ସରକାର ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ଏହି ନିଯୁକ୍ତି ଦିଆଯାଇଛି । ଏହି ୧୪ ଜଣ ନୂତନ ଅଧ୍ୟକ୍ଷ ହେଲେ : ଅନୁଗୁଳ ଜିଲ୍ଲା -…
Read More...

ସିବିଏସ୍‌ଇ ଢାଞ୍ଚାରେ ହେବ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର : ବଦଳିଲା ଯୁକ୍ତ ଦୁଇ ସିଲାବସ୍‌ ଆଉ ପରୀକ୍ଷା ପ୍ରଣାଳୀ । ଯୁକ୍ତ ଦୁଇ ବିଜ୍ଞାନ ବିଭାଗର ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ଗଣିତ ଓ ଜୀବ ବିଜ୍ଞାନର କିଛି ଅଧ୍ୟାୟକୁ ବାଦ ଦିଆଯାଇଛି । ୨୦୨୪ କାଉନସିଲ ପରୀକ୍ଷା ନୂଆ ସିଲାବସ୍‌ ଅନୁଯାୟୀ ହେବ । ସିବିଏସ୍‌ଇ ବାଦ ଦେଇଥିବା…
Read More...

ବାଇକ ଲୁଟେରା ଗିରଫ, ୩୫ ବାଇକ ଜବତ

ଭୁବନେଶ୍ୱର, ୪ ଜଣ ବାଇକ ଲୁଟୋରାଙ୍କୁ କ୍ୟାପିଟାଲ ଥାନା ପୋଲିସ ଗିରଫ କରିଛି । ସେମାନଙ୍କ ନିକଟରୁ ୩୫ ବାଇକ ପୋଲିସ ଜବତ କରିଛି । ଏହି ବାଇକ ଲୁଟେରା ଗ୍ୟାଙ୍ଗ ଦୀର୍ଘ ଦିନ ହେବ ପୋଲିସର ନିଦ ହଜାଇଥିଲା । ବିଭିନ୍ନ ପାର୍କ ଓ ମଲ ସମ୍ମୁଖରୁ ଗାଡି ଚୋରି କରି ଅନ୍ୟ ରାଜ୍ୟରେ ବିକ୍ରି କରୁଥିଲେ ।…
Read More...

ଆଜିଠୁ ଯୁକ୍ତ ଦୁଇ ପାଠପଢ଼ା ଆରମ୍ଭ

ଭୁବନେଶ୍ୱର : ମଙ୍ଗଳବାର ଠାରୁ ଯୁକ୍ତ ଦୁଇ ପାଠପଢ଼ା ଆରମ୍ଭ । କଲେଜରେ ଏକାଦଶ ଶ୍ରେଣୀରେ ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କୁ କରାଯିବ ସ୍ୱାଗତ । ଏଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିବାକୁ ସମସ୍ତ କଲେଜର ଅଧ୍ୟକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ…
Read More...

ଅକ୍ଟୋବର ମାସରୁ ବାଘ ଗଣନା କରିବ ରାଜ୍ୟ

ଭୁବନେଶ୍ୱର : ଓଡ଼ିଶାରେ ବାଘର ପ୍ରକୃତ ସଂଖ୍ୟା ଜାଣିବାକୁ ରାଜ୍ୟ ସରକାର ନିଜସ୍ୱ ଗଣନା କରିବେ । ଆସନ୍ତା ଅକ୍ଟୋବର ମାସରୁ ଏହି ଗଣନା ଆରମ୍ଭ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଜଙ୍ଗଲ ବିଭାଗ ଏହି ଗଣନା କରିବ । ଗତ ମେ’ ମାସରେ ବିଭାଗୀୟ ସମୀକ୍ଷାବେଳେ…
Read More...

ସୋଆରେ ବିଦେଶୀ ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ(ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟରେ ବିଭିନ୍ନ ପାଠ୍ୟକ୍ରମରେ ଅଧ୍ୟୟନ କରି ଶିକ୍ଷା ସମାପ୍ତ କରିଥିବା ୧୭ ଜଣ ବିଦେଶୀ ଛାତ୍ରଛାତ୍ରୀଙ୍କୁ ଗୁରୁବାର ଏକ ବିଶେଷ କାର୍ଯ୍ୟକ୍ରମରେ ସ୍ନାତକ ଉପାଧି ପ୍ରଦାନ କରାଯାଇଛି । ସିରିଆ, ଇଥିଓପିଆ, ଭୁଟାନ ଓ…
Read More...

ଜେ. କ୍ରିଷ୍ଣା କିଶୋର ହେଲେ ମୁଖ୍ୟ ଆୟକର ଆୟୁକ୍ତ

ଭୁବନେଶ୍ୱର : ୧୯୯୦ ବ୍ୟାଚ୍‌ର ଭାରତୀୟ ରାଜସ୍ୱ ସେବା (ଆଇଆରଏସ) ଅଧିକାରୀ ଜେ. କ୍ରିଷ୍ଣା କିଶୋରଙ୍କୁ ମୁଖ୍ୟ ଆୟକର ଆୟୁକ୍ତ ଭାବେ ପଦୋନ୍ନତି ମିଳିଛି । ବର୍ତ୍ତମାନ ଶ୍ରୀ କିଶୋର ଆୟକର ବିଭାଗ ଓଡ଼ିଶା ପ୍ରାନ୍ତର ତଦନ୍ତ ନିର୍ଦ୍ଦେଶାଳୟରେ ପ୍ରମୁଖ ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ଅଛନ୍ତି ।…
Read More...

ନୂଆଦିଲ୍ଲୀରେ ଓଡ଼ିଆ ଉପନ୍ୟାସ ’ଯାଜ୍ଞସେନୀ’ର ସଂସ୍କୃତ ଅନୁବାଦିତ ପୁସ୍ତକ ଉନ୍ମୋଚିତ

ନୂଆଦିଲ୍ଲୀ/ଭୁବନେଶ୍ୱର : ଭାରତର ଇତିହାସରେ ଯାଜ୍ଞସେନୀ ଦ୍ରୌପଦୀ, ଅହଲ୍ୟା ଏବଂ ଶ୍ରବଣ କୁମାରଙ୍କ ଭଳି ଅନେକ ଚରିତ୍ର ଅଛନ୍ତି । ଏହି କଥାକୁ ନୂଆପିଢି ପର୍ଯ୍ୟନ୍ତ ପହଞ୍ଚାଇବା ପାଇଁ ଆମର ବିଶ୍ୱବିଦ୍ୟାଳୟ ଗୁଡ଼ିକ ଉକ୍ତ ବିଷୟ ଉପରେ ଅନୁସନ୍ଧାନ ସହ ବାଖ୍ୟାନ କରିବା ପାଇଁ ଦାୟିତ୍ୱ ନେବାକୁ…
Read More...