Browsing Tag

bhubaneswar news

ପ୍ରକାଶ ପାଇଲା CBSEର ଦ୍ଵାଦଶ ରେଜଲ୍ଟ

ଭୁବନେଶ୍ୱର : ଆଜି ପ୍ରକାଶ ପାଇଛି ସିବିଏସଇ ଦ୍ଵାଦଶ ରେଜଲ୍ଟ । CBSE ଦ୍ୱାଦଶରେ ପାସ୍ ହାର ୮୭.୩୩% ରହିଛି । ୱେବ୍‌ସାଇଟ୍‌ରେ ପରୀକ୍ଷା ଫଳ ଉପଲବ୍ଧ । ଛାତ୍ରଛାତ୍ରୀ ଓ ଅଭିଭାବକମାନେ cbse.nic.in କିମ୍ବା cbseresults.nic.in ୱେବ୍‌ସାଇଟ୍‌ରୁ ରେଜଲ୍ଟ ଦେଖିପାରିବେ। ଏଥିସହ…
Read More...

ଆଜି ପ୍ରକାଶ ପାଇପାରେ CBSE ଦଶମ ଓ ଦ୍ୱାଦଶ ରେଜଲ୍ଟ

ଭୁବନେଶ୍ୱର : ଆଜି ପ୍ରକାଶ ପାଇପାରେ CBSE ଦଶମ ଓ ଦ୍ୱାଦଶ ରେଜଲ୍ଟ । ସକାଳ ୧୦ଟାରେ ଦଶମ ଓ ଦିନ ୧୨ଟାରେ +୨ ରେଜଲ୍ଟ ପ୍ରକାଶ ପାଇପାରେ । ଛାତ୍ରଛାତ୍ରୀ ଓ ଅଭିଭାବକମାନେ cbse.nic.in କିମ୍ବା cbseresults.nic.in ୱେବ୍‌ସାଇଟ୍‌ରୁ ରେଜଲ୍ଟ ଦେଖିପାରିବେ ।
Read More...

ଆଜି ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତ

ଭୁବନେଶ୍ୱର : ଆଜିଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର ସରସଂଘ ଚାଳକ ଡ. ମୋହନ ଭାଗବତ । ଶୁକ୍ରବାର ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ କଟକର ଗତିରାଉତପାଟଣାସ୍ଥିତ କେଶବଧାମକୁ ଯାତ୍ରା କରିବେ । କେଶବଧାମରେ ସଂଘର…
Read More...

ଛାତ୍ରଛାତ୍ରୀଙ୍କ ପାଇଁ ଦୁଇ ଦିନିଆ ଜୀବନ ଶିକ୍ଷା ଶିବିର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ନେତୃତ୍ୱ କୌଶଳ, ଜୀବନର ଲକ୍ଷ୍ୟ ସ୍ଥିର ତଥା ଆତ୍ମାବିଶ୍ୱାସ ବଢାଇବା ଉଦ୍ଦେଶ୍ୟରେ ସ୍ୱେଛାସେବୀ ଅନୁଷ୍ଠାନ ମହାଶକ୍ତି ଫାଉଣ୍ଡେସନ ଓ ଓଏସିଏସ୍ ଅଭିଯାନ ତରଫରୁ ଏକ ଦୁଇ ଦିନିଆ ତାଲିମ ଶିବିର ଭୁବନେଶ୍ୱର ଖଣ୍ଡଗିରି ସ୍ଥିତ ଧର୍ମ…
Read More...

୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜିଠୁ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ନବୀନ । ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ପଡ଼ିରହିଥିବା ସରକାରୀ କାର୍ଯ୍ୟର ସମୀକ୍ଷା କରିବେ । କେନ୍ଦ୍ର ସହିତ ରାଜ୍ୟର ବିଭିନ୍ନ ପ୍ରସଙ୍ଗର ସମୀକ୍ଷା କରିବା ପରେ ଆସନ୍ତା…
Read More...

୫-ଟି ସଚିବଙ୍କ ଗଜପତି ଗସ୍ତ

ବ୍ରହ୍ମପୁରରୁ ଜୟପୁର ବିଜୁ ଏକ୍ସପ୍ରେସ ୱେ -୨ର ନିର୍ମାଣ ଖୁବ ଶୀଘ୍ରତିନି ବର୍ଷରେ କାମ ସରିବ୩୦୫ କିଲୋମିଟର ଏହି ସଡକରେ ପାହାଡ ଖୋଳା ଯାଇ ଟନେଲ୍ ନିର୍ମାଣ କରାଯିବ, ଓଡିଶାରେ ଏହା ପ୍ରଥମବ୍ରହ୍ମପୁର ଠାରୁ ଜୟପୁର ଦୂରତା ୩ ଘଣ୍ଟା କମିବମୋହନାରୁ ବ୍ରହ୍ମପୁର ୪୫ ମିନିଟ୍ ଲାଗିବଡିସେମ୍ବର…
Read More...

ଶ୍ରୀମୟୀ ନୃତ୍ୟ ଅନୁଷ୍ଠାନ ଦ୍ଵାରା ବାର୍ଷିକ ଉତ୍ସବ ମୂକୁର ୨୦୨୩ ଆୟୋଜିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଶ୍ରୀମୟୀ ନୃତ୍ୟ ଅନୁଷ୍ଠାନ ଦ୍ଵାରା ଆୟୋଜିତ ବାର୍ଷିକ ଉତ୍ସବ ମୂକୁର ୨୦୨୩ ସ୍ଥାନୀୟ ଭଞ୍ଜ କଳା ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିଥି ଭାବେ ଓଡ଼ିଶା ସଂଗୀତ ନାଟକ ଏକାଡେମୀର ପୂର୍ବତନ ସଚିବ ଡକ୍ଟର ସୁଦ୍ଧା ମିଶ୍ର, ଡକ୍ଟର ନିତା ବହିଦାର, ସୁଶ୍ରୀ…
Read More...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନୀତିଶ କୁମାର

ବିହାର ଭବନ ପାଇଁ ପୁରୀରେ ଜମି ଦେବେ ଓଡିଶା ସରକାର ଭୁବନେଶ୍ୱର : ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଆଜି ମଧ୍ୟାହ୍ନରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ । ପରେ ସାମ୍ବାଦିକମାନଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ପୁରୀରେ ବିହାର…
Read More...

ସୂଚନା ଓ ଲୋକ ସମ୍ପର୍କ ନିର୍ଦ୍ଦେଶକଙ୍କ ସହ କ୍ଷୁଦ୍ର ଓ ମଧ୍ୟ ସମ୍ବାଦପତ୍ର ମହାସଂଘର ସଭାପତିଙ୍କ ଆଲୋଚନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡିଶାର ବିଭିନ୍ନ ଅଞ୍ଚଳରୁ ପ୍ରକାଶ ପାଇ ଆସୁଥିବା କ୍ଷୁଦ୍ର ଓ ମଧ୍ୟ ସମ୍ବାଦପତ୍ରଗୁଡିକ ବହୁ ଘାତ ପ୍ରତିଘାତ ଦେଇ ଗତି କରୁଛନ୍ତି । ଏ କ୍ଷେତ୍ରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଉକ୍ତ ସମ୍ବାଦପତ୍ରଗୁଡ଼ିକୁ ଅଧିକ ବିଜ୍ଞାପନ ପ୍ରଦାନ କରି ସେମାନଙ୍କ…
Read More...

ରାଜ୍ୟରେ ଆଗାମୀ ଦୁଇ ଦିନ ବଢ଼ିବ ତାତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଆଗାମୀ ଦୁଇ ଦିନ ବଢ଼ିବ ତାତି । ତାତି ବଢ଼ିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାରେ କୁହାଯାଇଛି ଯେ, ୨ରୁ ୩ ଡିଗ୍ରୀ ଯାଏଁ ବଢ଼ିବ ଦିନ ତାପମାତ୍ରା । କିଛି ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ରହିବ ପାରଦ । ୪ରୁ ୫ ଦିନ…
Read More...