ଅତି ଭୀଷଣ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ଭୀଷଣ ବର୍ଷା ସମ୍ଭାବନା ରହିଛି । ଅତି ଭୀଷଣ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲା ମଧ୍ୟରେ ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ରହିଛି ।!-->…
Read More...
Read More...