Browsing Tag

bhubaneswar news

ମର୍ଣ୍ଣିଂୱାକ ଯିବାବେଳେ ବୃଦ୍ଧଙ୍କୁ ଚାପିଦେଲା ଟ୍ରକ୍‌

ଭୁବନେଶ୍ଵର : ମର୍ଣ୍ଣିଂୱାକ ସାରି ଫେରୁଥିଲେ । ମାଡିଗଲା ବାଲି ବୋଝେଇ ଟ୍ରକ୍‌ । ଭୁବନେଶ୍ଵର ସ୍ଥିତ ଗଣ୍ଡମୁଣ୍ଡା କଳାଭୂମି ନିକଟ ନିକଟରେ ଦୁର୍ଘଟଣା । ମୃତକ ଜଣକ ହେଲେ ସଦାନନ୍ଦ ସ୍ଵାଇଁ(୭୨) । ସେ ଖଣ୍ଡଗିରି ଛକରୁ ମର୍ଣ୍ଣିଂୱାକ ସାରି ଘରକୁ ଫେରୁଥିଲେ । ଗଣ୍ଡମୁଣ୍ଡା ସ୍ଥିତ କଳାଭୂମି
Read More...

ଆଜି ଓଡ଼ିଶାରେ ପ୍ରବଳ ବର୍ଷା : ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାଶ୍ୱର୍ବର୍ତ୍ତୀ ଝାଡ଼ଖଣ୍ଡ ଏବଂ ଓଡ଼ିଶାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ନୂଆପଡ଼ା, ବଲାଙ୍ଗିର ଓ କଳାହାଣ୍ଡିରେ ପ୍ରବଳ
Read More...

ଆସନ୍ତା ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା : ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ଆସନ୍ତା ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବ । ରବିବାର ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ହେବ । ବାହୁଡ଼ା ଦିନ ଏହା ଲଘୁଚାପ ରୂପ ନେବ । ଏହା ପ୍ରଭାବରେ ଆଜିଠାରୁ ପ୍ରବଳ ବର୍ଷା ହେବ । ୧୮ରେ ଆଉ ଏକ ଘୂର୍ଣ୍ଣିବଳୟ ହେବ ଓ ଏହା ଲଘୁଚାପରେ ପରିଣତ ହେବ । ୧୪ ଓ
Read More...

ବିମାନବନ୍ଦରରୁ ୧୫ କେଜି ଗଞ୍ଜେଇ ଜବତ

ଭୁବନେଶ୍ୱର : ଆଜି ଭୁବନେଶ୍ୱର ବିମାନବନ୍ଦରର କାର୍ଗୋ କମ୍ପ୍ଲେକ୍ସରେ ବିଭିନ୍ନ ଲଗେଜ୍‌ ଓ ପ୍ୟାକେଟ୍‌ ସବୁକୁ ସ୍କାନର୍‌ରେ ଯାଞ୍ଚ କରାଯାଉଥିଲା । ଏତିକିବେଳେ ଏକ ସନ୍ଦିଗ୍ଧ ପ୍ୟାକେଟ୍‌ ନଜରକୁ ଆସିଥିଲା । ତେଣୁ ସେହି ପ୍ୟାକେଟ୍‌କୁ ଭଲ ଭାବେ ଯାଞ୍ଚ କରାଯାଇଥିଲା ଏବଂ ସେଥିରେ ୧୫ କେଜି
Read More...

କଟକ ଘରୋଇ ନର୍ସିଂ ହୋମ୍ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବେଗ

ନର୍ସିଂ ହୋମ୍‌ର ସମସ୍ତ ରୋଗୀଙ୍କୁ ଅନ୍ୟ ଚିକିତ୍ସାଳୟରେ ଯଥାଶୀଘ୍ର ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେଚିକିତ୍ସାଳୟର ଅଗ୍ନି ନିରାପତ୍ତା ସମ୍ପର୍କରେ ତଦନ୍ତ ପାଇଁ ଅଗ୍ନିଶମ ବିଭାଗ ମହାନିର୍ଦ୍ଦେଶକଙ୍କୁ
Read More...

ବାରିପଦା ବସ୍ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ : ୨ ଲକ୍ଷ ଟଙ୍କା ଲେଖାଏଁ…

ମାଗଣାରେ ଆହତଙ୍କ ଉପଯୁକ୍ତ ଚିକିତ୍ସା ଲାଗି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର : ହାଇଦ୍ରାବାଦରୁ ଗୟା ଯାଉଥିବା ଏକ ବସ୍ ବାରିପଦା ଠାରେ ଦୁର୍ଘଟଣାଗ୍ରସ୍ତ ହୋଇ ୩ ଜଣ ବ୍ୟକ୍ତି ପ୍ରାଣ ହରାଇବା ଓ ୬ ଜଣ ଗୁରୁତର ଆହତ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ
Read More...

ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା, ଆଇନ ମନ୍ତ୍ରୀ ଓ ସଂସ୍କୃତି ମନ୍ତ୍ରୀଙ୍କୁ କାଲିଠାରୁ ନୀଳାଦ୍ରିବିଜେ ପର୍ଯ୍ୟନ୍ତ…

ରଥଯାତ୍ରାର ଅବଶିଷ୍ଟ ରୀତିନୀତି ଯେପରି ଶ୍ରୁଙ୍ଖଳିତ ହେବ, ସୁନିଶ୍ଚିତ କରିବାକୁ ପରାମର୍ଶ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ପୁରୀ ଯାଇ
Read More...

ସୁଦର୍ଶନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା

ସମ୍ମାନ ସ୍ୱରୂପ ଦୁଇ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିବାକୁ ଘୋଷଣାରଥଯାତ୍ରା ଠାରୁ ବାହୁଡା ମଧ୍ୟରେ ସୁଦର୍ଶନ ବାବୁ ଋଷିଆରେ ସମ୍ମାନିତ ହେବା ଏକ କଳାତ୍ମକ ସଂଯୋଗ, ଓଡ଼ିଆ ଅସ୍ମିତାକୁ ସୁଦର୍ଶନ ବାବୁ ବିଶ୍ୱ ସ୍ତରକୁ ନେଇଛନ୍ତି - ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ଆନ୍ତର୍ଜାତୀୟ
Read More...

ନାଗରିକ ସମାଜ, ବିଶେଷଜ୍ଞ ଓ ବିଭିନ୍ନ କ୍ଷେତ୍ରର ପ୍ରତିନିଧିଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ପ୍ରାକ୍ ବଜେଟ୍ ଆଲୋଚନା

ଅନ୍‌ଲାଇନ ମାଧ୍ୟମରେ ୧୨,୦୦୦ରୁ ଅଧିକ ମତାମତ ମିଳିଛି, ପୂର୍ବ ବର୍ଷ ତୁଳନାରେ ଏହା ପ୍ରାୟ ୬ ଗୁଣା ଅଧିକଲୋକଙ୍କ ସରକାର ପ୍ରସ୍ତୁତ କରିବ ‘ଲୋକଙ୍କ ବଜେଟ୍’, ସମସ୍ତଙ୍କ ଆଶା ଆକାଂକ୍ଷାକୁ ପ୍ରତିଫଳିତ କରିବ- ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ଆମର ବଜେଟ୍‌ଟି ଯେପରି ବାସ୍ତବରେ ‘ଲୋକଙ୍କ ବଜେଟ୍’
Read More...

ଆସନ୍ତାକାଲି ଠାରୁ ରାଜ୍ୟରେ ପ୍ରବଳ ବର୍ଷା : ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଠିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ଆସନ୍ତାକାଲି ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତା ୧୯ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । ପାଣିପାଗ
Read More...