Browsing Tag

bhubaneswar news

ସରକାରୀ କର୍ମଚାରୀମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଦାୟିତ୍ୱ ନିର୍ବାହ ସମୟରେ ମୃତ୍ୟୁ କ୍ଷେତ୍ରରେ ସହାୟତା ରାଶିର ପରିମାଣ ୪ ଲକ୍ଷରୁ ୧୦ ଲକ୍ଷକୁ ବୃଦ୍ଧି ଭୁବନେଶ୍ୱର : ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶିର ପରିମାଣରେ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କିତ ପ୍ରସ୍ତାବକୁ…
Read More...

ପ୍ରକାଶ ପାଇଲା +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ୱର : ପ୍ରକାଶ ପାଇଲା ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ । ଦିନ ୧୧ ଟାରେ ରେଜଲ୍ଟ ପ୍ରକାଶ ପାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ପ୍ରକାଶ ପାଇଛି ପରୀକ୍ଷା ଫଳ । ରେଜଲ୍ଟ ବାହାରିବାର ଏକ ଘଣ୍ଟା ପରେ ଛାତ୍ରଛାତ୍ରୀ ୱେବସାଇଟରେ ସେମାନଙ୍କ ରେଜଲ୍ଟ…
Read More...

ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । ସକାଳ ୧୧ଟାରେ ପ୍ରକାଶ ପାଇବ ରେଜଲ୍ଟ ଏନେଇ CHSE ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି । ତାଙ୍କ ସୂଚନା ଅନୁସାରେ ଆସନ୍ତାକାଲି +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ ।
Read More...

ଜାତୀୟ ନାରୀ ଶକ୍ତି ଆଚିଭର୍ସ ସମ୍ମାନ ପାଇଲେ ଓଡିଶାର ମିନତୀ ବେହେରା

ଭୁବନେଶ୍ୱର : ଜାତୀୟ ନାରୀ ଶକ୍ତି ଆଚିଭର୍ସ ସମ୍ମାନ ପାଇଲେ ଓଡିଶାର ମିନତୀ ବେହେରା । ସୂଚନା ଅନୁସାରେ ଗୁରୁବାର ମେ ୨୫ ତାରିଖରେ ଆୟୋଜିତ ହୋଇଥିଲା ଦାଦା ସାହେବ ଫାଲକେ ଆଇକନ୍ ଆୱାର୍ଡ ଫିଲମ୍ସର ପୁରସ୍କାର ପ୍ରଦାନ ସମାରୋହ । ଦିଲ୍ଲୀରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ଏହି…
Read More...

କୁଆଖାଇ ନଦୀରେ ବୁଡ଼ିଗଲେ ୨ ଇଂଜିନିୟରିଂ ଛାତ୍ର

ଭୁବନେଶ୍ୱର : କୁଆଖାଇ ନଦୀରେ ୨ ଜଣ ଇଂଜିନିୟରିଂ ଛାତ୍ର ବୁଡ଼ି ଯାଇଥିବା ବେଳେ ଫଳରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଇନ୍ଦ୍ରପାଲରେ ଏହି ଅଘଟଣ ଘଟିଛି । ମୃତକ ଦ୍ୱୟ ହେଲେ ତମାଣ୍ଡୋର ସ୍ମୃତିସୌରଭ ପ୍ରଧାନ ଓ ରେଙ୍ଗାଲିର ସତ୍ୟଜିତ ଦାସ…
Read More...

ଜୁନ୍‌ ୧ରୁ ସ୍ୱତନ୍ତ୍ର ଓଜେଇଇ ଆବେଦନ

ଭୁବନେଶ୍ୱର : ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ)ର ଦ୍ୱିତୀୟ ତଥା ସ୍ୱତନ୍ତ୍ର ଓଜେଇଇ ପରୀକ୍ଷା ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି । ଜୁନ୍‌ ୧ରୁ ୮ ମଧ୍ୟରେ ଅନ୍‌ଲାଇନ୍‌ରେ ହେବ ଆବେଦନ । ଜୁନ୍‌ ୨୬ରୁ ୨୮ ତାରିଖ ମଧ୍ୟରେ ବିଟେକ୍‌, ଏଲଇ-ଟେକ୍‌(ଡିପ୍ଲୋମା), ଏମ୍‌ବିଏ, ଏମ୍‌ସିଏ ଏବଂ…
Read More...

୫-ଟି ଉପକ୍ରମରେ ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାରର ନବୀକରଣ କରାଯିବ

ୱାଇଫାଇ ସହିତ ଫୁଡ୍‌କୋଟ ସୁବିଧା ମିଳିବକ୍ୟାରିଅର କାଉନସେଲିଂ ଓ ମୋଟିଭେସନାଲ ଟକ୍‌ର ଆୟୋଜନ କରାଯିବବାପୁଜୀ ନଗରରେ ଖୋଲିବ ଜନ ଲାଇବ୍ରେରୀ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ଗତକାଲି ଭୁବନେଶ୍ୱରର…
Read More...

ଗ୍ରାମ୍ୟଉନ୍ନୟନ ବିଭାଗର ସମୀକ୍ଷା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗ୍ରାମ୍ୟଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ବିଭାଗର ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ବିଭାଗୀୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଆସନ୍ତା ଜୁନ ଶେଷ ସୁଦ୍ଧା ପ୍ରଥମ ତ୍ରୈମାସିକ ଅନୁଦାନ ସମ୍ପୂର୍ଣ୍ଣ ବ୍ୟୟ କରିବା…
Read More...

ଆସନ୍ତା ମେ’ ୨୮ରେ +୨ ରେଜଲ୍ଟ ତାରିଖ ଘୋଷଣା ହେବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆସନ୍ତା ମେ’ ୨୮ ତାରିଖରେ ଯୁକ୍ତ ୨ ରେଜଲ୍ଟ ତାରିଖ ଘୋଷଣା କରାଯିବ । ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ତାରିଖ ଘୋଷଣା ହେବ । ଏହାପରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶିତ ହେବ । ମେ’ ୩୦ କିମ୍ବା ୩୧ରେ ପ୍ରକାଶ ପାଇପାରେ ବିଜ୍ଞାନ ଓ…
Read More...

ନୂତନ ଓଏଏସ୍‌ ଅଧିକାରୀମାନଙ୍କୁ ନିର୍ବାଚିତ ସଂପର୍କିତ ତାଲିମ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ଏବଂ ଗୋପବନ୍ଧୁ ଏକାଡେମୀ ଅଫ୍‌ ଆଡ୍‌ମିନିଷ୍ଟ୍ରେସନ୍‌ର ମିଳିତ ଆନୁକୂଲ୍ୟରେ ୨୦୧୯ ବ୍ୟାଚ୍‌ର ନୂତନ ଭାବେ ନିଯୁକ୍ତି ପାଇ ଏକାଡେମୀରେ ତାଲିମ ନେଉଥିବା ୩୧ ଜଣ ଓଏଏସ୍‌ ଅଧିକାରୀମାନଙ୍କୁ ନିର୍ବାଚନ ସଂପର୍କିତ…
Read More...