Browsing Tag

bhubaneswar news

ମୁଖ୍ୟ ଶାସନ ସଚିବଙ୍କ ଦେଓମାଳି ଓ କୋଟିଆ ଗସ୍ତ

ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କୋରାପୁଟ ଜିଲ୍ଲାର ଦେଓମାଳି ଓ କୋଟିଆ ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ଦେଓମାଳୀଠାରେ ଇକୋ ଟୁରିଜିମ କାର୍ଯ୍ୟର ଅଗ୍ରଗତି ସଂପର୍କରେ ସମୀକ୍ଷା କରିବା ସହ ଚାରା ରୋପଣ କରିଥିଲେ । ସେହିଭଳି କୋଟିଆରେ ସରକାରଙ୍କ…
Read More...

କୃଷିର ବିକାଶ ପାଇଁ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି ରାଜ୍ୟ ସରକାର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକାର କୃଷିର ବିକାଶ ପାଇଁ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି । ଧାନ ଓ ଅନ୍ୟାନ୍ୟ ଖାଦ୍ୟ ଶସ୍ୟର ସହାୟକ ମୂଲ୍ୟ ଠାରୁ ଆରମ୍ଭ କରି କୃଷକ କଲ୍ୟାଣ କାର୍ୟ୍ୟକ୍ରମ, ଜଳସେଚନ, ସାର ଓ କୀଟନାଶକ ଯୋଗାଣ, ଉତ୍ପାଦିତ ସାମଗ୍ରୀର ବଜାର ବ୍ୟବସ୍ଥା ଆଦି ପଦକ୍ଷେପ…
Read More...

ଫେବୃଆରୀ ଶେଷ ସୁଦ୍ଧା ତାପମାତ୍ରା ଆହୁରି ବଢ଼ିବ : ୩ରେ ଭୁବନେଶ୍ୱରରେ ୪୨ ଛୁଇଁପାରେ

ଭୁବନେଶ୍ୱର : ଫେବୃଆରୀ ଶେଷ ସୁଦ୍ଧା ଅର୍ଥାତ୍‌ ୨୮ ତାରିଖରୁ ତାତି ବଢ଼ିଯିବ । ମାର୍ଚ୍ଚ ୨ ଓ ୩ ତାରିଖ ସୁଦ୍ଧା ଆଭ୍ୟନ୍ତର ଓଡ଼ିଶାରେ ତାପମାତ୍ରା ୪୦ଡିଗ୍ରୀ ପାର୍‌ କରିବ । ୩ ତାରିଖରେ ରାଜଧାନୀ ତାପମାତ୍ରା ୪୨ଡିଗ୍ରୀ ଛୁଇଁପାରେ । ଆଗକୁ ପ୍ରଚଣ୍ଡ ତାତି ଆଶଙ୍କାକୁ ନେଇ ଏଭଳି ସତର୍କ…
Read More...

ବିମାନ ବନ୍ଦର ଭିତରୁ ଉଦ୍ଧାର ହେଲା ନାଗସାପ

ଭୁବନେଶ୍ୱର : ବିଜୁ ପଟ୍ଟନାୟକ ବିମାନ ବନ୍ଦର ଭିତରୁ ଉଦ୍ଧାର ହେଲା ୪ ଫୁଟ୍‌ ଲମ୍ବର ନାଗସାପ । ଏହି ସାପଟି ବିମାନବନ୍ଦର ପରିସରରେ ପୁରୁଣା ଆପ୍ରନରୁ ବାହରି ନବ ନିର୍ମିତ ଆପ୍ରନରେ ପହଞ୍ଚି ଗୋଟିଏ ସ୍ଥାନରେ ସ୍ଥିର ହୋଇ ଶୋଇ ରହିଥିଲା । ସିଆଇଏସ୍‌ଏଫ୍ ଯବାନମାନେ ନାଗସାପଟିକୁ ଘେରି ରହିଥିଲେ ।…
Read More...

ସରକାରୀ ସ୍କୁଲ ପିଲାଙ୍କୁ ମାଗଣାରେ ମିଳିବ ଡାଇରୀ, ନୋଟ୍‌ ବୁକ୍‌

ଭୁବନେଶ୍ୱର : ସ୍କୁଲ ପିଲାଙ୍କ ପାଠପଢା ପାଇଁ ସରକାର ସବୁ ପ୍ରକାର ସୁବିଧା ଯୋଗାଇ ଦେବେ । ଏଣିକି ସରକାରୀ ସ୍କୁଲରେ ପଢୁଥିବା ପିଲାଙ୍କୁ ଷ୍ଟୁଡେଣ୍ଟ ଡାଏରୀ ସହିତ ନୋଟ୍‌ ବୁକ୍‌ ମଧ୍ୟ ମିଳିବ ବୋଲି ଶନିବାର ଗଣ ଶିକ୍ଷାମନ୍ତ୍ରୀ ସମୀର ଦାସ ଶନିବାର ସୂଚନା ଦେଇଛନ୍ତି । ପ୍ରଥମ ପର୍ଯ୍ୟାୟରେ…
Read More...

ମୁଖ୍ୟ ଶାସନ ସଚିବଙ୍କ କୋରାପୁଟ ଜିଲ୍ଲା ଗସ୍ତ ଓ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ସମୀକ୍ଷା

ଗୁପ୍ତେଶ୍ୱର ମନ୍ଦିର ମାଷ୍ଟର ପ୍ଲାନ ଏବଂ ବିମାନ ବନ୍ଦର ସଂପ୍ରସାରଣ ନେଇ ଅଧିକାରୀମାନଙ୍କ ସହ ଆଲୋଚନା ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କୋରାପୁଟ ଜିଲ୍ଲା ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ଶ୍ରୀ ମହାପାତ୍ର ଜୟପୁରରେ ପହଞ୍ଚିବା ପରେ ସେଠାରୁ…
Read More...

ସଡ଼କ ଦୁର୍ଘଟଣାକୁ ନେଇ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଯାଜପୁର ଜିଲ୍ଲା ନେଉଳପୁରଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଯାଇଛି । ମୃତକମାନେ ପଶ୍ଚିମବଙ୍ଗର ହୋଇଥିବା ସୂଚନା ମିଳିଛି । ଦୁର୍ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ…
Read More...

ମେ’ ୮ରୁ ଆରମ୍ଭ ହେବ ଓଜେଇଇ

ସିବିଟି ମୋଡ୍‌ରେ ହେବ ପରୀକ୍ଷା ଭୁବନେଶ୍ୱର : ଆସନ୍ତା ମେ' ୮ତାରିଖରୁ ଆରମ୍ଭ ହେବ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇ । ଯାହା ମେ ମାସ ୧୨ ତାରିଖରେ ସରିବ । ଛାତ୍ରଛାତ୍ରୀମାନେ ଓଜେଇଇରେ ର‍୍ୟାଙ୍କ୍‌ ହାସଲ କରିବା ପରେ ରାଜ୍ୟରେ ଥିବା ବିଭିନ୍ନ ସରକାରୀ ଓ ଘରୋଇ…
Read More...

ନବୀନଙ୍କୁ ଭେଟିଲେ ଗ୍ରାମୀ ଆୱାର୍ଡ ବିଜେତା ରିକି କେଜ୍‌

ଭୁବନେଶ୍ୱର : ତୃତୀୟ ଥର ପାଇଁ ଗ୍ରାମୀ ଆୱାର୍ଡ ପ୍ରାପ୍ତ ଭାରତୀୟ ସଙ୍ଗୀତକାର ତଥା ପରିବେଶବିତ୍‌ ଡ. ରିକି କେଜ୍‌ ଶୁକ୍ରବାର ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ଏହି ଅବସରରେ ନିକଟ ଅତୀତରେ ତୃତୀୟ ଥର ପାଇଁ ଗ୍ରାମୀ ଆୱାର୍ଡ ପ୍ରାପ୍ତ ହୋଇଥିବାରୁ…
Read More...

ମୁଖ୍ୟମନ୍ତ୍ରୀ ସଡକ ଯୋଜନାରେ ରାସ୍ତାର ଉନ୍ନତିକରଣ ନିମନ୍ତେ ଖୁବ୍ ଶୀଘ୍ର ଆରମ୍ଭ ହେବ ପ୍ରକ୍ରିୟା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦୟା ୱେଷ୍ଟ କେନାଲ ସଂଲଗ୍ନ ରାସ୍ତାର ଉନ୍ନତିକରଣ ନିମନ୍ତେ ପ୍ରକ୍ରିୟା ଖୁବ୍ ଶୀଘ୍ର ଆରମ୍ଭ କରାଯିବ। ଏହା ଦ୍ୱାରା କଟକର ବାରଙ୍ଗ ଏବଂ ଜଟଣୀର ରେତଙ୍ଗ ମଧ୍ୟରେ ସିଧାସଳଖ ସଡ଼କ ସଂଯୋଗ ହୋଇପାରିବ । ଏଥିସହ କଟକ ପୁରୀ ରୋଡଠାରୁ ରବି ଟକିଜ ଏବଂ ଜୟଦେବ ବିହାର…
Read More...