ଗିନିଜ ବୁକ୍ ଅଫ୍ ୱାର୍ଲ୍ଡ ରେକର୍ଡରେ ସ୍ଥାନ ପାଇଲା ବିର୍ସା ମୁଣ୍ଡା ହକି ଷ୍ଟାଡିୟମ
ଭୁବନେଶ୍ୱର : ବିଶ୍ୱର ସର୍ବବୃହତ ଷ୍ଟାଡିୟମ ରାଉରକେଲା ସ୍ଥିତ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ୍ ଗିନିଜ୍ ବୁକ୍ ଅଫ୍ ୱାର୍ଲ୍ଡ ରେକର୍ଡରେ ସ୍ଥାନ ପାଇଛି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସମ୍ମାନିତ କରାଯାଇଛି ।
ପୁରସ୍କାର ଗ୍ରହଣ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ!-->!-->!-->…
Read More...
Read More...