Browsing Tag

bhubaneswar news

ଆସନ୍ତା ମାର୍ଚ୍ଚ ୧୦ରୁ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର : ଆସନ୍ତା ମାର୍ଚ୍ଚ ୧୦ରୁ ୧୭ତାରିଖ ପର୍ଯ୍ୟନ୍ତ ଚାଲିବ ମାଟ୍ରିକ ପରୀକ୍ଷା । ଏଥର କପି ରୋକିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍ୱତନ୍ତ୍ର ସ୍କ୍ୱାଡ ବ୍ୟବସ୍ଥା କରାଯାଇଛି । ପରୀକ୍ଷା ସେଣ୍ଟରଗୁଡ଼ିକୁ ସ୍କ୍ୱାଡ ଅଚାନକ ଗସ୍ତ କରିବେ । ଏଥିସହ ସମସ୍ତ କେନ୍ଦ୍ରରେ…
Read More...

ଇଫିକୋ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧ କୋଟି ଓ ଶ୍ରୀ ଜଗନ୍ନାଥ ମନ୍ଦିରକୁ ୧୧ ଲକ୍ଷ ଟଙ୍କା ଦାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦେଶର ସର୍ବବୃହତ ସାର ପ୍ରସ୍ତୁତକାରୀ ତଥା ବିଶ୍ୱର ସର୍ବ ବୃହତ୍ତମ ସମବାୟ ସଂସ୍ଥା ଇଣ୍ଡିଆନ୍ ଫାର୍ମରସ୍ ଫର୍ଟିଲାଇଜର୍ କୋଅପରେଟିଭ୍ ଲିଃ (ଇଫିକୋ) ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧ କୋଟି ଟଙ୍କା ଦାନ କରାଯାଇଛି । ଆଜି ରାଜ୍ୟ ଲୋକସେବା…
Read More...

କିସରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ଭୁବନେଶ୍ୱର : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୭ତମ ଜୟନ୍ତୀ ଅବସରରେ କିସ୍‍ ପରିସରରେ ସ୍ଥାପିତ ସ୍ୱର୍ଗତ ବିଜୁବାବୁଙ୍କ ପ୍ରତିମୂର୍ତ୍ତି ଅନାବରଣ କରାଯାଇଛି । କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ପ୍ରତିମୂର୍ତ୍ତିକୁ ଅନାବରଣ କରି ସ୍ୱର୍ଗତ ବିଜୁବାବୁଙ୍କ ପ୍ରତି…
Read More...

୨୬ରେ ଭଦ୍ରକ ଆସିବେ ଅମିତ ଶାହ

ଭୁବନେଶ୍ୱର : ଓଡିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ମାର୍ଚ୍ଚ ୨୬ ତାରିଖରେ ଭଦ୍ରକ ସମାବେଶରେ ଯୋଗ ଦେବେ ଅମିତ ଶାହ । ଏନେଇ ବିଜେପି ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନଙ୍କ ସୂଚନା ଦେଇଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳୀରେ ସମାବେଶ…
Read More...

ମୁଖ୍ୟମନ୍ତ୍ରୀଙ୍କ ପଶ୍ଚିମ ଓଡ଼ିଶା ଗସ୍ତକୁ ନରସିଂହ ମିଶ୍ରଙ୍କ ସମାଲୋଚନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀଙ୍କ ପଶ୍ଚିମ ଓଡ଼ିଶା ଗସ୍ତକୁ ନେଇ ନରସିଂହ ମିଶ୍ର କଡା ସମାଲୋଚନା କରିଛନ୍ତି । ସେ କହିଛନ୍ତି ଯେ, ନିର୍ବାଚନକୁ ଆଖିରେ ରଖି ନବୀନ ରୋଡ୍ ସୋ' କରୁଛନ୍ତି । ସ୍କୁଲରେ ରଙ୍ଗ ବୋଳି ଦେଲେ, କିନ୍ତୁ ଶିକ୍ଷକ ନାହାନ୍ତି, ମେଡିକାଲରେ ଡାକ୍ତର…
Read More...

ବିଜୁବାବୁଙ୍କ ଜୟନ୍ତୀ ଅବସରରେ ବରଗଡ, ନୂଆପଡା ଓ କଳାହାଣ୍ଡି ଜିଲ୍ଲାରେ ୩୦୮୧ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ପ୍ରକଳ୍ପ…

ଆମପାଣିରେ ବିଜୁ ଏକ୍ସପ୍ରେସ ଓ୍ଵେ ଲୋକାର୍ପିତବିଜୁ ଏକ୍ସପ୍ରେସ ଓ୍ଵେ କେବଳ ରାସ୍ତା ନୁହେଁ, ଏ ଅଞ୍ଚଳ ପାଇଁ ଜୀବନ ରେଖାବିଜୁ ଏକ୍ସପ୍ରେସ ଓ୍ଵେ ବିଜୁ ଅର୍ଥନୈତିକ କରିଡର ରୂପାନ୍ତର ଲକ୍ଷ୍ୟ ହାସଲରେ ମାଇଲଷ୍ଟୋନ ହେବ - ମୁଖ୍ୟମନ୍ତ୍ରୀମିଶନ ଶକ୍ତି ମା'ମାନଙ୍କୁ ୪୨ କୋଟି ଟଙ୍କାର ସହାୟତା  …
Read More...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀଙ୍କ ମୃତ୍ୟୁ ମାମଲା : ସରିଲା ପ୍ରୀତିମାନ ଓ ମାନସଙ୍କ ଲାଏ ଡିଟେକ୍ସନ୍‌ ଟେଷ୍ଟ୍‌

ଭୁବନେଶ୍ୱର/ବୁର୍ଲା/ବଲାଙ୍ଗିର : ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ସାହୁଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ପୁଲିସ ତଦନ୍ତକୁ ଜୋରଦାର କରିଛି । ଘଟଣାର ୬ ଦିନ ପରେ ବି ରହସ୍ୟ ଉନ୍ମୋଚନ ହୋଇପାରିନି । ପୁଲିସ ସବୁଆଡ଼ୁ ତଦନ୍ତକୁ ତ୍ୱରାନ୍ୱିତ କରିଛି । ଏକାଧିକ ଟିମ୍‌ ରାଜ୍ୟର ବିଭିନ୍ନ ସ୍ଥାନରେ…
Read More...

୫ଟି ସଚିବ ଭିକେ ପାଣ୍ଡିଆନଙ୍କ ମୟୂରଭଞ୍ଜ ଜିଲ୍ଲା ଗସ୍ତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୫ଟି ସଚିବ ଭିକେ ପାଣ୍ଡିଆନ ମୟୂରଭଞ୍ଜ ଜିଲ୍ଲା ଗସ୍ତ ଅବସରରେ ଗୁହାଳଡିହି ସବାଇ ଉତ୍ପାଦକ ଗୋଷ୍ଠୀର ମା’ମାନଙ୍କୁ ଭେଟିଛନ୍ତି । ସେମାନଙ୍କ କାର୍ଯ୍ୟର ଉଚ୍ଚ ପ୍ରଶଂସା କରିବା ସହ ମିଶନ ଶକ୍ତି ଓଡିଶା ମା’ଙ୍କୁ ଉଦ୍ୟୋଗୀ ଭାବେ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ…
Read More...

ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ଡାକୋଟା ବିମାନକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କର ଜନ୍ମ ବାର୍ଷିକୀ । ଏଥିପାଇଁ ବିଜେଡି ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ବିଜୁ ବାବୁଙ୍କ ସ୍ମୃତିରେ ଭୁବନେଶ୍ୱର ବିମାନବନ୍ଦର ସମ୍ମୁଖରେ ଥିବା ଡାକୋଟା ବିମାନକୁ ସର୍ବସାଧାରଣଙ୍କ ପାଇଁ ଲୋକାର୍ପଣ କରିଛନ୍ତି…
Read More...

ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ

ମହିଳା ସଶକ୍ତିକରଣ କେବଳ ଏକ ସ୍ଲୋଗାନ ନୁହେଁ, ଏବେ ଏହା ଏକ ବାସ୍ତବତା : ମୁଖ୍ୟମନ୍ତ୍ରୀଇନୋଭେସନ ଓ ଟେକ୍‌ନୋଲୋଜି ଦ୍ବାରା ଲିଙ୍ଗଗତ ବିଭେଦ ଦୂର କରାଯାଇ ସମାଜରେ ପରିବର୍ତ୍ତନ ଆସିପାରିବକିଶୋର କିଶୋରୀମାନଙ୍କ ପାଇଁ ମାସ୍କଟ ‘କୁନି’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀଆଉ ପଛକୁ ନୁହେଁ, ଏଣିକି…
Read More...