ଆଜିଠୁ ଚନ୍ଦନ ଯାତ୍ରା
ଭୁବନେଶ୍ୱର : ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଠାରୁ ଆରମ୍ଭ ହେବ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଚନ୍ଦନ ଯାତ୍ରା । ଅସହ୍ୟ ଗରମ, ଗୁଳୁଗୁଳିରୁ ରକ୍ଷା ପାଇବା ପାଇଁ ମା’ ପାର୍ବତୀ, ମା’ ଦୁର୍ଗା ଓ ବାସୁଦେବଙ୍କ ସହ ଶ୍ରୀଲିଙ୍ଗରାଜ ବିନ୍ଦୁସାଗରରେ ଚାପ ଖେଳିବେ । ମହାପ୍ରଭୁଙ୍କ ଏହି ମାନବୀୟ!-->…
Read More...
Read More...