Browsing Tag

bhubaneswar news

ଆସନ୍ତା ୨୦ ଯାଏ ରାଜ୍ୟରେ ଲଘୁଚାପର ପ୍ରଭାବ ରହିବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଉତ୍ତର - ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳରେ ରହିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରବିବାର ଦିନ ଉତ୍ତର ଓଡ଼ିଶା ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାସହ…
Read More...

ଚେନ୍ନାଇର ଚୋଳମଣ୍ଡଳ ଶିଳ୍ପୀଗ୍ରାମଠାରେ ଓଡିଶା ଆଦିବାସୀ ଚିତ୍ରକଳା ପ୍ରଦର୍ଶନୀ : ଚିତ୍ରରେ ଚିତ୍ରରେ ଆଦିବାସୀ କଳା ଓ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଚେନ୍ନାଇର ଚୋଳମଣ୍ଡଳ ଶିଳ୍ପୀଗ୍ରାମ ଆର୍ଟ ଗ୍ୟାଲେରୀଠାରେ ଓଡିଶାର ପ୍ରସିଦ୍ଧ ଆଦିବାସୀ ଚିତ୍ରକଳା ପ୍ରଦର୍ଶନୀକୁ ମୁଖ୍ୟ ଅତିଥି ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ରଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି ।…
Read More...

ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ବିକାଶ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଏକ ଘଣ୍ଟାରେ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି5T ଉପକ୍ରମରେ ପର୍ଯ୍ୟଟନ ବିଭାଗ ଜରିଆରେ ହେବ ବିକାଶସ୍ଥାପିତ ହେବ ବୀର ସୁରେନ୍ଦ୍ର ସାଏଙ୍କ ପୂର୍ଣାବୟବ ପ୍ରତିମୂର୍ତ୍ତୀସଂଗ୍ରହାଳୟ ଓ ପାଠାଗାର ପୁନଃ ଉଦ୍ଧାର ସହ ସ୍ମୃତି ସଦନ ହେବଖର୍ଚ୍ଚ ହେବ ୬ କୋଟି ୪୧ ଲକ୍ଷ ଟଙ୍କା : 5T ସଚିବଙ୍କ ସହ କଥା…
Read More...

ରୋଟାରୀ ଏଲିଟ’ର ଅଧିଷ୍ଠାନ ଦିବସ

ଭୁବନେଶ୍ୱର : ଭୁବନେଶ୍ୱରର ସ୍ଥାପିତ ରୋଟାରୀ ଏଲିଟର ୨୦୨୩-୨୪ ବର୍ଷ ପାଇଁ ଅଧିଷ୍ଠାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ରୋଟାରୀ ଏଲିଟର ନୂତନ କର୍ମକର୍ତାମାନେ ଦାୟିତ୍ୱ ଗ୍ରହଣ କରିଥିଲେ । ନୂତନ ସଭାପତି ଭାବେ ରୋଟାରୀଆନ ସୁବ୍ରତ ଦାସ ବିଦାୟୀ ସଭାପତି ଚିତ୍ତରଞ୍ଜନ ମିଶ୍ରଙ୍କଠାରୁ…
Read More...

ସୋଆ ପ୍ରତିଷ୍ଠାତା ସଭାପତି ପ୍ରଫେସର ଡ. ମନୋଜରଂଜନ ନାୟକଙ୍କୁ ‘ଶ୍ରୀ ବିମଳା ରହସ୍ୟ’ ଗ୍ରନ୍ଥ ଅର୍ପଣ

ଭୁବନେଶ୍ୱର : ଓଡ଼ିଶାର ଶ୍ରୀଜଗନ୍ନାଥ ସଂସ୍କୃତିଭିତ୍ତିକ ସଂଗଠନ ନୀଳାଦ୍ରି ଆଧ୍ୟାତ୍ମିକ ଟ୍ରଷ୍ଟ ପକ୍ଷରୁ ଶୁକ୍ରବାର ସୋଆ ପ୍ରତିଷ୍ଠାତା ସଭାପତି ପ୍ରଫେସର ଡ. ମନୋଜରଂଜନ ନାୟକଙ୍କୁ ଟ୍ରଷ୍ଟର ସଭାପତି ଦଇତାପତି ରାମଚନ୍ଦ୍ର ଦାସ ମହାପାତ୍ର, ସମ୍ପାଦକ ଗବେଷକ ଡ. ଭାସ୍କର ମିଶ୍ର, ବଡ଼ୁ ସୁଆର…
Read More...

ପଶ୍ଚିମ ଓଡିଶାରେ ‘ମୁଖ୍ୟମନ୍ତ୍ରୀ ସଭାଗୃହ’ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

୧୨୫ କୋଟି, ୨୦୦୦ ସଭାଗୃହ୩୩ କୋଟି ଟଙ୍କାର ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିସ୍ଥାପନପଶ୍ଚିମ ଓଡିଶାର ବିକାଶରେ WODC ମୁଖ୍ୟ ଭୂମିକା ଗ୍ରହଣ କରିଛିପଶ୍ଚିମ ଓଡିଶା ପାଇଁ ମୋର ସବୁ ବେଳେ ସ୍ୱତନ୍ତ୍ର ଧ୍ୟାନ ରହିଛି : ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପଶ୍ଚିମ…
Read More...

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ସହିଦନଗର ଏଏସ୍‌ଆଇ

ଭୁବନେଶ୍ଵର : ଭିଜିଲାନ୍ସ ଜାଲରେ ସହିଦନଗର ଏଏସ୍‌ଆଇ । ଏଏସ୍‌ଆଇ ମମତା ବସ୍ତିଆ ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଲା ଭିଜିଲାନ୍ସ । ଏକ ମାମଲାରେ ସହଯୋଗ କରିବା ପାଇଁ ଏତଲାକାରୀଙ୍କ ଠାରୁ ଲାଞ୍ଚ ନେଉଥିଲେ । ସମସ୍ତ ଲାଞ୍ଚ ଟଙ୍କା ଜବତ ହୋଇଛି । ମମତା ବସ୍ତିଆଙ୍କ ଦୁଇଟି ଘରେ ଚଢାଉ…
Read More...

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ : ସେତୁ ଯୋଜନାରେ ଚିତ୍ରକୋଣ୍ଡା ଓ କୋରୁକୁଣ୍ଡା ବ୍ଲକ୍‌ର ୧୦ ଗୋଟି ପଞ୍ଚାୟତ…

ସେତୁ ଯୋଜନା ବ୍ୟୟ ଅଟକଳ ୫୦ରୁ ୧୦୦ କୋଟି ଟଙ୍କାକୁ ବୃଦ୍ଧି ଭୁବନେଶ୍ୱର : ସେତୁ ଯୋଜନାରେ ସ୍ବାଭିମାନ ଅଞ୍ଚଳରେ ଦ୍ରୁତ ପରିବର୍ତ୍ତନକୁ ଉପଲବ୍‌ଧି କରି ଚିତ୍ରକୋଣ୍ଡା ବ୍ଲକ୍‌ର ଅବଶିଷ୍ଟ ୯ ଗୋଟି ପଞ୍ଚାୟତ ଯଥା – ଆନ୍ଦ୍ରପାଲ୍ଲୀ, ପଣସପୁଟ, ଜୋଡାମ୍ବୋ, ରାଲିଗଡା, ପେପରମେଟଲା, ବଡପଦା,…
Read More...

୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର : ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଜୁଲାଇ ୨୫ରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨୫ ତାରିଖ ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିବେ ଏବଂ ସନ୍ଧ୍ୟାରେ ରାଜଭବନରେ ଆଦିବାସୀ ସମ୍ପ୍ରଦାୟ ସହ ଆଲୋଚନା କରିବେ । ତାପରେ ଭୁବନେଶ୍ୱର, କଟକ ଓ…
Read More...

୫ଟି ଉପକ୍ରମରେ ଗୁପ୍ତେଶ୍ୱର ପୀଠର ହେବ ରୂପାନ୍ତର

-୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ-ପ୍ରାକୃତିକ ସୌନ୍ଦର୍ଯ୍ୟରେ କୌଣସି ଆଞ୍ଚ ନ ଆଣି ପୀଠର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର : କୋରାପୁଟ ଜିଲ୍ଲାର ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦ କୋଟି ଟଙ୍କା ମଞ୍ଜୁର…
Read More...