Browsing Tag

bhubaneswar news

ଫୋନ୍‌ କଲ କରିବା ପରେ ବି ଆସିଲାନି ଆମ୍ବୁଲାନ୍ସ : ଠେଲା ଗାଡିରେ ମେଡିକାଲ ନେଲେ ପରିବାର ଲୋକେ

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ଫୋନ୍‌ କଲ୍‌ କରିବା ପରେ ବି ଆସିଲାନି ଆମ୍ବୁଲାନ୍ସ । ଠେଲା ଗାଡିରେ ମେଡିକାଲ ନେଲେ ପରିବାର ଲୋକେ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅଞ୍ଚଳରେ । ମୃତକ ଜଣକ ଜାରକା କୁମାରୀ ଅଞ୍ଚଳର ଅରଣ୍ୟ ଗୁଇଁଙ୍କ ସ୍ତ୍ରୀ…
Read More...

ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ

ଭୁବନେଶ୍ୱର : ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଗତକାଲି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଗତକାଲି ପୂର୍ବାହ୍ନରେ କଳିଙ୍ଗ ଷ୍ଟାଡିୟମ ପରିସରରେ ବିଭିନ୍ନ କ୍ରୀଡ଼ା ଶୃଙ୍ଖଳ ଛାତ୍ରୀ, ବିଭାଗର ମହିଳା କର୍ମଚାରୀ ଓ…
Read More...

‘ଜ୍ୱିଗାଟୋ’ ଚଳଚ୍ଚିତ୍ର ଉପରୁ ପ୍ରମୋଦ କର ଛାଡ କଲେ ରାଜ୍ୟ ସରକାର

ଭୁବନେଶ୍ୱର : ପ୍ରଖ୍ୟାତ ଅଭିନେତ୍ରୀ ନନ୍ଦିତା ଦାସଙ୍କ ନିର୍ଦ୍ଦେଶିତ ତଥା ବିଶିଷ୍ଟ ଅଭିନେତା କପିଲ ଶର୍ମାଙ୍କ ଅଭିନୀତ ‘ଜ୍ୱିଗାଟୋ’ ଫିଲ୍ମ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି । …
Read More...

ବି.ଏସ୍.କେ.ୱାଇର କ୍ଷେତ୍ରସ୍ତରୀୟ କାର୍ଯ୍ୟାୟନ ସମୀକ୍ଷା

ନିୟମିତ ତାଲିମ ଓ ଅନୁପ୍ରେରଣା ଶିବିର ଆୟୋଜନ ପାଇଁ ନିର୍ଦ୍ଦେଶ‘ମୋ ସରକାର’ ବ୍ୟବସ୍ଥା ମାଧ୍ୟମରେ ସଂଗ୍ରହ ହେଉଥିବା ଲୋକମତ ଉପରେ ଗୁରୁତ୍ୱ ଆରୋପବର୍ତ୍ତମାନ ସୁଦ୍ଧା ଅନୁବନ୍ଧିତ ହସ୍ପିଟାଲ୍ ସଂଖ୍ୟା ୬୨୬କୁ ବୃଦ୍ଧି ଭୁବନେଶ୍ୱର : ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବି.ଏସ୍.କେ.ୱାଇ)ର…
Read More...

ସୋନପୁର ଦୁର୍ଘଟଣାରେ ୩ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା, ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ଓ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ଘୋଷଣା ଭୁବନେଶ୍ୱର : ସୋନପୁରର ସଦର ବ୍ଲକର ଶରଧାବାଲି ସ୍କୁଲଠାରେ କାର୍‌ ଦୁର୍ଘଟଣାରେ ୩ ଜଣ ଛାତ୍ର ପ୍ରାଣ ହରାଇବା ଘଟଣାରେ…
Read More...

ମାର୍ଚ୍ଚ ୩୧ ଯାଏ ବଢ଼ିଲା ଓଜେଇଇ ଆବେଦନ

ଭୁବନେଶ୍ୱର : ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇର ଅନ୍‌ଲାଇନ ଆବେଦନର ଶେଷ ତାରିଖ ମାର୍ଚ୍ଚ ୨୦ ତାରିଖ ଥିଲା । ହେଲେ ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ଅନ୍‌ଲାଇନ୍‌ ଆବେଦନ ଗ୍ରହଣ କରିବାକୁ ସମୟସୀମା ବୃଦ୍ଧି କରାଯାଇଛି । ଯାହା ମାର୍ଚ୍ଚ ୩୧ ତାରିଖ ଦିନ ୧୧ଟା ଯାଏ ରହିଛି । ଏ…
Read More...

ଆମ ହସ୍ପିଟାଲ ଯୋଜନାର ତ୍ୱରିତ କାର୍ଯ୍ୟାନ୍ୱୟନ ଉପରେ ଗୁରୁତ୍ୱ

ପ୍ରକଳ୍ପର ପ୍ରଶାସନିକ ଅନୁମୋଦନ କ୍ଷମତା ଜିଲ୍ଲାପାଳଙ୍କୁ ପ୍ରଦାନକ୍ଷେତ୍ରସ୍ତରୀୟ କାର୍ଯ୍ୟାନ୍ୱୟନ ଓ ତଦାରଖ ପାଇଁ ଜିଲ୍ଲା କମିଟି ଗଠନ ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ୫-ଟି ନୀତି ଅନୁସାରେ ପ୍ରଣିତ ଆମ ହସ୍ପିଟାଲ ଯୋଜନା ଅନ୍ତର୍ଭୁକ୍ତ ହସ୍ପିଟାଲ ଗୁଡିକର ରୂପାନ୍ତରଣ କାର୍ଯ୍ୟ…
Read More...

ମା’ ଭଗବତୀ, ମା’ ମଙ୍ଗଳା ଓ ମା’ ଉଗ୍ରତାରାଙ୍କ ପୀଠର ମାଷ୍ଟର ପ୍ଲାନ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା…

5T ଉପକ୍ରମରେ କାର୍ଯ୍ୟକାରୀ ହେବ ଯୋଜନା ଭୁବନେଶ୍ୱର : ଓଡିଶା ଯୁଗେ ଯୁଗେ ଏକ ପ୍ରମୁଖ ଶକ୍ତିପୀଠ ଭାବରେ ପ୍ରସିଦ୍ଧ ଲାଭ କରିଛି । ଓଡିଶାର ବିଭିନ୍ନ ଅଞ୍ଚଳରେ ମା' ବିଭିନ୍ନ ରୂପରେ ପୂଜା ପାଇ ଆସୁଛନ୍ତି । ଶକ୍ତି ପୂଜାରେ ଚୈତ୍ର ମାସ ବିଶେଷ ଗୁରୁତ୍ୱ ବହନ କରିଥାଏ । ମା'ଙ୍କର ଚୈତ୍ର…
Read More...

ବିଦ୍ୟୁତ୍ ଆବଣ୍ଟନ ସଂସ୍କାର କମିଟି ଦ୍ୱାରା ୬୨୮୩ କୋଟି ଟଙ୍କା ଯୋଜନା ଅଟକଳ ଅନୁମୋଦନ

ଉପକୂଳବର୍ତ୍ତୀ ଅଞ୍ଚଳରେ ବାତ୍ୟା ପ୍ରତିରୋଧ କ୍ଷମତା ସଂପନ୍ନ ବିଦ୍ୟୁତ୍ ନେଟ୍ୱାର୍କ ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ବିଦ୍ୟୁତ୍ ଆବଣ୍ଟନ ସଂସ୍କାର କମିଟି ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି ।…
Read More...

ପ୍ରଫେସର ଚିତ୍ତରଞ୍ଜନ ଦାସଙ୍କ ଜନ୍ମ ଶତବାର୍ଷିକୀ ସମାରୋହ ପାଳିତ

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ପ୍ରଫେସର ଚିତ୍ତରଞ୍ଜନ ଦାସଙ୍କ ଜନ୍ମ ଶତବାର୍ଷିକୀ ସମାରୋହ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ବକ୍ତୃତାମାଳାର ଷଷ୍ଠ ସ୍ତବକ ପୁରୀର ଗାନ୍ଧୀ ସ୍ମୃତିପୀଠ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ପ୍ରଫେସର ଚିତ୍ତରଞ୍ଜନ ଦାସଙ୍କ ରଚିତ…
Read More...