Browsing Tag

bhubaneswar news

ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ : ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଛାତ୍ରଛାତ୍ରୀଙ୍କ ଦ୍ୱାରା ଛାୟା ଜି-୨୦ ସମ୍ମିଳନୀ…

ଭୁବନେଶ୍ୱର, (ପିଆଇବି) : ଭାରତ ସରକାରଙ୍କ ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ଦ୍ୱାରା ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ପାଇଁ ଚୟନିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ, ଭୁବନେଶ୍ୱରର ଛାତ୍ରଛାତ୍ରୀଙ୍କ ଦ୍ୱାରା ଛାୟା ଜି-୨୦ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ପ୍ରତିଷ୍ଠାନର…
Read More...

ଭୁବନେଶ୍ୱର ସ୍ଥିତ ହୋଟେଲ ମେଫେୟାରରେ ଯୁବ ପ୍ରତିଭା ସମ୍ମାନରେ ସମ୍ବର୍ଦ୍ଧିତ ହେଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡିଶାର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ସିଲଭର ଲାଇନ ତରଫରୁ ଭୁବନେଶ୍ୱର ସ୍ଥିତ ହୋଟେଲ ମେଫେୟାରରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୁବ ପ୍ରତିଭା ସମ୍ମାନରେ ସମ୍ବର୍ଦ୍ଧିତ ହୋଇଛି ବଲାଙ୍ଗିରର ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ । ଏଥିପାଇଁ ବିଙ୍ଗ ହ୍ୟୁମାନ…
Read More...

ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମହାମହିମ ରାଜ୍ୟପାଳ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷର ପ୍ରଥମ ଦିନରେ ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଓଡ଼ିଶାକୁ ଦେଶର ଶ୍ରେଷ୍ଠ ରାଜ୍ୟ ଭାବେ ଗଢ଼ି ତୋଳିବାକୁ ସେ ସମସ୍ତଙ୍କୁ ଆହ୍ୱାନ…
Read More...

ହରିଶ୍ଚନ୍ଦ୍ର ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ପ୍ରତି ପଞ୍ଚାୟତ ପାଇଁ ୧୫ ହଜାର ଟଙ୍କାର ରିଭଲଭିଂ ଫଣ୍ଡମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ କୋଟି ଟଙ୍କା ମଞ୍ଜୁର ଭୁବନେଶ୍ୱର : ଗରିବ ଲୋକମାନେ ଯେପରି ତାଙ୍କ ପ୍ରିୟଜନଙ୍କ ଅନ୍ତେଷ୍ଟିକ୍ରିୟା ସଂପାଦନରେ କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର…
Read More...

ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜ୍ଞାପନ କରିଛନ୍ତି । ସେ ନିଜର ଟୁଇଟରରେ ଲେଖିଛନ୍ତି, ‘ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ । ମହାପ୍ରଭୁ…
Read More...

ପବିତ୍ର ପଣା ସଂକ୍ରାନ୍ତି ଉପଲକ୍ଷେ ରାଷ୍ଟ୍ରପତିଙ୍କ ଶୁଭେଚ୍ଛା ବାର୍ତ୍ତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପବିତ୍ର ପଣା ସଂକ୍ରାନ୍ତି ଉପଲକ୍ଷେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି ଯେ, ପବିତ୍ର ପଣା ସଂକ୍ରାନ୍ତି ଓଡ଼ିଶାର ପୁରପଲ୍ଲୀରେ ହର୍ଷୋଲ୍ଲାସରେ ପାଳିତ ହେଉଅଛି । ଏ ଅବସରରେ ପଣା ପାଣିର ଆସର ସାଙ୍ଗକୁ ବିଭିନ୍ନ…
Read More...

ଅଂଶୁଘାତ ପ୍ରତି ସାବଧାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଟାଣ ଖରାରେ ପଦାକୁ ବାହାରନ୍ତୁ ନାହିଁ । ଜରୁରୀ କାମରେ ବାହାରକୁ ଯିବାକୁ ହେଲେ କଳା ଚଷମା, ଚପଲ, ମୁଣ୍ଡରେ ଓଦା ଗାମୁଛା ଏବଂ ଛତା ବ୍ୟବହାର କରନ୍ତୁ । ସାଥୀରେ ପାଣି ବୋତଲ ନିଅନ୍ତୁ, ହାଲୁକା ଏବଂ ଢିଲା ପୋଷାକ ପରିଧାନ କରନ୍ତୁ । ଅଂଶୁଘାତ ପ୍ରତି ସାବଧାନ…
Read More...

ପ୍ରଚଣ୍ଡ ଖରା : ଆହୁରି ୧ ଡିଗ୍ରୀ ବୃଦ୍ଧି ପାଇ ପାରେ ତାପମାତ୍ରା, ୮ଟି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହକୁ ନେଇ ୟେଲୋ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପ୍ରଚଣ୍ଡ ଖରା ଯୋଗୁଁ ତତଲା ତାୱା ପାଲଟିଛି ସାରା ଓଡ଼ିଶା । ପାରଦ ଦିନକୁ ଦିନ ଉପରମୁହାଁ ହେବାରେ ଲାଗିଛି । ଗୁରୁବାର ଦିନ ରାଜ୍ୟର ୨୫ଟି ସହରରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରେକର୍ଡ ହୋଇଥିବା ବେଳେ ୮ ସହରର ପାରଦ ୪୨ ଡିଗ୍ରୀ ପାର୍‌ କରିଛି । ୪୩.୫…
Read More...

ମୁଖ୍ୟ ଶାସନ ସଚିବ ଓ ‘୫-ଟି’ ସଚିବଙ୍କ ବାଗ୍ଚୀ-ଶ୍ରୀ ଶଙ୍କର କ୍ୟାନ୍ସର ହସ୍ପିଟାଲ୍ ଓ ଗବେଷଣା କେନ୍ଦ୍ର…

• ଡାକ୍ତରଖାନା ଗୃହ ପ୍ରତିଷ୍ଠା ପୂଜାରେ ଯୋଗଦାନ• ଡାକ୍ତରଖାନା ବିକାଶରେ ଆନୁଷଙ୍ଗିକ ସହଯୋଗ ରହିବ-ମୁଖ୍ୟ ଶାସନ ସଚିବ• ଆଗାମୀ ଶ୍ରୀଗୁଣ୍ଡିଚାରୁ ରୋଗୀ ସେବା ଆରମ୍ଭ - ସୁବ୍ରତୋ ବାଗ୍ଚୀ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ରାଜ୍ୟ ଉନ୍ନୟନ…
Read More...

ଛାତ୍ରୀ ପରିଷଦର ୪୩ତମ ବାର୍ଷିକ ଉତ୍ସବ

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ସ୍ଥାନୀୟ ନଳିନୀ ଦେବୀ ଶିକ୍ଷକ ଶିକ୍ଷା ମହିଳା ମହାବିଦ୍ୟାଳୟ ଛାତ୍ରୀ ପରିଷଦର ୪୩ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷା ଡକ୍ଟର ଗାୟତ୍ରୀ ମହାନ୍ତିଙ୍କ ପୌରାହିତ୍ୟରେ ସଭାକାର୍ଯ୍ୟ ସମ୍ପାଦିତ ହୋଇଥିଲା । ଡକ୍ଟର…
Read More...