Browsing Tag

bhubaneswar news

ଓଡିଶା ପ୍ରଦେଶ ଛାତ୍ର କଂଗ୍ରେସର ସାଧାରଣ ସମ୍ପାଦକ ତାଲିକାରେ ବଲାଙ୍ଗିରର ନୀତିଶ ପଧାନ

ରାଷ୍ଟ୍ରୀୟ ଓ ରାଜ୍ୟ ନେତୃତ୍ୱଙ୍କୁ ଅଭିନନ୍ଦନ ଓ କୃତଜ୍ଞତା ପ୍ରକାଶ କଲେ ଭୁବନେଶ୍ୱର : ଓଡ଼ିଶା ପ୍ରଦେଶ ଛାତ୍ର କଂଗ୍ରେସ(ଏନ୍‌ଏସ୍‌ୟୁଆଇ)ର ସାଧାରଣ ସମ୍ପାଦକ ପଦରେ, ନିତିଶ ପାଧାନଙ୍କୁ ନିର୍ବାଚିତ କରାଯାଇଛି ।ଏବଂ ତାଙ୍କ ସହ ୮ ଜଣ ଉପସଭାପତି, ୩୧ ଜଣ ସାଧାରଣ ସମ୍ପାଦକ ଏବଂ ୩୮ ଜଣ…
Read More...

ଆସନ୍ତାକାଲି ବାଲେଶ୍ୱର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି

ଭୁବନେଶ୍ୱର : ବାଲେଶ୍ୱର ଏଫଏମ କଲେଜ ପୀଡିତା ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ନେଇ ଆସନ୍ତା ୧୬ ତାରିଖ ବୁଧବାର ବାଲେଶ୍ୱର ଜିଲ୍ଲା ବନ୍ଦ ଡାକରା ଦେଇଛି ବିଜେଡି । ସୌମ୍ୟାଶ୍ରୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଏହି ବନ୍ଦ ଡାକରା ଦେଇଛି ବିଜେଡି । ବୁଧବାର ସକାଳ ୬ଟାରୁ ଅପରାହ୍ନ ୨ଟା…
Read More...

୧୭ରେ ଓଡ଼ିଶା ବନ୍ଦ ଡାକରା : ବନ୍ଦ ରହିବ ଦୋକାନ-ବଜାର

ଭୁବନେଶ୍ୱର : ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି ରାଜନୈତିକ ଦଳ । ବାଲେଶ୍ୱର ଘଟଣାକୁ ବିରୋଧ କରି କଂଗ୍ରେସ ଏହି ଡାକରା ଦେଇଛି । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳ ବନ୍ଦ ଡାକରାରେ ସାମିଲ ହେବେ । ଘଟଣାରେ ନ୍ୟାୟିକ ତଦନ୍ତ ଦାବି କରି ଏହି ଡାକରା ଦିଆଯାଇଛି । ଏହି ସମୟରେ ସ୍କୁଲ,…
Read More...

ଏହା ଯୋଜନାବଦ୍ଧ ଅନ୍ୟାୟ : ଛାତ୍ରୀ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ବାଲେଶ୍ୱର ଏଫଏମ କଲେଜ ପୀଡ଼ିତା ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଶୋକସନ୍ତପ୍ତ ପରିବାରକୁ ସେ ଗଭୀର ସମବେଦନା ଜଣାଇଛନ୍ତି । ଏହା ସହ ରାଜ୍ୟ ସରକାରଙ୍କ ବ୍ୟବସ୍ଥାକୁ ସମାଲୋଚନା କରିଛନ୍ତି । ଏହାସହ ଘଟଣାରେ ରାଜ୍ୟପାଳଙ୍କ…
Read More...

ଜୀବନ ଯୁଦ୍ଧରେ ହାରିଗଲେ ପୀଡ଼ିତା : ଭୁବନେର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ଭୁବନେଶ୍ୱର : ଜୀବନ ସହ ସଂଘର୍ଷ କରି ହାରିଗଲେ ପୀଡ଼ିତା । ଭୁବନେଶ୍ୱରରେ ଏମ୍ସରେ ଚିକିତ୍ସିତ ହେଉଥିବା ବାଲେଶ୍ୱର ଫକୀର ମୋହନ କଲେଜ ପୀଡିତାଙ୍କ ମୃତ୍ୟୁ ହୋଇଛି । ଏନେଇ ହସ୍ପିଟାଲ ପକ୍ଷରୁ ସ୍ପଷ୍ଟ କରାଯାଇଛି । ତାଙ୍କ ଦେହାନ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ…
Read More...

ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା : ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି

ଭୁବନେଶ୍ୱର : ବାଲେଶ୍ୱର ଫକୀର ମୋହନ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀ ଜଣକ ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ସୋମବାର ଏମସ ସମାବର୍ତ୍ତନ ଉତ୍ସବକୁ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କାର୍ଯ୍ୟକ୍ରମ ସାରି ବର୍ଣ୍ଣ ୟୁନିଟ ଯାଇ…
Read More...

ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର : ବାଲେଶ୍ୱର ଏଫଏମରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଗୁରୁତର ଛାତ୍ରୀଙ୍କୁ ଭେଟିବାକୁ ଏମ୍ସରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତାଙ୍କ ସହ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ମଧ୍ୟ ରହିଛନ୍ତି । ଉଭୟ ଏମ୍ସରେ ପହଞ୍ଚି ବର୍ଣ୍ଣ ୟୁନିଟ ଆଇସିୟୁକୁ ଯାଇ ପ୍ରଥମେ…
Read More...

ରାତି ପାହିଲେ ଶ୍ରାବଣ ମାସର ପ୍ରଥମ ସୋମବାର

ଭୁବନେଶ୍ୱର : ରାତି ପାହିଲେ ଶ୍ରାବଣ ମାସର ପ୍ରଥମ ସୋମବାର । ମହାଦେବଙ୍କୁ ଜଳଲାଗି କରିବେ କାଉଡ଼ିଆ ଭକ୍ତ । ଶ୍ରାବଣ ମାସକୁ ଅନ୍ୟତମ ପବିତ୍ର ମାସ ଭାବେ ଗଣନା କରାଯାଏ । ଏହି ମାସକୁ ଶିବଭକ୍ତମାନେ ଅନେଇ ବସିଥାନ୍ତି । କେହି କେହି ଶ୍ରାବଣ ମାସର ପ୍ରଥମ ସୋମବାର ମହାଦେବଙ୍କୁ ଜଳଲାଗି କରୁଥିବା…
Read More...

ରାଜ୍ୟରେ ଆରମ୍ଭ ହୋଇଛି ଅରଫାନ ସର୍ଭେ – ୨୦୨୫

ପିତୃମାତୃହୀନ ଶିଶୁଙ୍କର ଚିହ୍ନଟ ଅଭିଯାନଓଡ଼ିଶାରେ ଆରମ୍ଭ ହେଇଛି ଅରଫାନ ସର୍ଭେ ଭୁବନେଶ୍ୱର : ଶିଶୁ ଅଧିକାର ଓ କଲ୍ୟାଣକୁ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ରାଜ୍ୟରେ ଆରମ୍ଭ ହୋଇଛି ଅରଫାନ ସର୍ଭେ - ୨୦୨୫ ଜୁଲାଇ ୧୧ ତାରିଖରେ ଆରମ୍ଭ ହୋଇଥିବା ଏହି ଅଭିଯାନରେ ଅଙ୍ଗନବାଡି କର୍ମୀମାନେ…
Read More...

ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି : ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ୱର : ରାଷ୍ଟ୍ରପତିଙ୍କ ଆଗମନ ପାଇଁ ଆଜି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୁଲିସ କମିଶନର ସୁରେଶ ଦେବଦତ୍ତ ସିଂ, ଡିସିପି ଜଗମୋହନ ମୀନା ଓ ଅତିରିକ୍ତ କମିଶନର ନରସିଂହ ଭୋଳ ଏମ୍‌ସରେ ସୁରକ୍ଷା ବ୍ୟବସ୍ଥା ତଦାରଖ କରିଛନ୍ତି । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ୫୦ ପ୍ଲାଟୁନ ଫୋର୍ସ…
Read More...