Browsing Tag

bhubaneswar news

ଭିଜିଲାନ୍ସ ଜାଲରେ କେବିକେର ଅତିରିକ୍ତ ମୁଖ୍ୟଯନ୍ତ୍ରୀ କନ୍ଦର୍ପ ପ୍ରଧାନ

ଭୁବନେଶ୍ୱର : ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡିଛନ୍ତି କେବିକେ ଭବାନୀପାଟଣାର କ୍ଷୁଦ୍ର ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ କନ୍ଦର୍ପ ପ୍ରଧାନ । ଆଜି ତାଙ୍କ ଘର ସମେତ ୮ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ାଉ କରିଥିବା ଜଣାପଡିଛି । ଆଜି ଅତିରିକ୍ତ…
Read More...

ସୁସ୍ଥ ହୋଇ ଫେରିଲେ କଳାହାଣ୍ଡି ମାଟିର ସ୍ନିଗ୍ଧାରାଣୀ

ଭବାନୀପାଟଣା, (କେପିଏନ୍‌ଏସ୍‌) : କଳାହାଣ୍ଡି ଜିଲ୍ଲାର ଏକ ବୈଦ୍ୟୁତିକ ଗଣମାଧ୍ୟମର ସାମ୍ବାଦିକା ନିକ୍କି ସ୍ନିଗ୍ଧାରାଣୀ ସିଂ ଅସୁସ୍ଥ ହୋଇ ପ୍ରଥମେ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଗତ ତା୬/୨/୨୦୨୩ରେ ଓ ପରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ କୈଣସି ସୁଧାର ନଆସିବାରୁ ତାଙ୍କୁ…
Read More...

ଭିଜିଲାନ୍ସ ଜାଲରେ ଖଣି ବିଭାଗର ଉପ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନା

ଭୁବନେଶ୍ଵର : ଭିଜିଲାନ୍ସ ଜାଲରେ ଖଣି ବିଭାଗର ଉପ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନା । ଉମେଶ ଚନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ରେଡ୍ କରିଥିବା ସୂଚନା ମିଳିଛି । ଭୁବନେଶ୍ଵର ଭିଏସ୍‌ଏସ୍‌ନଗର ଘର, ଅଫିସ, ପୈତୃକ ଘର ସମେତ ବିଭିନ୍ନ ସ୍ଥାନରେ ରେଡ୍ ଚାଲିଛି । ଚଢାଉ ବେଳେ ଅନେକ…
Read More...

ନକଲି ଔଷଧର ଉତ୍ତର ପ୍ରଦେଶ ଲିଙ୍କ୍ ଉପରେ କାର୍ଯ୍ୟାନୁଷ୍ଠାନ : ବଡ଼ଧରଣର ରାକେଟର ପର୍ଦ୍ଦାଫାଶ୍

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ନକଲି ଔଷଧ କାରବାର ବିରୁଦ୍ଧରେ ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଭାବେ ଉତ୍ତର ପ୍ରଦେଶ ଲିଙ୍କ୍ ସଙ୍କେତ ଉପରେ ଠୋସ୍ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି । ଓଡ଼ିଶା ସରକାର ଉତ୍ତର ପ୍ରଦେଶ ସରକାରଙ୍କୁ ଦେଇଥିବା ସୂଚନା ଓ ତଥ୍ୟ ଭିତ୍ତିରେ ଉତ୍ତର ପ୍ରଦେଶ…
Read More...

ମିଶନ ଶକ୍ତି କମ୍ୟୁନିଟି ପାର୍ଟନର ପାଇଲେ ୮ ହଜାର ସାଇକେଲ

ଆପଣମାନଙ୍କ ଭାଗିଦାରୀ ମିଶନଶକ୍ତିକୁ ଏକ ନମ୍ବର କାର୍ଯ୍ୟକ୍ରମ କରିପାରିଛି : ମୁଖ୍ୟମନ୍ତ୍ରୀସମୟ ବଞ୍ଚିବ, ଦକ୍ଷତା ବଢିବ : ମିଶନ ଶକ୍ତିର ମା' ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନସ୍ଥିତ କନଭେନସନ ହଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ…
Read More...

ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର : ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ୱିଟ୍‌ କରି କହିଛନ୍ତି, ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ' । 'ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର,…
Read More...

ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ ଅଧ୍ୟକ୍ଷ ଭାବେ ଶପଥ ନେଲେ ସୁରେଶ ଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର : ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗର ଅଧ୍ୟକ୍ଷ ଭାବେ ସୁରେଶ ଚନ୍ଦ୍ର ମହାପାତ୍ର ଶପଥ ଗ୍ରହଣ କରିଛନ୍ତି । ଏହି ଉପଲକ୍ଷେ ବୁଧବାର ରାଜଭବନରେ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ନବନିଯୁକ୍ତ ଅଧ୍ୟକ୍ଷ ଶ୍ରୀ ମହାପାତ୍ରଙ୍କୁ ଗୋପନୀୟତାର ଶପଥ…
Read More...

ନାଲକୋ ଦ୍ୱାରା ସ୍ୱେଛାକୃତ ରକ୍ତଦାନ ଶିବିର : ୬୮ ୟୁନିଟ ରକ୍ତ ସଂଗୃହିତ

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ନାଲକୋ ନଗରଠାରେ ଏକ ସ୍ଵେଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଭାରତ ସରକାରଙ୍କ ଖଣି ମନ୍ତ୍ରଣାଳୟ ଅଧିନସ୍ଥ ନବରତ୍ନ ମାନ୍ୟତା ପ୍ରାପ୍ତ ଉଦ୍ୟୋଗ ନ୍ୟାସନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ଼ (ନାଲକୋ) ଏବଂ ଅଗ୍ରଣୀ ସାମାଜିକ ଅନୁଷ୍ଠାନ ନାଲକୋ ମହିଳା…
Read More...

ଖୁବ୍‌ଶୀଘ୍ର ରାଜ୍ୟରେ ନିଯୁକ୍ତ ହେବେ ୪୦ ହଜାର ଶିକ୍ଷକ : ଶିକ୍ଷାମନ୍ତ୍ରୀ

ଭୁବନେଶ୍ୱର : ଖୁବ୍‌ଶୀଘ୍ର ରାଜ୍ୟର ପ୍ରାଥମିକ ସ୍କୁଲରେ ୨୦ ହଜାର ଶିକ୍ଷକ ଏବଂ ହାଇସ୍କୁଲରେ ୨୦ ହଜାର ଶିକ୍ଷକ ନିଯୁକ୍ତି ହେବେ । ଏନେଇ ବିଜ୍ଞାପନ ବାହାରି ସାରିଛି । ମୋଟ ୪୦ ହଜାର ଶିକ୍ଷକ ନିଯୁକ୍ତି ନିମନ୍ତେ ସରକାର ପଦକ୍ଷେପ ନେଇ ସାରିଥିବା ବୁଧବାର ଗଣମଧ୍ୟମକୁ ସୂଚନା ଦେଇଛନ୍ତି…
Read More...

ନୂତନ ମୁଖ୍ୟ ଶାସନ ସଚିବଙ୍କ ଦାୟିତ୍ୱ ଗ୍ରହଣ

ଭୁବନେଶ୍ୱର : ବରିଷ୍ଠ ଆଇଏଏସ୍‌ ଅଫିସର ପ୍ରଦୀପ କୁମାର ଜେନା ବୁଧବାର ରାଜ୍ୟର ନୂତନ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ମଙ୍ଗଳବାର ଶେଷ ହେବ । ପରେ ଶ୍ରୀ ଜେନା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି ।…
Read More...