କଂଗ୍ରେସ ଭବନରେ ପାଳିତ ହୋଇଛି ୭୯ତମ ସ୍ୱାଧୀନତା ଦିବସ : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ପିସିସି ସଭାପତି
ଭୁବନେଶ୍ୱର : ଦେଶ ପାଳୁଛି ୭୯ତମ ସ୍ୱାଧୀନତା ଦିବସ । ସ୍ୱାଧୀନତା ସଂଘର୍ଷର ପ୍ରତିଟି ମୁହୂର୍ତ୍ତକୁ ମନେପକାଉଛି ସାରାଦେଶ । ଦିଲ୍ଲୀ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେହିଭଳି ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସ୍ୱାଧୀନତା!-->…
Read More...
Read More...