ଜାତୀୟ ଦଳଗତ ଚେସ୍ ପ୍ରତିଯୋଗିତାରେ ଓଡ଼ିଶା ମହିଳା ଓ ପୁରୁଷ ଦଳ ପୁରସ୍କୃତ
ଭୁବନେଶ୍ୱର, (କେପିଏନ୍ଏସ୍) : ତାମିଲନାଡୁର ପୋଲାଚୀଠାରେ ଚଳିତ ମାସ ୧୦ରୁ ୧୬ ପର୍ଯ୍ୟନ୍ତ ଜାତୀୟ ଦଳଗତ ଚେସ୍ (ପୁରୁଷ ଓ ମହିଳା) ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଂଶଗ୍ରହଣ କରିଥିବା ଓଡ଼ିଶା ମହିଳା ଓ ପୁରୁଷ ଦଳ ୭ମ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଛନ୍ତି ।!-->…
Read More...
Read More...