Browsing Tag

bhubaneswar news

ମରାମତି ବେଳେ ହାଇଡ୍ରା ବେଲ୍ଟରୁ ଛିଡି ପଡିଲା ଡାକୋଟା

ଭୁବନେଶ୍ୱର : ସଂସ୍ଥାପନ ସମୟରେ ଛିଡ଼ିଲା ବିଜୁ ପଟ୍ଟନାୟକଙ୍କ ଡାକୋଟା ବିମାନ । ଭୁବନେଶ୍ୱର ଏୟାରପୋର୍ଟ ସାମ୍ନାରେ ବୁଧବାର ମରାମତି ବେଳେ ଏହା ହାଇଡ୍ରା ବେଲ୍ଟରୁ ଛିଡ଼ି ପଡ଼ିଥିଲା । ଫଳରେ ୨ ଜଣ କର୍ମଚାରୀ ଆହତ ହୋଇଥିବା ଜଣାପଡିଛି । ଆହତ କର୍ମଚାରୀଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି…
Read More...

ଆଉ ନାହାନ୍ତି ଓଡ଼ିଆ ଚଳଚ୍ଚିତ୍ର ଜଗତର ପରିଚିତ ଏବଂ ଜଣାଶୁଣା ଅଭିନେତା ପିଣ୍ଟୁ ନନ୍ଦ

ଭୁବନେଶ୍ୱର : ଆଉ ନାହାନ୍ତି ଓଡ଼ିଆ ଚଳଚ୍ଚିତ୍ର ଜଗତର ପରିଚିତ ଏବଂ ଜଣାଶୁଣା ଅଭିନେତା ପିଣ୍ଟୁ ନନ୍ଦ । ଡାକ୍ତରଙ୍କ ଅହରହ ଚେଷ୍ଟା, ସାଢ଼େ ୪ କୋଟି ଓଡ଼ିଆଙ୍କ ଭଲପାଇବା ଏବଂ ପ୍ରାର୍ଥନା ସତ୍ୱେ ସମସ୍ତଙ୍କୁ ଛାଡ଼ି ଚାଲି ଯାଇଛନ୍ତି ପିଣ୍ଟୁ ନନ୍ଦ । ବୁଧବାର ବିଳମ୍ବିତ ରାତି ପ୍ରାୟ ୧୧ଟା ୨୫ରେ…
Read More...

ପତ୍ର ସୂଚନା କାର୍ଯ୍ୟାଳୟର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କଲେ ରାଜେଶ ମଲହୋତ୍ରା

ଭୁବନେଶ୍ୱର, (ପିଆଇବି) : ରାଜେଶ ମଲହୋତ୍ରା ଆଜି ପତ୍ର ସୂଚନା କାର୍ଯ୍ୟାଳୟ(ପିଆଇବି)ର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଗତକାଲି ଏହି ପଦବୀରୁ ସତ୍ୟେନ୍ଦ୍ର ପ୍ରକାଶ ଅବସର ଗ୍ରହଣ କରିବା ପରେ ଶ୍ରୀ ମଲହୋତ୍ରା ତାଙ୍କ ସ୍ଥାନରେ ଯୋଗ ଦେଇଛନ୍ତି । ୧୯୮୯ ବ୍ୟାଚର…
Read More...

ତିନିଦିନିଆ ଓଡିଶା ଗସ୍ତରେ କେରଳର ନିର୍ବାଚିତ ପୌର ପ୍ରତିନିଧି ଓ ବିଭାଗୀୟ ଅଧିକାରୀ

ଭୁବନେଶ୍ୱର : କେରଳର କୋଝିକୋଡ ଏବଂ ପାଲକାଡ ପୌରାଞ୍ଚଳର ୨୧ ଜଣ ପ୍ରତିନିଧି ଏବଂ କାର୍ଯ୍ୟକର୍ତ୍ତା ଫେବୃଆରୀ ୨୮ରୁ ତିନି ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି । ପରିବେଶ ଓ ବିକାଶ କେନ୍ଦ୍ର (ସିଇଡି), ଭାରତ ସରକାରଙ୍କ ଗୃହ ଓ ନଗର ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ ଏକ ଜାତୀୟ ତାଲିମ…
Read More...

ନିକୁଞ୍ଜ ଧଳ ହେଲେ ସ୍ୱତନ୍ତ୍ର ରିଲିଫ କମିଶନର

ଭୁବନେଶ୍ୱର : ବରିଷ୍ଠ ଆଇଏଏସ୍‌ ନିକୁଞ୍ଜ ଧଳ ହେଲେ ସ୍ୱତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) । ପ୍ରଦୀପ ଜେନା ମୁଖ୍ୟ ଶାସନ ସଚିବ ହେବା ପରେ ନିକୁଞ୍ଜଙ୍କୁ ଏହି ଦାୟିତ୍ବ ଦିଆଯାଇଛି । ଏଥିସହ ନିକୁଞ୍ଜଙ୍କୁ ଏସିଏସ୍‌ ପାହ୍ୟା ମିଳିଛି । ଶକ୍ତି ସହ ଅବକାରୀ ସଚିବ ଦାୟିତ୍ବରେ ସେ ରହିବେ ।…
Read More...

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ପ୍ରଦୀପ ଜେନା

ଭୁବନେଶ୍ୱର : ଦାୟିତ୍ୱ ନେବା ପୂର୍ବରୁ ନୂତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଙ୍ଗଳବାର ଭେଟିଛନ୍ତି । ତାଙ୍କ ସହ ଉନ୍ନୟନ କମିଶନର ଅନୁ ଗର୍ଗ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି । ଏହି ଅବସରରେ ପୂର୍ବତନ ମୁଖ୍ୟ ଶାସନ ସଚିବ…
Read More...

ଦିନ ୧୧ଟାରୁ ୩ଟା ଶ୍ରମିକଙ୍କ କାମ ବନ୍ଦ

ଭୁବନେଶ୍ୱର : ଏପ୍ରିଲ୍‌ ମାସରେ ରୌଦ୍ରତାପ ବୃଦ୍ଧିକୁ ଦୃଷ୍ଟିରେ ରଖି ଅଂଶୁଘାତ ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ । ଏଣୁ ଏପ୍ରିଲ୍‌ ପହିଲାରୁ ଜୁନ୍‌ ୧୫ ତାରିଖ ପର୍ଯ୍ୟନ୍ତ ସକାଳ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକମାନେ ଖରାରେ କାମ କରିବେ ନାହିଁ । ଏଥିପାଇଁ ଶ୍ରମ ଓ କର୍ମଚାରୀ…
Read More...

ଟ୍ରେନି ଆଇଏଏସ୍‌ଙ୍କ ବିଏମ୍‌ସି ବସ୍ତି ପରିଦର୍ଶନ

ଭୁବନେଶ୍ୱର : ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌)କୁ ଉନ୍ନିତ ହୋଇଥିବା ୧୬ ଜଣ ଅଧିକାରୀ ବିଏମ୍‌ସିର ବିଭିନ୍ନ ବସ୍ତି ପରିଦର୍ଶନ କରିଛନ୍ତି । ଏହା ସହ ଭାରତ ଦର୍ଶନ କାର୍ଯ୍ୟକ୍ରମରେ ସାମିଲ ହୋଇ ରାଜ୍ୟ ସରକାରଙ୍କ ଜାଗା ମିଶନ ମଡେଲ ସମ୍ପର୍କରେ ପଚାରି ବୁଝିଛନ୍ତି ।
Read More...

ଆଇଏଏସ୍‌ ପ୍ରଦୀପ କୁମାର ଜେନାଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି

ଭୁବନେଶ୍ୱର : ଆଇଏଏସ୍‌ ପ୍ରଦୀପ କୁମାର ଜେନାଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି । ମାର୍ଚ୍ଚ ପହିଲାରୁ ଆଇଏଏସ୍ ପ୍ରଦୀପ ଜେନା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିବେ । ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ବିଜ୍ଞପ୍ତି ପ୍ରକାଶ…
Read More...

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ ଅଧ୍ୟକ୍ଷ ଭାବେ ନିଯୁକ୍ତି

ଭୁବନେଶ୍ୱର : ଆସନ୍ତା ୨୮ ତାରିଖରେ ମୁଖ୍ୟ ଶାସନ ସଚିବ ଭାବେ ଅବସର ନେବେ ଆଇଏଏସ୍ ସୁରେଶ ଚନ୍ଦ୍ର ମହାପାତ୍ର । ସୁରେଶ ଚନ୍ଦ୍ର ମହାପାତ୍ର ମୁଖ୍ୟ ଶାସନ ସଚିବ ଭାବେ ଅବସର ନେଉଥିବା ବେଳେ ସରକାର ତାଙ୍କୁ ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି । ଏନେଇ ଶକ୍ତି…
Read More...