Browsing Tag

bhubaneswar news

ନିଆରା ପ୍ରକ୍ରିୟାରେ ଲୋକଙ୍କୁ ସଡ଼କ ସୁରକ୍ଷା ନିୟମ ପାଳନ କରିବାକୁ ସଚେତନ କରିଲେ ‘ଜୟ ଓଡ଼ିଶା’ର…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ସଡ଼କ ସୁରକ୍ଷା ସଚେତନତା ନିମନ୍ତେ, ଓଡ଼ିଶାର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ 'ଜୟ ଓଡ଼ିଶା' ଓ ଡିଷ୍ଟ୍ରିକ୍ଟ ଲିଗାଲ ସର୍ଭିସ୍ ଅଥରିଟି ତଥା କମିଶନରେଟ ପୋଲିସ ଭୁବନେଶ୍ଵର-କଟକର ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱରର ବିଭିନ୍ନ ଟ୍ରାଫିକ ପୋଷ୍ଟରେ ଏକ ନିଆରା…
Read More...

ଆଜି ଅପରାହ୍ନରେ ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର : ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିବ । ପରେ ମନ୍ତ୍ରୀ ପରିଷଦର ବୈଠକ ଅନୁଷ୍ଠିତ ହେବ । କ୍ୟାବିନେଟ୍‌ ବୈଠକରେ ରାଜ୍ୟ ବଜେଟକୁ ଅନୁମୋଦନ ମିଳିବ ବୋଲି ସୂଚନା ମିଳିଛି । ଚଳିତ ମାସ ୨୧ରୁ ବିଧାନସଭା ଅଧିବେଶନ ଆରମ୍ଭ…
Read More...

ଖୋର୍ଦ୍ଧାରୋଡ-ବଲାଙ୍ଗିର ରେଳ ପ୍ରକଳ୍ପ : ୬୮ କି.ମି. ରେଳ ଲାଇନ ପାଇଁ ଜଙ୍ଗଲ ଜମିକୁ ମିଳିଲା ଅନୁମତି

ଭୁବନେଶ୍ୱର : ଖୋର୍ଦ୍ଧାରୋଡ-ବଲାଙ୍ଗିର ରେଳ ଲାଇନ ପ୍ରକଳ୍ପରେ ଜଙ୍ଗଲ ଜମିକୁ ଫରେଷ୍ଟ କ୍ଲିଅରାନ୍ସ ବା ଜଙ୍ଗଲ ଅନୁମତି ମିଳିଥିବା ସୂଚନା ମିଳିଛି । ଏହି ପ୍ରକଳ୍ପରେ ଜଙ୍ଗଲ ଜମି ମୁଖ୍ୟ ସମସ୍ୟା ହୋଇ ରହିଥିଲା । ଏବେ ପୁରୁଣାକଟକରୁ ଦଶପଲ୍ଲା ଯାଏଁ ୬୮ କି.ମି. ଜଙ୍ଗଲ ମନ୍ତ୍ରଣାଳୟର ଅନୁମତି…
Read More...

ଇସ୍ରୋରୁ ଆସିଥିବା ବୈଜ୍ଞାନିକମାନଙ୍କ ଦ୍ୱାରା ଭୁବନେଶ୍ଵର ଅନ୍ଧାରୁଆ ସ୍ଥିତ ଆଇକନିକ୍ ଓଡିଶା ଆଦର୍ଶ ବିଦ୍ୟାଳୟ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଇସ୍ରୋରୁ ଆସିଥିବା ବୈଜ୍ଞାନିକମାନେ ଗତକାଲି ଭୁବନେଶ୍ଵର ଅନ୍ଧାରୁଆ ସ୍ଥିତ ଆଇକନିକ୍ ଓଡିଶା ଆଦର୍ଶ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି । ଏହି ପରିପ୍ରେକ୍ଷୀରେ ବୈଜ୍ଞାନିକମାନେ ଛାତ୍ରଛାତ୍ରୀମାନଙ୍କ ସହ ମହାକାଶ ବିଜ୍ଞାନ ସଂପର୍କିକ ଜ୍ଞାନ ଆହରଣ ସଂପର୍କରେ…
Read More...

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଦୁଇଦିନିଆ ବାଲେଶ୍ୱର ଜିଲ୍ଲା ଗସ୍ତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଦୁଇଦିନିଆ ବାଲେଶ୍ୱର ଜିଲ୍ଲା ଗସ୍ତ ଅବସରରେ ଗତକାଲି ସିମୁଳିଆ ବ୍ଲକ ମଇତାପୁର ଗ୍ରାମ ପଞ୍ଚାୟତରେ ମିଶନ ଶକ୍ତି ମା' ମାନଙ୍କ ଦ୍ୱାରା ପରିଚାଳିତ ସୋରିଷ ଚାଷ ବୁଲି ଦେଖିଛନ୍ତି । ପ୍ରାୟ ୩ଶହ ଏକରରୁ ଅଧିକ ଚାଷ…
Read More...

ଆସନ୍ତା ମାର୍ଚ୍ଚ ୫ରୁ ଭୁବନେଶ୍ୱରରୁ ଦୁବାଇ ଉଡ଼ିବ ବିମାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ୱରରୁ ଦୁବାଇକୁ ଉଡ଼ିବ ବିମାନ । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ଆସନ୍ତା ମାର୍ଚ୍ଚ ୫ ତାରିଖରୁ ଭୁବନେଶ୍ୱର-ଦୁବାଇକୁ ଆନ୍ତର୍ଜାତିକ ବିମାନ ଚଳାଚଳ ସେବା ଆରମ୍ଭ ହେବା ସମ୍ଭାବନା ରହିଛି । ଏହାସହ ସେହିଦିନ ବିଜୁ ବାବୁଙ୍କ ପ୍ରିୟ ବିମାନ…
Read More...

ଭୁବନେଶ୍ୱରଠାରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ସମାବର୍ତ୍ତନ ସମାରୋହରେ ଯୋଗଦେଲେ ରାଷ୍ଟ୍ରପତି

ଭୁବନେଶ୍ୱର, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଗତକାଲି ଭୁବନେଶ୍ୱର ଠାରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ସମାବର୍ତ୍ତନ ସମାରୋହରେ ଯୋଗ ଦେବା ସହିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ସମାରୋହକୁ ସମ୍ବୋଧିତ କରି ରାଷ୍ଟ୍ରପତି ଏହି ଶିକ୍ଷାନୁଷ୍ଠାନରେ…
Read More...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗାମୀ ୨୩ ତାରିଖରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମସ୍ଥାନ ସୁଆଣ୍ଡୋର…

୫ଟି ସଚିବଙ୍କ ସୁଆଣ୍ଡୋ ପରିଦର୍ଶନଉତ୍କଳମଣିଙ୍କ ଗାଁ ଶିବ ମନ୍ଦିରର ପୁନରୁଦ୍ଧାର ଓ ପ୍ରତିଷ୍ଠା ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଗତକାଲି ପୁରୀ ଜିଲ୍ଲାର ସୁଆଣ୍ଡୋସ୍ଥିତ…
Read More...

୧୯ତମ ଧଉଳି-କଳିଙ୍ଗ ମହୋତ୍ସବର ଶୁଭ ଉଦ୍‍ଘାଟନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଓଡିଶୀ ସଙ୍ଗୀତ ନାଟକ ଏକାଡ଼େମୀ ଦ୍ୱାରା ଆୟୋଜିତ ୧୯ତମ ଧଉଳି-କଳିଙ୍ଗ ମହୋତ୍ସବ ଗତକାଲି ଶୁଭ ଉଦ୍‍ଘାଟନ ହୋଇଥିଲା । ପ୍ରଥମ ସନ୍ଧ୍ୟାରେ ଓଡ଼ିଶୀ, ଭାରତନାଟ୍ୟମ ଏବଂ ସମରକଳା (କଲାରିପାଇଟୁ ଓ ଛଉ) ନୃତ୍ୟରେ…
Read More...

ଖରା ପାଇଁ ସ୍ୱାସ୍ଥ୍ୟ ବିଭାଗର ସତର୍କବାଣୀ

ଜରୁରି ନଥିଲେ ୧୧ଟାରୁ ୩ ଘରୁ ବାହାରନ୍ତୁ ନାହିଁ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଖୁବ୍‌ଶୀଘ୍ର ଆସିପାରେ ଖରା । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ସ୍ୱାସ୍ଥ୍ୟ ବିଭାଗ ଆଗୁଆ ପଦକ୍ଷେପ ନେଇଛି । ଆଗତ ପ୍ରାୟ ହିଟୱେଭ୍‌ ପାଇଁ ମାଷ୍ଟର ପ୍ଲାନ୍‌ ପ୍ରସ୍ତୁତ କରିଛି । ଜରୁରି…
Read More...