Browsing Tag

bhubaneswar news

ଖୋର୍ଦ୍ଧା ରୋଡ୍-ବଲାଙ୍ଗିର ରେଳ ଲାଇନ ପ୍ରକଳ୍ପର ସୋନପୁର-ପୁରୁଣାକଟକ ରେଳ ସେକ୍ସନ ଯାଞ୍ଚ କଲେ ପୂର୍ବତଟ ରେଳପଥ…

ଭୁବନେଶ୍ୱର : ପୂର୍ବ ତଟ ରେଳପଥର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଆଜି ଓଡିଶାର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ରେଳ ଭିତ୍ତିଭୂମି ପ୍ରକଳ୍ପ ଖୋର୍ଦ୍ଧା ରୋଡ୍-ବଲାଙ୍ଗିର ନୂତନ ଲାଇନର ନିର୍ମାଣାଧୀନ ସୋନପୁର-ପୁରୁଣାକଟକ ରେଳ ସେକ୍ସନ ନିରୀକ୍ଷଣ କରିଛନ୍ତି । ପୂର୍ବତଟ ରେଳପଥ ମୁଖ୍ୟାଳୟର ବରିଷ୍ଠ
Read More...

ଚଳିତ ଆର୍ଥିକ ବର୍ଷରେ ଆଉ ୪୦ ହଜାର ନିଯୁକ୍ତି ଦେବେ ଓଡ଼ିଶା ସରକାର : ଏନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା । ଯୁବପିଢ଼ିଙ୍କ ପାଇଁ ବଡ଼ ଖବର । ଚଳିତ ଆର୍ଥିକ ବର୍ଷରେ ଆଉ ୪୦ ହଜାର ନିଯୁକ୍ତି ଦେବେ ଓଡ଼ିଶା ସରକାର । ଏନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆହୁରି କହିଛନ୍ତି ଯେ, ୫ ବର୍ଷରେ ୧ ଲକ୍ଷ ୫୦ ହଜାର ଖାଲି ପଦବୀ ପୂରଣ
Read More...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର

ଭୁବନେଶ୍ୱର : ଯାଜପୁର ସଦର ଥାନା ଅଞ୍ଚଳରେ ମର୍ମନ୍ତୁଦ ଦୁର୍ଘଟଣା । ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର । ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ମୃତକ ହେଉଛନ୍ତି କଳିନ୍ଦ୍ରା ବାଦ୍ ଗାଁର ନରେନ୍ଦ୍ର ନାୟକଙ୍କ ପୁଅ ଅର୍ଜୁନ ନାୟକ ।
Read More...

୭ ଦିନ ଯାଏଁ ଅସହ୍ୟ ତାତିରୁ ନିସ୍ତାର ନାହିଁ

ଭୁବନେଶ୍ୱର : ସକାଳ ୭ ଟା ୩୦ରୁ ତାତି । ଅସ୍ତ ବ୍ୟସ୍ତ କରୁଛି ଗରମ ଗୁଳୁଗୁଳି । ଅଧିକ ବାହାରେ ବୁଲିଲେ ମୁଣ୍ଡ ବୁଲେଇ ହୋଇ ପଡ଼ୁଛି । ରାଜ୍ୟରେ ଏବେ ବ୍ରେକ୍ ମନସୁନର ସ୍ଥିତି ଜାରୀ ରହିଥିବା ବେଳେ ଜଳୀୟ ବାଷ୍ପ ମଧ୍ୟ ରହୁଛି ପ୍ରଭାବରେ ଏଭଳି ସ୍ଥିତି ଅନୁଭୂତ ହେଇଛି । ଆସନ୍ତା ୩ ଦିନ ଯାଏଁ
Read More...

ଓଡ଼ିଶା ଗସ୍ତରେ ଆସି ହିସାବ ନେବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ବିଜେପି ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିବେ । ପୂର୍ତ୍ତି ଉତ୍ସବକୁ ସ୍ମରଣୀୟ ପାଇଁ ବିଜେପି ପକ୍ଷରୁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି । ଆସନ୍ତା ୧୨ ତାରିଖରେ ବିଶାଳ ରାଜ୍ୟସ୍ତରୀୟ ସମାରୋହ ଆୟୋଜନ ହେଉଛି ।
Read More...

ପିଆଇବି ଏବଂ ସିବିସି ଭୁବନେଶ୍ୱର କାର୍ଯ୍ୟାଳୟ ପରିଦର୍ଶନ କଲେ ପିଆଇବି ପ୍ରମୁଖ ମହାନିର୍ଦ୍ଦେଶକ ଧୀରେନ୍ଦ୍ର ଓଝା

ଭୁବନେଶ୍ୱର, (ପିଆଇବି) : ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି)ର ପ୍ରମୁଖ ମହାନିର୍ଦ୍ଦେଶକ ଧୀରେନ୍ଦ୍ର ଓଝା ଆଜି ପିଆଇବି ଭୁବନେଶ୍ୱର ଏବଂ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି) ଭୁବନେଶ୍ୱର କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି । ସେ
Read More...

ଆଜିଠୁ ଜନଶୁଣାଣି ପୋର୍ଟାଲରେ ଆରମ୍ଭ ହେବ ପଞ୍ଜୀକରଣ

ଭୁବନେଶ୍ୱର : ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଆସନ୍ତା ୯ ତାରିଖ ସୋମବାର ଦିନ ହେବ । ଶୁକ୍ରବାରଠୁ ଏହି ଅଭିଯୋଗ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ । ପୂର୍ବା ୧୧ଟାରୁ ଜନଶୁଣାଣି ପୋର୍ଟାଲ (janasunani.odisha.gov.in) ମାଧ୍ୟମରେ ଜିଲ୍ଲାପାଳ ଏବଂ ଜିଲ୍ଲା ଆରକ୍ଷୀ
Read More...

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି : ମୋହନ ସରକାରଙ୍କ ବର୍ଷେ ପୂର୍ତ୍ତିରେ ଦେବେ ଯୋଗ

ଭୁବନେଶ୍ୱର : ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ଖୁବଶୀଘ୍ର ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜ୍ୟରେ ବିଜେପି ସରକାରର ବର୍ଷେ ପୂର୍ତ୍ତି ଅବସରରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗ ଦେବେ । ଖବର ଅନୁଯାୟୀ, ଦୀର୍ଘ ବର୍ଷ ପରେ ରାଜ୍ୟରେ ବିଜେପି କ୍ଷମତାକୁ
Read More...

ଢେଙ୍କାନାଳରେ ପ୍ରାୟ ୩୦୮ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

୫୦ ହଜାର କୋଟିରୁ ଉର୍ଦ୍ଧ୍ୱ ୪ଟି ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ୩୦ ହଜାର କୋଟି ଟଙ୍କାର ଵ୍ୟୟ କେବଳ ସୋଲାର ଶକ୍ତି ଶିଳ୍ପ ସମ୍ବଳିତ ପ୍ରକଳ୍ପଶିଳ୍ପ ସ୍ଥାପନରେ ପ୍ରାୟ ୨୬,୪୦୦ ଯୁବକ ଯୁବତୀ ପାଇବେ ନିଯୁକ୍ତିଢେଙ୍କାନାଳ ହେବ ଓଡିଶାର ସୌର ଶକ୍ତି ସମୃଦ୍ଧ ଜିଲ୍ଲାସ୍ପୋର୍ଟ୍ସ
Read More...

କାମ ଚାଲିଥିବା ବେଳେ ଭୁଶୁଡ଼ିଲା କୋଠା : ୩ ଶ୍ରମିକ ମୃତ

ଭୁବନେଶ୍ୱର: ଭୁବନେଶ୍ୱର ପୋଖରୀପୁଟ ଲିଙ୍ଗରାଜ ବିହାରରେ ଅଘଟଣ । ଏକ ପୁରୁଣା ଘର ଭାଙ୍ଗିବା ବେଳେ ଛାତ ଭୁଶୁଡ଼ିପଡ଼ିବାରୁ ୩ଜଣ ଶ୍ରମିକ ଚାପି ହୋଇଯାଇଥିଲେ । ଚାପି ହୋଇଯାଇଥିବା ଶ୍ରମିକଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଶ୍ରମିକଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ
Read More...