ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ପାଇଁ ଟାସ୍କଫୋର୍ସ ଟିମ୍ ଗଠନ
ଭୁବନେଶ୍ବର : ରାଜ୍ୟରେ ଡ୍ରାଇଭର ମହାସଂଘ ପକ୍ଷରୁ ଆନ୍ଦୋଳନ ଜାରି ରହିଛି । ଅତ୍ୟାବଶ୍ୟକ ସାମଗ୍ରୀ ଉପରେ ଏହାର ପ୍ରଭାବ ପଡୁଛି । ଅଧିକାଂଶ ସ୍ଥାନରେ ଅତ୍ୟାବଶ୍ୟକ ସାମଗ୍ରୀ ନେଇ ଆସୁଥିବା ଟ୍ରକକୁ ଡ୍ରାଇଭରମାନେ ଅଟକାଉଥିବାର ଦେଖିବାକୁ ମିଳିଛି । ଏହାକୁ ଦୃଷ୍ଟିରେ ରଖି ପରିବହନ ବିଭାଗ!-->…
Read More...
Read More...