Browsing Tag

bhubaneswar news

ସପ୍ତାହେ ବିଳମ୍ବରେ ଓଡ଼ିଶା ଆସିପାରେ ମୌସୁମୀ

ଭୁବନେଶ୍ୱର : ସପ୍ତାହେ ବିଳମ୍ବରେ ଓଡ଼ିଶା ଆସିପାରେ ମୌସୁମୀ । ରାଜ୍ୟର ପ୍ରାୟ ୧୮ ସହରର ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଥିବା ବେଳେ ତାଲିକାରେ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନ ରହିଥିଲା । ତେବେ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର…
Read More...

ଗଞ୍ଜାମ, ସମ୍ବଲପୁର ଏବଂ ଝାରସୁଗୁଡାର ନଅଟି ସହରରେ ଗଡିବ ମୋ’ ବସ୍‍

ଆବଶ୍ୟକତାକୁ ଦେଖି ଅନୁମୋଦନ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକସୂଚନା ଦେଲେ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗର ସ୍ୱତନ୍ତ୍ର ସଚିବ ଭୁବନେଶ୍ୱର : ସହରାଞ୍ଚଳରେ ଉନ୍ନତ ବସ୍ ସେବା ଯୋଗାଇବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋ' ବସ୍ ସେବାକୁ ସମ୍ବଲପୁର, ଝାରସୁଗୁଡା ଏବଂ…
Read More...

୨୪ଟି ନୂତନ ୧୦୮ ଜରୁରୀକାଳୀନ ଆମ୍ବୁଲାନ୍ସ ଏବଂ ୨୯୯ଟି ରୂପାନ୍ତରିତ ଅତ୍ୟାଧୁନିକ ଜୀବନରକ୍ଷାକାରୀ ଆମ୍ବୁଲାନ୍ସ…

ରାଜ୍ୟର ପ୍ରତ୍ୟେକ ବ୍ଲକକୁ ମିଳିବ ଅତ୍ୟାଧୁନିକ ଆମ୍ବୁଲାନ୍ସ ସେବା - ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ସନ୍ଧ୍ୟାରେ ନବୀନ ନିବାସଠାରେ ୨୪ଟି ନୂତନ ମୌଳିକ ଜୀବନ ରକ୍ଷାକାରୀ (Basic Life Support) ଆମ୍ବୁଲାନ୍ସ ଏବଂ ୨୯୯ଟି ରୂପାନ୍ତରିତ ଆତ୍ୟାଧୁନିକ…
Read More...

ପ୍ରକାଶ ପାଇଲା ମାଟ୍ରିକ ଫଳ

ଭୁବନେଶ୍ଵର : ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ । ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଆଜି ଦିନ ୧୦ଟାରେ କଟକ ବଜ୍ରକବାଟି ରୋଡ୍‌ସ୍ଥିତ ବୋର୍ଡର ମୁଖ୍ୟ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି । ଚଳିତ ବର୍ଷ ମାଟ୍ରିକ୍ ପାସ୍ ହାର ୯୬.୪୦ ପ୍ରତିଶତ ରହିଛି ।…
Read More...

ସ୍ୱାସ୍ଥ୍ୟ ସଚିବଙ୍କ ଦ୍ଵାରା ରଥଯାତ୍ରା ପାଇଁ ସ୍ୱାସ୍ଥ୍ୟସେବା ବ୍ୟବସ୍ଥା ସମୀକ୍ଷା

ଆଗୁଆ ପୂର୍ଣ୍ଣ ପ୍ରସ୍ତୁତିରେ ରହିବା ପାଇଁ ନିର୍ଦ୍ଦେଶଶ୍ରୀ ଜଗନ୍ନାଥ ମେଡିକାଲ କଲେଜ ଓ ହସ୍ପିଟାଲ ପରିଦର୍ଶନରୋଗୀମାନଙ୍କ ସହ ସିଧାସଳଖ ଆଲୋଚନା ଭୁବନେଶ୍ୱର/ପୁରୀ : ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଶାସନ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ ଗତକାଲି ପୁରୀ ଗସ୍ତ କରି ମହାପ୍ରଭୁଙ୍କ ଚଳିତବର୍ଷ…
Read More...

ରଥଖଳାରେ ୩୮ ଗୋଟି ଚକର ନିର୍ମାଣ କାର୍ଯ୍ୟ ଶେଷ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରଥଖଳାରେ ମେ' ମାସ ୧୬ ତାରିଖ ସୁଦ୍ଧା ତିନି ରଥର ୪୪ ଗୋଟି ଚକରୁ ୩୮ ଗୋଟି ଚକର ନିର୍ମାଣ କାର୍ୟ୍ୟ ଶେଷ ହୋଇଛି । ଏହା ବ୍ୟତୀତ ୩ଟି ରଥର ପାଞ୍ଚ ଗୋଟି ନାହାକା ଅଖ ନିର୍ମାଣ ମଧ୍ୟ ଶେଷ ହୋଇଥିବା ବେଳେ ନନ୍ଦିଘୋଷ ରଥ ଓ ଦର୍ପଦଳନ ରଥର ୨ ଟି ଲେଖାଏଁ ନିରାଡ଼ି…
Read More...

ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ସମୟରେ ସ୍ୱାସ୍ଥ୍ୟସେବା ବ୍ୟବସ୍ଥା ସୁନିଶ୍ଚିତ କରିବା ପାଇଁ ଓଡିଶା…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ସମୟରେ ସ୍ୱାସ୍ଥ୍ୟସେବା ବ୍ୟବସ୍ଥା ସୁନିଶ୍ଚିତ କରିବା ପାଇଁ ଓଡିଶା ହେଲ୍‌ଥ ଏଣ୍ଡ ଫେମିଲି ୱେଲଫେୟାର ଡିପାଟମେଣ୍ଟ ପକ୍ଷରୁ ସମୀକ୍ଷା କରାଯାଇଛି । ବିଭାଗୀୟ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ ପୁରୀ ଗସ୍ତ କରି…
Read More...

ମୃତ୍ତିକା ଓ ଜଳବାୟୁ ଅନୁକୂଳ ଫଳଚାଷ ଦ୍ୱରା ଚାଷୀଙ୍କ ଆୟ ବୃଦ୍ଧି ପାଇଁ ରାଜ୍ୟ ସରକାରଙ୍କ ଗୁରୁତ୍ୱାରୋପ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ୨୦୨୨-୨୩ ବର୍ଷରେ ଉଦ୍ୟାନ କୃଷି ଉତ୍ପାଦନ ମୋଟ ୧୩.୬୯ ମିଲିୟନ ଟନ୍‌ରୁ ଅଧିକ ହୋଇଛି । ମୃତ୍ତିକା ଓ ଜଳବାୟୁ ଅନୁକୂଳ ଫଳଚାଷ ଦ୍ବାରା ଚାଷୀଙ୍କ ଆୟ ବୃଦ୍ଧି ପାଇଁ ରାଜ୍ୟ ସରକାର ଗୁରୁତ୍ବାରୋପ କରୁଛନ୍ତି । ଫଳ ଓ ପନିପରିବା ସୁରକ୍ଷିତ ରଖିବା…
Read More...

ଆପୋସ ସମ୍ପର୍କ ସ୍ଥାପନ କରିବାରେ ସଂସ୍କୃତିର ଭୂମିକା ଗୁରୁତ୍ୱପୂର୍ଣ୍ଣ : ମୀନାକ୍ଷୀ ଲେଖୀ

ଭୁବନେଶ୍ୱରରେ ପ୍ରସିଦ୍ଧ ଉଦୟଗିରି ଗୁମ୍ଫା ପରିଦର୍ଶନ କଲେ ଜି-୨୦ ଦ୍ୱିତୀୟ ସଂସ୍କୃତି କାର୍ଯ୍ୟ ଗୋଷ୍ଠୀ ପ୍ରତିନିଧିବ୍ୟାପକ ବିଚାର ବିମର୍ଶ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ ଆଜି ଉଦଯାପିତ ହେଲା ଜି-୨୦ ସଂସ୍କୃତି କାର୍ଯ୍ୟ ଗୋଷ୍ଠୀର ଚାରିଦିନିଆ ବୈଠକ ଭୁବନେଶ୍ୱର, (ପିଆଇବି) :…
Read More...

ଅତିରିକ୍ତ ଯୋଗାଣ ଅଧିକାରୀ ସଞ୍ଜୟ ସାହୁଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ଵର : ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗର ଅତିରିକ୍ତ ଯୋଗାଣ ଅଧିକାରୀ ସଞ୍ଜୟ ସାହୁଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି । ଭୁବନେଶ୍ଵରର ୪ଟି, ଗଞ୍ଜାମର ୨ଟି, ମୟୂରଭଞ୍ଜର…
Read More...