ପ୍ରକାଶ ପାଇଲା ଜେଇଇ ମେନ ରେଜଲ୍ଟ, ପ୍ରିୟଙ୍କା ସର ଓଡ଼ିଶା ଟପ୍ପର
ଭୁବନେଶ୍ଵର : ପ୍ରକାଶ ପାଇଲା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଜେଇଇ) ମେନ ରେଜଲ୍ଟ । ୯୯.୯୮ ପ୍ରତିଶତ ସହ ପ୍ରିୟଙ୍କା ସର ରାଜ୍ୟ ଟପ୍ପର ହୋଇଛନ୍ତି । ସର୍ବଭାରତୀୟ ସ୍ତରରେ ସେ ୨୪୩ତମ ରାଙ୍କରେ ଅଛନ୍ତି । ଦେଶବ୍ୟାପୀ ୪୩ ପରୀକ୍ଷାର୍ଥୀ ୧୦୦ ପ୍ରତିଶତ ନମ୍ବର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି । ଏଥିରେ!-->…
Read More...
Read More...