Browsing Tag

bhubaneswar news

ଆମ ପୋଖରୀ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟର ୧୧୫ଟି ପୌରାଞ୍ଚଳର ୨୦୦୦ଟି ବୃହତ ଜଳାଶୟର ନବୀକରଣ କରାଯିବ, ଦାୟିତ୍ୱ ନେବେ ମିଶନ ଶକ୍ତିର ମା' ଓ ଶିକ୍ଷିତ ଯୁବକ ଯୁବତୀଆମର ସାମାଜିକ ଓ ସାଂସ୍କୃତିକ ଜୀବନରେ ପୋଖରୀ ଖୁବ୍ ଗୁରୁତ୍ୱପୂର୍ଣ୍ଣସହରାଞ୍ଚଳର ଜନଜୀବନରେ ଗୁଣାତ୍ମକ ଉନ୍ନତି ଆସିବ : ମୁଖ୍ୟମନ୍ତ୍ରୀଆମ ଉପରେ…
Read More...

ବନ କର୍ମଚାରୀଙ୍କୁ ଦିଆଗଲା କ୍ଷମତା : ଆତ୍ମରକ୍ଷା ପାଇଁ ଚଳାଇପାରିବେ ଗୁଳି

ଭୁବନେଶ୍ୱର : ଆତ୍ମରକ୍ଷା ପାଇଁ ଏଣିକି ଗୁଳି ଚଳାଇ ପାରିବେ ବନ କର୍ମଚାରୀ । ଫରେଷ୍ଟଗାର୍ଡଠାରୁ ଆରମ୍ଭ କରି ଫରେଷ୍ଟର, ଡେପୁଟି ଫରେଷ୍ଟ ରେଞ୍ଜ ଅଫିସର, ଫରେଷ୍ଟ ରେଞ୍ଜ ଅଫିସର, ଆସିଷ୍ଟାଣ୍ଟ କନ୍‌ଜରଭେଟର ଅଫ୍‌ ଫରେଷ୍ଟ, ସବ୍‌-ଡିଭିଜନାଲ ଫେରେଷ୍ଟ ଅଫିସର, କନ୍‌ଜରଭେଟର ଅଫ୍‌ ଫରେଷ୍ଟ,…
Read More...

କଟକ, ବ୍ରହ୍ମପୁର ଓ ବୁର୍ଲା ତିନି ମେଡିକାଲ କଲେଜର ଅଗ୍ନି ସୁରକ୍ଷା ପାଇଁ ୪୫ ପଦବୀ ମଂଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ, ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ବୁର୍ଲା ଭିଏସ୍‌ଏସ୍‌ ମେଡିକାଲ କଲେଜ ଓ ହସ୍ପିଟାଲର ଅଗ୍ନି ସୁରକ୍ଷା ପାଇଁ ଅଗ୍ନିଶମ ବିଭାଗରେ ବିଭିନ୍ନ ସ୍ତରରେ ୪୫ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ…
Read More...

ରଥ ଅଘଟଣରେ ଗୁରୁତର ଥିବା ଭୋଇ ସେବକଙ୍କ ମୃତ୍ୟୁ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବଳଭଦ୍ରଙ୍କ ରଥ ଦଉଡ଼ି ଛିଡ଼ି ଗୁରୁତର ଥିବା ଭୋଇ ସେବକଙ୍କ ଭୁବନେଶ୍ୱର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ ଭୋଇ ସେବକଙ୍କ ନାଁ ନକୁଳ ଭୋଇ । ବାହୁଡ଼ା ଦିନ ସେ ଗୁରୁତର ହୋଇଥିଲେ । ବଳଭଦ୍ରଙ୍କ ରଥ ଦଉଡ଼ି ଛିଡ଼ିଯିବାରୁ…
Read More...

ଗୁରୁବାରଠୁ ଓଜେଇଇ କାଉନସେଲିଂ, ୧୫ ତାରିଖରେ ଚଏସ୍ ଲକିଂ ଓ ପଞ୍ଜିକରଣ

ଭୁବନେଶ୍ୱର : ଆଜିଠାରୁ ଓଜେଇଇ କାଉନସେଲିଂ ଆରମ୍ଭ ହେବ । ୱେବସାଇଡ୍ କାଉନସେଲିଂ ପ୍ରକ୍ରିୟାରେ ଟେକନିକାଲ୍ ୟୁଜି ପାଠ୍ୟକ୍ରମ ପାଇଁ ନାମଲେଖା ହେବ । ଏଥିରେ ବି-ଟେକ୍, ବି-ଆର୍କ, ବି-ସାଟ୍ ଏବଂ ଇଣ୍ଟିଗ୍ରେଟେଡ୍ ଏମ୍‌ଏସ୍‌ସି ପାଠ୍ୟକ୍ରମ ରହିଛି । ରାଜ୍ୟର ସବୁ ସରକାରୀ ଏବଂ ବେସରକାରୀ…
Read More...

ବାଲେଶ୍ୱର ସହରରେ ୨ ବସ୍‌ ମୁହାଁମୁହିଁ ଧକ୍କା, ଡ୍ରାଇଭର ସମେତ ୧୬ ଆହତ

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ବାଲେଶ୍ୱର ସହରରେ ୨ ବସ୍‌ ମୁହାଁମୁହିଁ ଧକ୍କା ହୋଇ ବସ୍‌ର ଡ୍ରାଇଭର ସମେତ ୧୬ ଜଣ ଆହତ ହୋଇଛନ୍ତି । ଟାମୁଳିଆ ଓଭର୍‌ ବ୍ରିଜ୍ ଉପରେ ୨ ବସ୍‌ ମୁହାଁମୁହିଁ ଧକ୍କା ହୋଇଥିବା କୁହାଯାଇଛି । ଆହତଙ୍କୁ ବାଲେଶ୍ୱର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି…
Read More...

୪ରେ ଲଘୁଚାପ, ୩ରୁ ଉପକୂଳ ଓ ଦକ୍ଷିଣରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ୪ ତାରିଖ ଆଡ଼କୁ ବଙ୍ଗୋପସାଗରରେ ଏକ ଲଘୁଚାପ ‌କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ୩ରୁ ୫ତାରିଖ ପର୍ଯ୍ୟନ୍ତ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍ଥାନୀୟ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି)…
Read More...

ନିଯୁକ୍ତି ପର୍ବ : ୨୦୯ ଜଣ ଭେଟେରିନାରି ଆସିଷ୍ଟାଣ୍ଟ ସର୍ଜନ ନିଯୁକ୍ତ

ପ୍ରାଣୀଧନର ବିକାଶରେ ରୂପାନ୍ତର ଆଣିବା ପାଇଁ 5T ଉପକ୍ରମର ପ୍ରୟୋଗ ପାଇଁ ନବନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶକେନ୍ଦ୍ରାପଡା, ଜଗତସିଂହପୁର, ପୁରୀ ଓ ଗଞ୍ଜାମ ଜିଲ୍ଲାର 14,228 ସାମୁଦ୍ରିକ ମତ୍ସ୍ୟଜୀବୀ ପରିବାରକୁ 21.34 କୋଟି ଜୀବିକା ସହାୟତା ପ୍ରଦାନପ୍ରତ୍ୟେକ ପରିବାରକୁ 15,000…
Read More...

ନବରଙ୍ଗପୁରର ଝରିଗାଁ ଉମରକୋଟ ରାସ୍ତା ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣାଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ନିର୍ଦ୍ଦେଶ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ଭୋର୍ ସମୟରେ ନବରଙ୍ଗପୁର ଜିଲ୍ଲା ଝରିଗାଁ ଉମରକୋଟ ରାସ୍ତାରେ ସଡକ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ…
Read More...

ବାହୁଡ଼ା ଯାତ୍ରା ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣାଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ନିର୍ଦ୍ଦେଶ ଭୁବନେଶ୍ୱର : ଗତକାଲି ବାହୁଡା ଯାତ୍ରା ସମୟରେ କେଉଁଝର ଜିଲ୍ଲା କେନ୍ଦୁଆ ଗ୍ରାମଠାରେ ୩ ଜଣ ଓ କୋରାପୁଟ ଜିଲ୍ଲା କୋଲାବ ନଗରଠାରେ ଜଣେ ବ୍ୟକ୍ତିଙ୍କ…
Read More...