Browsing Tag

bhubaneswar news

ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଓଡ଼ିଶା ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘ ସଭାପତି ରବି ରଥ

ଭୁବନେଶ୍ୱର/ବ୍ରହ୍ମପୁର, (କେପିଏନ୍‌ଏସ୍‌) : ନିକଟରେ କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ବୀମା ରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରିଥିବାରୁ ଓଡ଼ିଶା ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର…
Read More...

ଅଗ୍ନିଶମ ସେବା ବିଭାଗରେ ୨୬ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର : ଓଡ଼ିଶା ଅଗ୍ନିଶମ ସେବା ବିଭାଗରେ ବିଭିନ୍ନ ପାହ୍ୟାରେ ୨୬ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏଥି ମଧ୍ୟରେ ତିନି ଗୋଟି ଷ୍ଟେସନ ଅଫିସର ପଦବୀ ଥିବା ବେଳେ ତିନି ଗୋଟି ଲିଡିଂ ଫାୟାର ମ୍ୟାନ ଓ କୋଡିଏଟି ଫାୟାର ମ୍ୟାନ ପଦବୀ ରହିଛି । ଏହି…
Read More...

ଛାତ୍ରଛାତ୍ରୀ, ପ୍ରଧାନ ଶିକ୍ଷକ, ସରପଞ୍ଚ ଓ ଅନ୍ୟମାନଙ୍କ ସହ 5T ସଚିବଙ୍କ ଆଲୋଚନା ଆରମ୍ଭ

ଚତୁର୍ଥ ପର୍ଯ୍ୟାୟ 5T ସ୍କୁଲ ରୂପାନ୍ତର ନକ୍‌ସା ପ୍ରସ୍ତୁତ ଭୁବନେଶ୍ୱର : 5T ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ, ଛାତ୍ରଛାତ୍ରୀ ତଥା ଅଭିବାବକମାନଙ୍କ ମଧ୍ୟରେ ବିପୁଳ ଉତ୍ସାହ ସୃଷ୍ଟି କରିଛି । ସ୍କୁଲ ଭିତ୍ତିଭୂମିର ରୂପାନ୍ତର ସହିତ ପାଠ ପଢିବା ପାଇଁ ନୂତନ ସୁବିଧା ସୁଯୋଗର ବିକାଶ ଯଥା e…
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୮ଟି ନୂଆ ଗ୍ରୀଡ ସବ୍‌ଷ୍ଟେସନ ଲୋକାର୍ପିତ

୬୫୦ କୋଟି ଟଙ୍କା ଖର୍ଚ୍ଚ, ଉପକୃତ ହେବେ ରାଜ୍ୟର ୨.୨ ଲକ୍ଷ ଲୋକମିଳିବ ଗୁଣାତ୍ମକ, ନିରନ୍ତର ବିଜୁଳିOPGC ଓ OPTCL ପକ୍ଷରୁ ରାଜ୍ୟ ସରକାରଙ୍କୁ ୧୪୫ କୋଟି ଟଙ୍କା ଅନ୍ତରୀଣ ଲାଭାଂଶ ପ୍ରଦାନ, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ କୋଟି‘ସମସ୍ତଙ୍କ ପାଇଁ ବିଜୁଳି’ ଲକ୍ଷ୍ୟ ହାସଲରେ ମିଳିଛି…
Read More...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : କେନ୍ଦୁପତ୍ର ହିତାଧିକାରୀ ତୃତୀୟ ପର୍ଯ୍ୟାୟରେ ପାଇବେ ୫୬ କୋଟି ଟଙ୍କାର ବୋନସ୍‌ ଓ…

ଉପକୃତ ହେବେ ୮ ଲକ୍ଷରୁ ଉର୍ଦ୍ଧ୍ବ କେନ୍ଦୁପତ୍ର ହିତାଧିକାରୀ୨୦୨୨ ଶସ୍ୟବର୍ଷରେ ସର୍ବକାଳୀନ ରେକର୍ଡ ପରିମାଣର ଆର୍ଥିକ ସହାୟତା : ୨୫୦ କୋଟି ଟଙ୍କା ଭୁବନେଶ୍ବର : ରାଜ୍ୟର କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୨୨ ଶସ୍ୟବର୍ଷର ତୃତୀୟ ପର୍ଯ୍ୟାୟରେ ୫୬…
Read More...

ଓଡିଶା ଆଦିବାସୀ ଚିତ୍ରକଳା ପ୍ରଦର୍ଶନୀ

ଚେନ୍ନାଇର ଚୋଳମଣ୍ଡଳ ଶିଳ୍ପୀଗ୍ରାମ ଠାରେ ଚିତ୍ରରେ ଆଦିବାସୀ କଳା ଓ ସଂସ୍କୃତିର ଝଲକ ଭୁବନେଶ୍ୱର, ( କେ.ସତ୍ୟନାରାୟଣ ରେଡ୍ଡୀ ) : ଚେନ୍ନାଇର ଚୋଳମଣ୍ଡଳ ଶିଳ୍ପୀଗ୍ରାମଠାରେ ଗତ ୧୬ତାରିଖରୁ ଆରମ୍ଭ ହୋଇଛି ଆର୍ଟ ଗ୍ୟାଲେରୀଠାରେ ଓଡିଶାର ପ୍ରସିଦ୍ଧ ଆଦିବାସୀ ଚିତ୍ରକଳା ପ୍ରଦର୍ଶନୀକୁ ମୁଖ୍ୟ…
Read More...

ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି ବିଷୟରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ବୀମା ରାଶିର ପରିମାଣ ୨ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବା ବିଷୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହା ଦ୍ୱାରା ରାଜ୍ୟର ୮୭୧୭ କାର୍ଯ୍ୟରତ…
Read More...

‘ଭୂମି-ସମ୍ମାନ’ ପୁରସ୍କାରରେ ପୁରସ୍କୃତ ହୋଇଥିବା ୬୮ ଜିଲ୍ଲା ମଧ୍ୟରେ ଓଡ଼ିଶାର ୧୯ ଜିଲ୍ଲା ସାମିଲ୍‌

ଭୁବନେଶ୍ୱର : ଡିଜିଟାଲ୍‌ ଇଣ୍ଡିଆ ଲ୍ୟାଣ୍ଡ ରେକର୍ଡ ଆଧୁନିକୀକରଣ କାର୍ଯ୍ୟକ୍ରମର ଲକ୍ଷ୍ୟଗୁଡ଼ିକୁ ପୂରଣ କରିବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତର ଶ୍ରେଷ୍ଠ ରାଜ୍ୟ ଭାବେ ‘ଭୂମି ସମ୍ମାନ’ ପୁରସ୍କାର ପ୍ରଦାନ କରିଛନ୍ତି । ନୂଆଦିଲ୍ଲୀ ସ୍ଥିତ…
Read More...

କଂଗ୍ରେସର ଆକ୍ସନକୁ ମୁଁ ଡରୁନାହିଁ, କହିଲେ ଚିରଂଜୀବ

ଭୁବନେଶ୍ୱର : କଂଗ୍ରେସରୁ ବିଦା ହେବା ପରେ କଟୁ ମନ୍ତବ୍ୟ ରଖିଛନ୍ତି ପୂର୍ବତନ ବିଧାୟକ ଚିରଂଜୀବ ବିଶ୍ୱାଳ । କଂଗ୍ରେସ ଉପରେ ପ୍ରବଳ ସମାଲୋଚନା କରିବା ସହିତ କେଉଁ ଦଳକୁ ସେ ଯିବେ ସେନେଇ କୌଣସି ସଙ୍କେତ ଦେଇନାହାନ୍ତି ଚିରଂଜୀବ । ସାମ୍ବାଦିକ ସମ୍ମିଳନୀରେ ସିଧାସଳଖ ସେ କହିଛନ୍ତି, 'ମୋ…
Read More...

ଭୁବନେଶ୍ୱର ସହର ଭିତରେ ପଶିଲା ହାତୀ

ଭୁବନେଶ୍ୱର : ଭୁବନେଶ୍ୱର ସହର ଭିତରକୁ ପଶିଆସିଲା ହାତୀ । ଭରତପୁର ସମ୍ ହସ୍ପିଟାଲ ପୁରୁଣା ରୋଡ଼ରେ ହାତୀ ଆତଙ୍କ ଦେଖିବାକୁ ମିଳିଛି । ଚନ୍ଦକା ଜଙ୍ଗଲରୁ ଗୋଟିଏ ହାତୀ ସହର ଭିତରକୁ ପଶି ଆସିଥିବା ଜଣାପଡିଛି । ସହର ଭିତରେ ହାତୀ ପଶି ପାଚେରୀ ଭାଙ୍ଗିବା ସହ ଗ୍ରୀଲକୁ ଶୁଣ୍ଢରେ ଭାଙ୍ଗି…
Read More...