Browsing Tag

bhubaneswar news

କେଉଁଝର ଟ୍ରକ ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା, ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ନିର୍ଦ୍ଦେଶ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ରାତିରେ କେଉଁଝର ଜିଲ୍ଲା ଷଠୀଘର ଠାରେ ହୋଇଥିବା ଟ୍ରକ ଦୁର୍ଘଟଣାରେ ପାଞ୍ଚ ଜଣ ଲୋକଙ୍କ ମୃତ୍ୟୁ ଘଟଣାରେ…
Read More...

ଦିଗପହଣ୍ଡି ବସ ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣାଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ନିର୍ଦ୍ଦେଶ ଭୁବନେଶ୍ୱର : ଆଜି ଭୋରରୁ ଗଞ୍ଜାମ ଦିଗପହଣ୍ଡିଠାରେ ହୋଇଥିବା ବସ ଦୁର୍ଘଟଣାରେ କିଛି ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ…
Read More...

ରବିବାର ଖୋଲା ରହିବ ଡାକ୍ତରଖାନା ପରିସର ବା ନିକଟରେ ଥିବା ଆହାର କେନ୍ଦ୍ରଗୁଡିକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ଡାକ୍ତଖାନା ପରିସରରେ ବା ନିକଟରେ ଥିବା ଆହାର କେନ୍ଦ୍ରଗୁଡିକ ଏଣିକି ରବିବାର ଦିନରେ ଖୋଲା ରହିବ । ଏ ନେଇ ଗୃହ ଓ ନଗରଉନ୍ନୟନ ବିଭାଗ ତରଫରୁ ସମସ୍ତ ମହାନଗର ନିଗମ କମିଶନର ତଥା ସିଟି ଆହାର ସମିତି ସଭାପତି ଏବଂ ଜିଲ୍ଲାପାଳ ତଥା ଜିଲ୍ଲା ଆହାର ସମିତିର…
Read More...

ଦିଗପହଣ୍ଡିରେ ବସ୍‌ ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦିଗପହଣ୍ଡିରେ ବସ୍‌ ଦୁର୍ଘଟଣାକୁ ନେଇ ଶୋକ ପ୍ରକାଶ କରି ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ମୃତକଙ୍କ ପରିବାରକୁ ୩ ଲକ୍ଷ ସହାୟତା ଘୋଷଣା କରାଯାଇଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫାଣ୍ଠିରୁ ଦିଆଯିବ ଏହି ସହାୟତା ।…
Read More...

ବର୍ଷାର ପ୍ରଭାବକୁ ନେଇ ୧୩ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ସକ୍ରିୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ସାରା ରାଜ୍ୟରେ ଜାରି ରହିଛି ବର୍ଷା । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୧୩ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ସୋନପୁର, ବୌଦ୍ଧ, ବଲାଙ୍ଗିର, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ନୂଆପଡ଼ା,…
Read More...

5-ଟି ଉପକ୍ରମରେ ନନ୍ଦନକାନନର ହେବ ରୂପାନ୍ତର

ଦୁଇଟି ପର୍ଯ୍ୟାୟରେ ରୂପାନ୍ତର ହେବ୨୦୨୩-୨୫ ଓ ୨୦୨୫-୨୮ପ୍ରଥମ ପର୍ଯ୍ୟାୟରେ ପ୍ରାଣୀ ଉଦ୍ୟାନ ଓ ବଟାନିକାଲ ଗାର୍ଡେନ୍‌ ଏବଂ ଦ୍ବିତୀୟ ପର୍ଯ୍ୟାୟରେ ଚୂଡଙ୍ଗ ଜଙ୍ଗଲ ଅଞ୍ଚଳର ବିକାଶ କରାଯିବପିଲାଙ୍କ ପାଇଁ ପ୍ରକୃତି ଶିକ୍ଷା ଉପରେ ଏକ ଆକର୍ଷଣୀୟ କେନ୍ଦ୍ର ହେବନନ୍ଦନକାନନରେ ପ୍ଲାଷ୍ଟିକ ବ୍ୟବହାର…
Read More...

୫ଟି ଉପକ୍ରମରେ ବାହାନଗା ହାଇସ୍କୁଲର ପୁନଃନିର୍ମାଣ ହେବ : ୨.୪୯ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବାଲେଶ୍ବର ଜିଲ୍ଲାର ବାହାନଗା ହାଇସ୍କୁଲର ୫ଟି ଉପକ୍ରମରେ ପୁନଃନିର୍ମାଣ ହେବ । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ କୋଟି ୪୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି । ସୂଚନାଯୋଗ୍ୟ ଯେ ଗତ ୨…
Read More...

ରାଜ୍ୟ ଆହାର ସୋସାଇଟିକୁ ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ଆହାର କେନ୍ଦ୍ର ପରିଚାଳନା ପାଇଁ ଗଠିତ ରାଜ୍ୟସ୍ତରୀୟ ଆହାର କମିଟିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ସୂଚନାଯୋଗ୍ୟ ଯେ, ୨୦୧୫-୧୬ରୁ ୨୦୨୧-୨୨ ପର୍ଯ୍ୟନ୍ତ…
Read More...

କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ନିଜ କଳାକୃତି ପ୍ରଦାନ କଲେ ଶିଳ୍ପୀ ଈଶ୍ୱର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଗତକାଲି ଭୁବନେଶ୍ୱରଠାରେ ଜଟଣୀ ଅଞ୍ଚଳର ଶିଳ୍ପୀ ଏଲ୍‌. ଈଶ୍ୱର ରାଓ ଭେଟି ଏକ ସୁକ୍ଷ୍ମ ରଥ ଓ ମହାପ୍ରଭୁଙ୍କ ବିଗ୍ରହର କଳାକୃତି ପ୍ରଦାନ କରିଛନ୍ତି ।
Read More...

‘ଭଏସ ଅଫ ଆଲୋକ’ରେ ଯୋଗ ଦେଲେ ବିଦେଶୀ କଳାକାର

ଭୁବନେଶ୍ୱର : ପ୍ରତି ରବିବାର ସନ୍ଧ୍ୟା ୬ଟାରେ ହେଉଥିବା "ପ୍ରତିଭାର ଖୋଜ୍" କାର୍ଯ୍ୟକ୍ରମର ପଞ୍ଚମ ଅଧ୍ୟାୟରେ ଯୋଗ ଦେଇଛନ୍ତି ବିଦେଶୀ କଳାକାର ମନୋଜ ପ୍ରସାଇ । ଶ୍ରୀ ପ୍ରସାଇ ହେଉଛନ୍ତି ସୁଦୂର କାଠମାଣ୍ଡୁ ନେପାଳ ବାସିନ୍ଦା । ପେଜ୍‌ର ସଭାପତି ତ୍ରିଲୋଚନ ସାହୁ ଅତି ସୁନ୍ଦର ଭାବରେ ତାଙ୍କ ସହ…
Read More...